No lexicon data found for Strong's number: 1347

Romans 4:25
ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ଯୁ ନିମନ୍ତେ ସମର୍ପିତ କରା ହେଲା। ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ଯୁରୁ ପୁନର୍ଜୀବିତ ହେଲେ।

Romans 5:18
ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ଯୁ ରେ ଦଣ୍ଡିତ କଲା, ସହେି ଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସହେି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦବେ।

Occurences : 2

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்