No lexicon data found for Strong's number: 878

Luke 11:40
ହେ ନିର୍ବୋଧଗଣ! ବାହା ରେ ଯାହା ଅଛି, ତାହା ୟିଏ ତିଆରି କରିଛନ୍ତି ସେ ମଧ୍ଯ ଭିତ ରେ ଥିବା ବିଷୟ ସବୁ ତିଆରି କରିଛନ୍ତିା

Luke 12:20
କିନ୍ତୁ ପରମେଶ୍ବର ତାହାକୁ କହିଲେ, 'ଆ ରେ ନିର୍ବୋଧ ମନୁଷ୍ଯ! ଆଜି ରାତି ରେ ତୁ ମରିୟିବୁ। ତୁ ଯେଉଁ ପଦାର୍ଥତକ ତୋ ପାଇଁ ସାଇତି କରି ରଖିଛୁ, ତାହା କ'ଣ ହବେ? ସେ ସବୁ କିଏ ଭୋଗ କରିବ?'

Romans 2:20
ତୁମ୍ଭେ ଭାବୁଛ ଯେ, ଯେଉଁମାନେ ମୁର୍ଖ, ସମାନଙ୍କେୁ ସତ୍ଯ ଦଖାଇେ ପାରିବ। ଏବଂ ତୁମ୍ଭେ ଭାବୁଛ ଯେ, ଯେଉଁମାନଙ୍କର ଏବେ ମଧ୍ଯ ଶିଖିବା ଆବଶ୍ଯକ, ସମାନଙ୍କେର ତୁମ୍ଭେ ଶିକ୍ଷକ। ତୁମ୍ଭ ପାଖ ରେ ବ୍ଯବସ୍ଥା ଅଛି, ସେଥିପାଇଁ ତୁମ୍ଭେ ଭାବୁଛ ଯେ ତୁମ୍ଭେ ସବୁ କିଛି ଜାଣିଛ ଓ ତୁମ୍ଭ ପାଖ ରେ ସତ୍ଯ ଅଛି।

1 Corinthians 15:36
ସମାନେେ କେଉଁ ଭଳି ଦହେ ଧାରଣ କରିବେ ? ଏଗୁଡ଼ିକ ହେଉଛି ନିର୍ବୋଧ ପ୍ରଶ୍ନ। ପୃଥିବୀ ରେ ପୋତା ଯାଇଥିବା ବୀଜଟି ନିଜେ ନ ମରିବା ପର୍ୟ୍ଯନ୍ତ ସଜୀବ ହୁଏ ନାହିଁ।

2 Corinthians 11:16
ମୁଁ ପୁନର୍ବାର କହୁଛି, କହେି ମାେତେ ମୂର୍ଖ ବୋଲି ଭାବିବା ଉଚିତ ନୁହେଁ। କିନ୍ତୁ ଯଦି ତୁମ୍ଭମାନେେ ମାେତେ ମୂର୍ଖ ବୋଲି ଭାବ, ତା ହେଲେ ମୂର୍ଖକୁ ଗ୍ରହଣ କଲାଭଳି ମାେତେ ଗ୍ରହଣ କର।

2 Corinthians 11:16
ମୁଁ ପୁନର୍ବାର କହୁଛି, କହେି ମାେତେ ମୂର୍ଖ ବୋଲି ଭାବିବା ଉଚିତ ନୁହେଁ। କିନ୍ତୁ ଯଦି ତୁମ୍ଭମାନେେ ମାେତେ ମୂର୍ଖ ବୋଲି ଭାବ, ତା ହେଲେ ମୂର୍ଖକୁ ଗ୍ରହଣ କଲାଭଳି ମାେତେ ଗ୍ରହଣ କର।

2 Corinthians 11:19
ତୁମ୍ଭମାନେେ ଜ୍ଞାନୀ ହାଇେଥିବାରୁ ଖୁସି ରେ ମୂର୍ଖମାନଙ୍କ ପ୍ରତି ସହନଶୀଳ ହୁଅ।

2 Corinthians 12:6
ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଚାହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ଯକଥା କ ହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମାେ ବିଷୟ ରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା ଠାରୁ ଅଧିକ ବୋଲି ମାେତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।

2 Corinthians 12:11
ମୁଁ ମୂର୍ଖଙ୍କ ଭଳି କହିଚାଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭମାନେେ ମାେତେ ବାଧ୍ଯ କରିଥିଲ। ତୁମ୍ଭମାନେେ ହେଉଛ ସହେିଲୋକ, ଯେଉଁମାନେ ମାେ ସପକ୍ଷ ରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସହେି ମହାନ୍ ପ୍ ରରେିତ ମାନେ ମାେ ଠାରୁ ଅଧିକ ମଧ୍ଯ ନୁହଁନ୍ତି।

Ephesians 5:17
ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ବର ତୁମ୍ଭଠାରୁ କ'ଣ ଚାହାଁନ୍ତି, ଏହା ଜାଣିବାକୁ ଚେଷ୍ଟା କର।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்