Base Word
πνέω
Short Definitionto breathe hard, i.e., breeze
Long Definitionto breathe, to blow
Derivationa primary word
Same asG5594
International Phonetic Alphabetˈpnɛ.o
IPA modˈpne̞.ow
Syllablepneō
DictionPNEH-oh
Diction ModPNAY-oh
Usageblow

Matthew 7:25
ବର୍ଷା ହେଲା, ବଢି ମାଡି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତାର ମୂଳଦୁଆ ପଥର ଉପରେ ରହିଥଲା।

Matthew 7:27
ବର୍ଷା ହେଲା, ବଢି ମାଡିଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ ଏବଂ ସହେି ଘରଟି ପୁରାପୂରି ଭାଙ୍ଗି ପଡିଲା।

Luke 12:55
ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭମାନେେ କୁହ, 'ଗରମ ହବେ।' ତା'ପରେ ତାହାହିଁ ହୁଏ।

John 3:8
ପବନ ତା' ଇଚ୍ଛା ଅନୁସାରେ ବ ହେ ଓ ନିଜ ଇଚ୍ଛା ରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆ ସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନଇେଥିବା ପ୍ରେତ୍ୟକକ ଲୋକ ଠିକ୍ ସହେିପରି।

John 6:18
ଖୁବ୍ ଜାରେ ରେ ପବନ ବହୁଥିଲା। ହ୍ରଦ ରେ ବଡ ବଡ ଢେଉ ଉଠିଲା।

Acts 27:40
ସମାନେେ ଲଙ୍ଗରଗୁଡ଼ିକ କାଟି ସମୁଦ୍ର ରେ ଫିଙ୍ଗି ଦେଲେ। ସମାନେେ ମଙ୍ଗର ଦଉଡ଼ି ଫିଟଇେ ପବନ ରେ ସାମନା ପାଲଟି ଉଠାଇଲେ। ତା'ପରେ ସମାନେେ ବାଲିତଟ ଆଡ଼କୁ ଯାତ୍ରା କଲେ।

Revelation 7:1
ଏହି ସବୁ ଘଟିବା ପରେ ମୁଁ ପୃଥିବୀର ଚାରକୋଣ ରେ ଚାରିଜଣ ସ୍ବର୍ଗଦୂତଙ୍କୁ ଠିଆ ହବୋର ଦେଖିଲି। ସହେି ଦୂତମାନେ ପୃଥିବୀର ଚାରି ବାଯୁକୁ ଅଟକାଇ ଧରିଥିଲେ। ଯେପରି ପୃଥିବୀ କିମ୍ବା ସମୁଦ୍ର ଉପରେ କିମ୍ବା କୌଣସି ଗଛ ରେ ପବନ ନ ବ ହେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்