Psalm 130 - DBY (Oriya)
1 {A Song of degrees.} Out of the depths do I call upon thee, Jehovah.ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତଣେୁ ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକୁଛି।
2 Lord, hear my voice; let thine ears be attentive to the voice of my supplication.ହେ ମାରେ ପ୍ରଭୁ, ମାରେ ଗୁହାରୀ ଶୁଣ। ସାହାୟ୍ଯ ପାଇଁ ମାରେ ଡ଼ାକ ଶୁଣ।
3 If thou, Jah, shouldest mark iniquities, Lord, who shall stand?ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ଲୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।
4 But there is forgiveness with thee, that thou mayest be feared.ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର, ସେଥିପାଇଁ ସମାନେେ ତୁମ୍ଭଙ୍କୁ ଡ଼ରନ୍ତି ଏବଂ ଉପାସନା କରନ୍ତି।
5 I wait for Jehovah; my soul doth wait, and in his word do I hope.ମୁଁ ସଦାପ୍ରଭୁଙ୍କର ସାହାୟ୍ଯକୁ ଅପେକ୍ଷା କରିଛି। ମାରେ ପ୍ରାଣ ତାଙ୍କୁ ଚାହିଁ ରହିଛି। ମୁଁ ସଦାପ୍ରଭୁଙ୍କର ବାକ୍ଯରେ ଭରସା ରଖିଛି।
6 My soul [waiteth] for the Lord more than the watchers [wait] for the morning, [more than] the watchers for the morning.ମୁଁ ମାରେ ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ୟପରେି ଜଣେ ପ୍ରହରୀ ସକାଳ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରେ।
7 Let Israel hope in Jehovah, because with Jehovah there is loving-kindness, and with him is plenteous redemption;ହେ ଇଶ୍ରାୟେଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ୟିଏକି ବିଶ୍ବାସୀ ଏବଂ ସତ୍ଯ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8 And he will redeem Israel from all his iniquities.ଏବଂ ସେ ହେଉଛନ୍ତି ଜଣେ, ୟିଏ ଇଶ୍ରାୟେଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।
Oriya Bible