ଓଡ଼ିଆ
Romans 14:23 Image in Oriya
କିନ୍ତୁ ଯଦି ଜଣେ, ସେ ଠିକ କାମକରୁଛି ବୋଲି ନିଶ୍ଚିତ ଭାବରେ ନଜାଣି ଭୋଜନ କରେ, ତା' ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ବାସ ରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ ନୁହେଁ ବୋଲି ଜାଣିପାରି ମଧ୍ଯ କୌଣସି କାମ କରେ, ତା ହେଲେ ସେ ପାପ କରୁଛି।