Psalm 18:19
ସଦାପ୍ରଭୁ ମାେତେ ଭଲ ପାଆନ୍ତି। ତଣେୁ ସେ ମାେତେ ଉଦ୍ଧାର କଲେ, ସେ ମାେତେ ନିରାପଦ ସ୍ଥାନକୁ ନଇଗେଲେ।
He brought me forth | וַיּוֹצִיאֵ֥נִי | wayyôṣîʾēnî | va-yoh-tsee-A-nee |
place; large a into also | לַמֶּרְחָ֑ב | lammerḥāb | la-mer-HAHV |
he delivered | יְ֝חַלְּצֵ֗נִי | yĕḥallĕṣēnî | YEH-ha-leh-TSAY-nee |
because me, | כִּ֘י | kî | kee |
he delighted | חָ֥פֵֽץ | ḥāpēṣ | HA-fayts |
in me. | בִּֽי׃ | bî | bee |
Cross Reference
Psalm 118:5
ମୁଁ ସଙ୍କଟରେ ଥିଲି, ତଣେୁ ସଦାପ୍ରଭୁଙ୍କର ସାହାୟ୍ଯ ପାଇଁ ଡ଼ାକିଲି। ସଦାପ୍ରଭୁ ଉତ୍ତର ଦେଲେ ଏବଂ ମାେତେ ସେଥିରୁ ମୁକ୍ତ କଲେ।
Psalm 31:8
ତୁମ୍ଭେ ମାରେ ଶତ୍ରୁଙ୍କ ହସ୍ତରେ ମାେତେ ଅର୍ପଣ କରିବ ନାହିଁ। ତୁମ୍ଭେ ସମାନଙ୍କେ ୟନ୍ତାରୁ ମାେତେ ମୁକ୍ତ କରିବ।
Psalm 37:23
ସଦାପ୍ରଭୁ ଧାର୍ମିକ ବ୍ଯକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାୟ୍ଯ କରନ୍ତି। ଯେତବେେଳେ ସେ ତାହା କରେ, ସଦାପ୍ରଭୁ ଖୁସି ହୁଅନ୍ତି।
Job 36:16
ପରମେଶ୍ବର ତୁମ୍ଭକୁ କଷ୍ଟରୁ ବାହାର କରିବା ପାଇଁ ଚାହାନ୍ତି ଏବଂ ତା' ବଦଳ ରେ ଏକ କଷ୍ଟବିହୀନ ଜୀବନ ଦବୋ ପାଇଁ ଚାହାଁନ୍ତି। ପରମେଶ୍ବର ଚାହାଁନ୍ତି ତୁମ୍ଭ ଟବେୁଲ ରେ ପ୍ରଚୁର ଖାଦ୍ୟ ରହୁ।
Psalm 18:36
ମାରେ ଗୋଡ଼ ଓ ଆଣ୍ଠୁକୁ ଅଧିକ ଶକ୍ତିଶାଳୀ କର, ୟାହାଫଳରେ ମୁଁ ଦୁର୍ବଳ ହବେି ନାହିଁ ଏବଂ ପଡ଼ିବି ନାହିଁ।
Psalm 40:2
ସଦାପ୍ରଭୁ ମାେତେ ମୃତ୍ଯୁ ଗୁମ୍ଫାରୁ ଉଠାଇଲେ। ସେ ମାେତେ ସହେି ମାଟିର କବର ମଧ୍ଯରୁ ଉଠାଇ ଆଣିଲେ। ସେ ମାେତେ ଟକେି ଧରିଲେ। ମାେତେ, ମାରେ ପାଦ ତଳକୁ ଖସିୟିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ।
2 Samuel 22:18
ମାରେ ଶତୃମାନେ ମାଠାେରକ୍ସ୍ଟ ଶକ୍ତିଶାଳୀ ଥିଲେ। ସମାନେେ ମାେତେ ଘୃଣା କରୁଥିଲେ। ମାରେ ଶତୃମାନେ ମାେ ପ୍ରତି ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ପରମେଶ୍ବର ମାେତେ ରକ୍ଷା କଲେ।
1 Kings 10:9
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇଶ୍ରାୟେଲର ସିଂହାସନ ରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ବର ଚିରକାଳ ଇଶ୍ରାୟେଲକୁ ପ୍ ରମେ କରନ୍ତି। ତେଣୁ ସେ ଉଚିତ ବିଗ୍ଭର ଓ ନ୍ଯାଯ କରିବାକୁ ଆପଣଙ୍କୁ ରାଜା କଲେ।