Matthew 13:29
କ୍ଷତମାଲିେକ ସମାନଙ୍କେୁ ମନାକରି କହିଲେ, 'ତୁମ୍ଭମାନେେ ବାଳିଙ୍ଗା ଉପାଡିଲା ବେଳେ ତା' ସହିତ ଗହମ ମଧ୍ଯ ଉପାଡି ଦବେ।
Matthew 20:1
ସ୍ବର୍ଗରାଜ୍ଯ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତକେ ଦ୍ରାକ୍ଷା ବଗିଚ଼ା ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷା ବଗିଚ଼ା ରେ କାମ କରିବା ପାଇଁ ଅନ୍ୟ କେତକେ ଶ୍ରମାକ ଆଣିବାକୁ ବାହାରିଗଲେ।
Acts 24:26
କିନ୍ତୁ ଫଲେୀକ୍ସ୍ ପାଉଲଙ୍କ ସହିତ କଥା ହବୋର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦବେେ। ତେଣୁ ସେ ପାଉଲଙ୍କୁ ଅନକେଥର ଡ଼କାଇ କଥା ହେଉଥିଲେ।
Acts 27:40
ସମାନେେ ଲଙ୍ଗରଗୁଡ଼ିକ କାଟି ସମୁଦ୍ର ରେ ଫିଙ୍ଗି ଦେଲେ। ସମାନେେ ମଙ୍ଗର ଦଉଡ଼ି ଫିଟଇେ ପବନ ରେ ସାମନା ପାଲଟି ଉଠାଇଲେ। ତା'ପରେ ସମାନେେ ବାଲିତଟ ଆଡ଼କୁ ଯାତ୍ରା କଲେ।
Romans 3:12
ସମସ୍ତେ ସତ୍ଯ ମାର୍ଗ ଭୁଲି ଯାଇଛନ୍ତି ଓ ସମସ୍ତେ ମୂଲ୍ଯହୀନ ହାଇେ ଯାଇଛନ୍ତି। ସଠାେରେ କହେି ନାହିଁ ୟିଏ ଭଲ କରେ। ଏପରିକି ଜଣେ ମଧ୍ଯ ନୁହେଁ। ଗୀତସଂହିତା 14:1-3
Colossians 4:3
ଆମ୍ଭ ପାଇଁ ମଧ୍ଯ ପ୍ରାର୍ଥନା କର। ପରମେଶ୍ବରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ବରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟ ରେ ପରମେଶ୍ବର ଯେଉଁ ଗୁପ୍ତ ସତ୍ଯ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଚାର କରିପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ଯ ପ୍ରଚାର କରୁଛି ବୋଲି ମୁଁ କାରାଗାର ରେ ବନ୍ଦୀ।
1 Thessalonians 4:17
ତା'ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହବୋ। ଆମ୍ଭକୁ ମେଘମାଳା ଭିତରକୁ ନିଆୟିବ ଓ ସଠାେରେ ବାଯୁମଣ୍ଡଳ ରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ।
1 Thessalonians 5:10
ଆମ୍ଭେ ଯୀଶୁଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତବେେଳେ ଯୀଶୁ ଆସିବେ, ସହେି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ବପୂର୍ଣ୍ଣ ନୁହେଁ।
1 Timothy 5:13
ସହେି ୟୁବତୀ ବିଧବାମାନେ ଘରକୁ ଘର ଅଯଥା ରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସମାନେେ ବଚସା କରିବା ଓ ଅନ୍ଯଲୋକଙ୍କ ଜୀବନ ବିଷୟ ରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ କଥାଗୁଡ଼ିକ କୁହନ୍ତି।
Philemon 1:22
ମାେ ରହିବା ପାଇଁ ଗୋଟିଏ ବଖରା ମଧ୍ଯ ପ୍ରସ୍ତୁତ କର। ମୁଁ ଆଶା କରେ ଯେ ପରମେଶ୍ବର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ୟିବାକୁ ସମର୍ଥ ହାଇେ ପାରିବି।
Occurences : 10
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்