Psalm 96 - DBY (Oriya)
1 Sing ye unto Jehovah a new song: sing unto Jehovah, all the earth.ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାଅ। ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗୀତ ଗାନ କର।
2 Sing unto Jehovah, bless his name; publish his salvation from day to day.ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗାନକରି ତାହାଙ୍କ ନାମର ଧନ୍ଯବାଦ କର। ତାଙ୍କର ଶକ୍ତି ପରିତ୍ରାଣ ବିଷଯରେ, ପ୍ରତିଦିନ ସୁ-ସମାଚାର ଶୁଣାଅ।
3 Declare his glory among the nations, his wondrous works among all the peoples.ଜାତିମାନଙ୍କୁ କୁହ ୟେ, ପରମେଶ୍ବର ଆଶ୍ଚର୍ୟ୍ଯଜନକ ଅଟନ୍ତି। ପରମେଶ୍ବରଙ୍କ ପ୍ରକୃତ ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ସନ୍ତାନଗଣଙ୍କୁ କୁହ।
4 For Jehovah is great and exceedingly to be praised; he is terrible above all gods.ସଦାପ୍ରଭୁ ମହାନ୍ ଓ ଅତ୍ଯନ୍ତ ପ୍ରଶଂସନୀଯ। ସେ ସମସ୍ତ ଦବଗେଣଙ୍କ ଅପେକ୍ଷା ଭୟର ୟୋଗ୍ଯ।
5 For all the gods of the peoples are idols; but Jehovah made the heavens.ଅନ୍ୟ ସମସ୍ତ ଗୋଷ୍ଠୀଯମାନଙ୍କର ଦବଗେଣ କବଳେ ପ୍ରତିମା, କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 Majesty and splendour are before him; strength and beauty are in his sanctuary.ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି। ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ଯମାନ।
7 Give unto Jehovah, ye families of peoples, give unto Jehovah glory and strength;ହେ ନାନାଦେଶୀଯ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର ଗୁଣ ଗାନ କର।
8 Give unto Jehovah the glory of his name; bring an oblation and come into his courts;ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ୟଥୋଚିତ ଗୌରବ ଗାନ କର, ୟାହା ସେ ପାଇବା ୟୋଗ୍ଯ ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନବୈେଦ୍ଯ ନଇେ ଆସ।
9 Worship Jehovah in holy splendour; tremble before him, all the earth.ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର। ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 Say among the nations, Jehovah reigneth! yea, the world is established, it shall not be moved; he will execute judgment upon the peoples with equity.ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା !ପୃଥିବୀ ସୁସ୍ଥିର ରହିବ। ପରମେଶ୍ବର ନ୍ଯାଯ ବିଚାର କରିବେ।
11 Let the heavens rejoice, and let the earth be glad; let the sea roar, and the fulness thereof;ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ। ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜ୍ଜନ କରୁ।
12 Let the field exult and all that is therein. Then shall all the trees of the forest sing for joy,ବନସ୍ଥ ବୃକ୍ଷ ସକଳ ଆନନ୍ଦରେ ଗାନ କରନ୍ତୁ।
13 Before Jehovah, for he cometh; for he cometh to judge the earth: he will judge the world with righteousness, and the peoples in his faithfulness.ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ, କାରଣ ସେ ଆସୁଛନ୍ତି। ସେ ପୃଥିବୀରେ ବିଚାର କରିବାକୁ ଆସୁଛନ୍ତି। ସେ ଧର୍ମ ଓ ସତ୍ଯତାରେ ପୃଥିବୀକୁ ଶାସନ କରିବେ।
Oriya Bible