Matthew 9:36
ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନ ରେ କରୁଣା ଜାତ ହେଲା। ମଷେ ପାଳକ ନଥିଲେ ମଷେ ପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସହେିଭଳି ନିରାଶା ଓ ଅସହାୟତା ରେ ପୂର୍ଣ୍ଣଥିଲା।
Matthew 15:30
ଅନକେ ସଂଖ୍ଯା ରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଅନକେ ଅନ୍ଧ, ମୂକ ବଧିର, େଛାଟା ଅପାଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।
Matthew 27:5
ୟିହୂଦା ମନ୍ଦିର ଭିତ ରେ ସହେି ରୂପାଟଙ୍କାତକ ଫିଙ୍ଗି ଦଲୋ। ତାପରେ ସହେି ଜାଗା ଛାଡ଼ି ୟିହୂଦା ଚାଲିଗଲେ ଓ ନିଜକୁ ଫାଶି ଦଲୋ।
Luke 4:35
ଯୀଶୁ ତାହାକୁ ଧମକ ଦଇେ କହିଲେ, ଚୁପ୍ କର ଏହି ଲୋକର ଦହରେୁ ବାହାରିଯା। ଏହାପରେ ଦୁଷ୍ଟାତ୍ମା ସହେି ଲୋକଟିକୁ ସମସ୍ତଙ୍କ ସାମନା ରେ ତଳେ ପକାଇ ଦଲୋ ଓ ତାହାର କୌଣସି କ୍ଷତି ନକରି ତା' ଦହରେୁ ବାହାରିଗଲା।
Luke 17:2
ଯେଉଁଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ଯରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହବେ। ବକରେେ ପଥର ବାନ୍ଧି ସମୁଦ୍ର ରେ ବୁଡି ମରିବା ତା ପକ୍ଷ ରେ ଭଲ ହବେ।
Acts 27:19
ତୃତୀୟ ଦିନ ସମାନେେ ନିଜ ହାତ ରେ ଜାହାଜର ସରଞ୍ଜାମ ସବୁ ପାଣିକୁ ଫୋପାଡ଼ି ଦେଲେ।
Acts 27:29
ସମାନେେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥର ରେ ଧକ୍କା ହାଇଯେିବ। ତେଣୁ ସମାନେେ ଜାହାଜର ପଛପଟେ ଚ଼ା ରୋଟି ଲଙ୍ଗର ପକାଇ ଦିନ ହବୋ ପାଇଁ ଅପେକ୍ଷା କଲେ।
Occurences : 7
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்