Psalm 146 - YLT (Oriya)
1 Praise ye Jah! Praise, O my soul, Jehovah.ସଦାପ୍ରଭୁଙ୍କର ପ୍ରଶଂସା କର !ମୁଁ ନିଜକୁ କ ହେ, ସଦାପ୍ରଭୁଙ୍କର ପ୍ରଶଂସା କର।
2 I praise Jehovah during my life, I sing praise to my God while I exist.ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମାରେ ପରମେଶ୍ବରଙ୍କର ପ୍ରଶଂସାର ଗୀତ ଗାଇବି।
3 Trust not in princes -- in a son of man, For he hath no deliverance.ସାହାୟ୍ଯ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରିପାରିବେ ନାହିଁ।
4 His spirit goeth forth, he returneth to his earth, In that day have his thoughts perished.ଲୋକମାନେ ମରନ୍ତି ଓ କବର ନିଅନ୍ତି। ଆଉ ସହେିଦିନ, ସମାନଙ୍କେର ଯୋଜନା ସବୁ ମଧ୍ଯ ମରିୟାଏ।
5 O the happiness of him Who hath the God of Jacob for his help, His hope `is' on Jehovah his God,କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
6 Making the heavens and earth, The sea and all that `is' in them, Who is keeping truth to the age,ସଦାପ୍ରଭୁ ସ୍ବର୍ଗ, ପୃଥିବୀ, ସମୁଦ୍ର ଏବଂ ଏଥିରେ ଥିବା ପ୍ରେତ୍ୟକକ ବସ୍ତୁ ମଧ୍ଯ ତିଆରି କଲେ। ସେ ସର୍ବଦା ବିଶ୍ବସ୍ତ ଅଟନ୍ତି।
7 Doing judgment for the oppressed, Giving bread to the hungry.ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
8 Jehovah is loosing the prisoners, Jehovah is opening (the eyes of) the blind, Jehovah is raising the bowed down, Jehovah is loving the righteous,ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।
9 Jehovah is preserving the strangers, The fatherless and widow He causeth to stand, And the way of the wicked He turneth upside down.ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ବଂସ କରନ୍ତି।
10 Jehovah doth reign to the age, Thy God, O Zion, to generation and generation, Praise ye Jah!ସଦାପ୍ରଭୁ ଚିରକାଳ ରାଜ୍ଯ କରିବେ। ହେ ସିୟୋନ, ତୁମ୍ଭର ପରମେଶ୍ବର ସଦାସର୍ବଦା ରାଜ୍ଯ କରିବେ। ସଦାପ୍ରଭୁଙ୍କର ପ୍ରଶଂସା କର।
Oriya Bible