Psalm 130 - YLT (Oriya)
1 A Song of the Ascents. From depths I have called Thee, Jehovah.ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତଣେୁ ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକୁଛି।
2 Lord, hearken to my voice, Thine ears are attentive to the voice of my supplications.ହେ ମାରେ ପ୍ରଭୁ, ମାରେ ଗୁହାରୀ ଶୁଣ। ସାହାୟ୍ଯ ପାଇଁ ମାରେ ଡ଼ାକ ଶୁଣ।
3 If iniquities Thou dost observe, O Lord, who doth stand?ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ଲୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।
4 But with Thee `is' forgiveness, that Thou mayest be feared.ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର, ସେଥିପାଇଁ ସମାନେେ ତୁମ୍ଭଙ୍କୁ ଡ଼ରନ୍ତି ଏବଂ ଉପାସନା କରନ୍ତି।
5 I hoped `for' Jehovah -- hoped hath my soul, And for His word I have waited.ମୁଁ ସଦାପ୍ରଭୁଙ୍କର ସାହାୟ୍ଯକୁ ଅପେକ୍ଷା କରିଛି। ମାରେ ପ୍ରାଣ ତାଙ୍କୁ ଚାହିଁ ରହିଛି। ମୁଁ ସଦାପ୍ରଭୁଙ୍କର ବାକ୍ଯରେ ଭରସା ରଖିଛି।
6 My soul `is' for the Lord, More than those watching for morning, Watching for morning!ମୁଁ ମାରେ ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ୟପରେି ଜଣେ ପ୍ରହରୀ ସକାଳ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରେ।
7 Israel doth wait on Jehovah, For with Jehovah `is' kindness, And abundant with Him `is' redemption.ହେ ଇଶ୍ରାୟେଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ୟିଏକି ବିଶ୍ବାସୀ ଏବଂ ସତ୍ଯ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8 And He doth redeem Israel from all his iniquities!ଏବଂ ସେ ହେଉଛନ୍ତି ଜଣେ, ୟିଏ ଇଶ୍ରାୟେଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।
Oriya Bible