No lexicon data found for Strong's number: 1875
Matthew 2:8
େ ହରୋଦ ସମାନଙ୍କେୁ ବେଥ୍ଲହେିମ ପଠାଇଲେ ଓ କହିଲେ, ତୁମ୍ଭମାନେେ ବେଥ୍ଲହେିମ ଯାଇ ଶିଶୁଟି ବିଷୟ ରେ ଯତ୍ନ ଭାବରେ ଖାଜେ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତବେେ ମାେତେ ଜଣାଅ। ତା'ପରେ ମୁଁ ମଧ୍ଯ ଯାଇ ତାହାଙ୍କୁ ପ୍ରଣାମ କରିବି।
Luke 11:22
କିନ୍ତୁ, ଯେତବେେଳେ ତା'ଠାରୁ ଜଣେ ଅଧିକ ଶକ୍ତିଶାଳୀ ଲୋକ ଆ ସେ ଓ ତା' ଉପରେ ଆକ୍ରମଣ କରି ତାକୁ ହ ରଇେ ଦିଏ, ଯେଉଁ ଅସ୍ତ୍ରଶସ୍ତ୍ର ଗୁଡିକ ଉପରେ ପ୍ରଥମ ଲୋକଟିର ଭରସା ଥିଲା, ସହେି ସମସ୍ତ ଅସ୍ତ୍ରଶସ୍ତ୍ରଗୁଡିକୁ ଅଧିକତର ବଳବାନ ଲୋକଟି ଛଡଇେ ନିଏ ଓ ତାହାର ଜିନିଷଗୁଡିକୁ ଯାହା ଇଚ୍ଛା ତାହା କରେ।
Luke 11:34
ତୁମ୍ଭ ଆଖି ତୁମ୍ଭ ଶରୀର ପାଇଁ ପ୍ରଦୀପ। ତୁମ୍ଭର ଆଖି ଭଲ ଥିଲେ ତୁମ୍ଭର ସମଗ୍ର ଶରୀର ଆଲୁଅ ରେ ପରିପୂର୍ଣ୍ଣ ରହିବ। ତୁମ୍ଭର ଆଖି ଖରାପ ଥିଲେ ତୁମ୍ଭେ ସମଗ୍ର ଶରୀର ଅନ୍ଧକାର ରେ ଭରିୟିବ।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்