No lexicon data found for Strong's number: 5615

Matthew 20:5
ତେଣୁ ସମାନେେ ମଧ୍ଯ ଦ୍ରାକ୍ଷା ବଗିଚ଼ାକୁ କାମ କରିବାକୁ ଗଲେ।

Matthew 21:30
ତା'ପରେ ତା ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସହେି କଥା କହିଲେ। ସେ କହିଲା, 'ହଁ, ଆଜ୍ଞା ମୁଁ ୟିବି।' କିନ୍ତୁ ଗଲାନାହିଁ।

Matthew 21:36
ତେଣୁ ଜମି ମାଲିକ ଆଉ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥର ଠାରୁ ଅଧିକ ଚ଼ାକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଚାକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ଯ ସମାନଙ୍କେ ପ୍ରତି ତାହା କଲେ।

Matthew 25:17
ସହେିଭଳି ଯେଉଁ ଚ଼ାକରଟି ଦୁଇ ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ମଧ୍ଯ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଆଉ ଦୁଇ ତୋଡ଼ା ରୂପା ଟଙ୍କା ଲାଭ କଲା।

Mark 12:21
ତେଣୁ ଦ୍ବିତୀୟ ଭାଇ ସେ ସ୍ତ୍ରୀଟିକୁ ବିବାହ କଲା। ସେ ମଧ୍ଯ କୌଣସି ପିଲାପିଲି ନଥାଇ ମରିଗଲା। ତୃତୀୟ ଭାଇ ପ୍ରତି ମଧ୍ଯ ତାହା ଘଟିଲା।

Mark 14:31
ଏ କଥା ଶୁଣି ପିତର ଆହୁରି ଜାରେ ଦଇେ କହିଲେ, ମାେତେ ତୁମ୍ଭ ସହିତ ମରିବାକୁ ପଡିଲେ ସୁଦ୍ଧା ମୁଁ ତୁମ୍ଭକୁ ଚିହ୍ନି ନାହିଁ ବୋଲି କଦାପି କହିବି ନାହିଁ। ଅନ୍ୟ ସମସ୍ତ ଶିଷ୍ଯ ମଧ୍ଯ ସହେି ଏକା କଥା କହିଲେ।

Luke 13:3
ନା, ସମାନେେ ତାହା ନଥିଲେ। କିନ୍ତୁ ତୁମ୍ଭମାନେେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ୍ ନଆଣିବ ତବେେ ତୁମ୍ଭମାନେ ମଧ୍ଯ ସହେି ଲୋକମାନଙ୍କ ଭଳି ଧ୍ବଂସ ପାଇୟିବ।

Luke 20:31
ତା'ପରେ ତୃତୀୟ ଭାଇଟି ସହେି ସ୍ତ୍ରୀକୁ ବିବାହ କଲା ଓ ମରିଗଲା। ଅନ୍ୟ ଭାଇମାନଙ୍କ ପ୍ରତି ମଧ୍ଯ ସହେି ଏକା କଥା ଘଟିଲା। ସମାନେେ ସମସ୍ତେ ମରିଗଲେ ଓ କାହାରି ହେଲେ ସନ୍ତାନସନ୍ତିତି ଜନ୍ମ ହାଇନେଥିଲେ।

Luke 22:20
ସହେିଭଳି ରାତ୍ର ଭୋଜନ ପରେ ଯୀଶୁ ଦ୍ରାକ୍ଷାରସର ପାତ୍ରଟି ଧରି କହିଲେ। ଏହି ଦ୍ରାକ୍ଷାରସ ଦର୍ଶାଏ ଯେ ପରମେଶ୍ବର ତାହାଙ୍କ ଲୋକମାନଙ୍କ ସହିତ ଗୋଟିଏ ନୂଆ ଚୁକ୍ତି କରି ଅଛନ୍ତି। ମୁଁ ତୁମ୍ଭମାନଙ୍କୁ ଦେଉଥିବା ମାରେରକ୍ତ ରେ ଏହି ଚୁକ୍ତି ଆରମ୍ଭ ହୁଏ।

Romans 8:26
ଆତ୍ମା ମଧ୍ଯ ଆମକୁ ସାହାୟ୍ଯ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତା ରେ ଆମ୍ଭକୁ ସାହାୟ୍ଯ କରୁଛନ୍ତି। କଣ ଓ କିପରି ପାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ବରଙ୍କୁ ଆମ୍ଭ ପାଇଁ ପାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ବଙ୍କ ଠା ରେ ନିବଦନେ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ବରଙ୍କୁ କୁହନ୍ତି ତାହା ଶବ୍ଦ ରେ ବର୍ଣନା କରା ଯାଇ ପାରିବ ନାହିଁ।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்