Psalm 88 - ASV (Oriya)

1 O Jehovah, the God of my salvation, I have cried day and night before thee.ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମାରେ ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।

2 Let my prayer enter into thy presence; Incline thine ear unto my cry.ମାରେ ପ୍ରାର୍ଥନା ପ୍ରତି ଟିକେ ଧ୍ଯାନ ଦିଅ। ମାେ ପ୍ରତି ଦୟାକରି, ମାରେ ପ୍ରାର୍ଥନାରେ କର୍ଣ୍ଣପାତ କର।

3 For my soul is full of troubles, And my life draweth nigh unto Sheol.ମାରେ ପ୍ରାଣ ଦୁଃଖରେ ଭରପୁର। ମୁଁ ଶୀଘ୍ର ମରିୟିବି।

4 I am reckoned with them that go down into the pit; I am as a man that hath no help,ମୁଁ ଜଣେ ଶକ୍ତି ହରାଇଥିବା ପ୍ରାଯ ମୃତ ଲୋକପରି ହାଇେଅଛି।

5 Cast off among the dead, Like the slain that lie in the grave, Whom thou rememberest no more, And they are cut off from thy hand.ମୃତଲୋକମାନଙ୍କ ମଧ୍ୟରେ ମାେତେ ଖାଜେ। ମୁଁ କବରରେ ଶାଇେଥିବା ମୃତ ବ୍ଯକ୍ତିପରି ଏବଂ ଲୋକମାନେ ଏ ବିଷଯରେ ସବୁ ଭୁଲିଗଲେ ଓ ସହାୟ ନାହିଁ।

6 Thou hast laid me in the lowest pit, In dark places, in the deeps.ତୁମ୍ଭେ ମାେତେ ପୃଥିବୀର ଗାଢ଼ ଅନ୍ଧକାରର ଗଭୀର ସ୍ଥାନରେ ରଖିଅଛ।

7 Thy wrath lieth hard upon me, And thou hast afflicted me with all thy waves. Selahତୁମ୍ଭ କୋର୍ଧରେ ମୁଁ ବୋଝ ଅନୁଭବ କଲି। ତୁମ୍ଭର ସମସ୍ତ ଢ଼େଉ ମାେତେ ଓଲଟ ପାଲଟ କରି ପକାଏ।

8 Thou hast put mine acquaintance far from me; Thou hast made me an abomination unto them: I am shut up, and I cannot come forth.ମାରେ ବନ୍ଧୁମାନେ ମାେତେ ଛାଡ଼ିଗଲେ, ମୁଁ ଅଛୁଆଁ ପରି ସମାନେେ ମାଠାରୁେ ଦୂରଇେ ଗଲେ। ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ୟାଇପାରିବି ନାହିଁ।

9 Mine eye wasteth away by reason of affliction: I have called daily upon thee, O Jehovah; I have spread forth my hands unto thee.କ୍ଲେଶ ସକାଶୁ ମାରେ ଚକ୍ଷୁ କ୍ଷୀଣ ହାଇେଅଛି। ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭଠାରେ ମୁଁ ହାତ ପାତୁ ଅଛି।

10 Wilt thou show wonders to the dead? Shall they that are decreased arise and praise thee? Selahତୁମ୍ଭେ କ'ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯା କର ? ମୃତ ଲୋକମାନେ କ'ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ ?

11 Shall thy lovingkindness be declared in the grave? Or thy faithfulness in Destruction?ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ବସ୍ତତା ବିଷଯରେ କଥା ହାଇପୋରିବେ ନାହିଁ। ମୃତ ଲୋକମାନେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ବିଷଯରେ ପ୍ରଚାର କରିପାରିବେ ନାହିଁ।

12 Shall thy wonders be known in the dark? And thy righteousness in the land of forgetfulness?ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯା ଦେଖି ପାରିବେ ନାହିଁ। ପୃଥିବୀରେ ମୃତ ଲୋକମାନେ ଭୁଲିୟାଇ ତୁମ୍ଭ ସୁଗୁଣ ପ୍ରଶଂସା କରିପାରିବେ ନାହିଁ।

13 But unto thee, O Jehovah, have I cried; And in the morning shall my prayer come before thee.ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମାେତେ ସାହାରା ଦିଅ। ପ୍ରେତ୍ୟକକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।

14 Jehovah, why castest thou off my soul? Why hidest thou thy face from me?ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମାେତେ ପରିତ୍ଯାଗ କରୁଛ ? ତୁମ୍ଭେ କାହିଁକି ମାେ କଥା ଶୁଣୁ ନାହଁ ?

15 I am afflicted and ready to die from my youth up: While I suffer thy terrors I am distracted.ମୁଁ ବାଲ୍ଯକାଳରୁ ଦୁଃଖ ଭୋଗ କରି ମୃତ୍ଯୁର ଶଷେ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ୟାହା ତୁମ୍ଭେ କରିଅଛ।

16 Thy fierce wrath is gone over me; Thy terrors have cut me off.ତୁମ୍ଭର କୋପ ମାେ ଉପରେ ବର୍ତ୍ତିଅଛି, ତୁମ୍ଭ ବିଷଯକ ଭୟ ମାେତେ ଉଚ୍ଛିନ୍ନ କରିଅଛି।

17 They came round about me like water all the day long; They compassed me about together.ଏକ ବନ୍ଯାପରି ତୁମ୍ଭର ଆକ୍ରମଣ ମାେତେ ଦିନସାରା ଘରେି ରହିଥିଲା। ସମାନେେ ସବୁଆଡ଼ୁ ମାେତେ ବନ୍ଦ କଲେ।

18 Lover and friend hast thou put far from me, And mine acquaintance into darkness. Psalm 89 Maschil of Ethan the Ezrahite.ତୁମ୍ଭେ ମାରେ ପ୍ରିଯ ଲୋକମାନଙ୍କୁ ମାଠାରୁେ ଦୂରଇେ ରଖିଅଛ। ମାେ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।

Oriya Bible