Base Word
בְּכִי
Short Definitiona weeping; by analogy, a dripping
Long Definitiona weeping, weeping
Derivationfrom H1058
International Phonetic Alphabetbɛ̆ˈkɪi̯
IPA modbɛ̆ˈχiː
Syllablebĕkî
Dictionbeh-KEE
Diction Modbeh-HEE
Usageoverflowing, × sore, (continual) weeping, wept
Part of speechn-m

Genesis 45:2
ଯୋଷଫେ କ୍ରନ୍ଦନ କରିବା ସମସ୍ତ ମିଶରୀଯମାନେ ଶୁଣିଲେ। ଯେଉଁମାନେ ଫାରୋଙ୍କ ଗୃହ ରେ ଥିଲେ।

Deuteronomy 34:8
ଇଶ୍ରାୟେଲ ଲୋକମାନେ ମାଶାଙ୍କେ ପାଇଁ ତିରିଶ ଦିନ ଧରି କାନ୍ଦିଲେ। ସମାନେେ ତାଙ୍କର ସମସ୍ତ ଦକ୍ସ୍ଟଃଖଦ ଦିନସବୁ ମାଯାେବର ସମତଳ ଭୂମିରେ କଟାଇଲେ।

Judges 21:2
ଇଶ୍ରାୟେଲର ଲୋକମାନେ ବୈଥଲହମେକକ୍ସ୍ଟ ଗଲେ ଏବଂ ସଠାେରେ ସମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସନ୍ଧ୍ଯା ପର୍ୟ୍ଯନ୍ତ ବସି ରହିଲେ। ସମାନେେ ସଠାେରେ ସଦାପ୍ରଭୁଙ୍କ ଆଗ ରେ କରୁଣ ଭାବରେ ଜାରେ ରେ ରୋଦନ କଲେ।

2 Samuel 13:36
ଏହା କହି ସାରିବାପରେ ରାଜକକ୍ସ୍ଟମାରଗଣ ଆସି ସଠାେରେ ପହଁଞ୍ଚି ଗଲେ ଏବଂ ସମାନେେ କ୍ରନ୍ଦନ କରୁଥିଲେ। ଦାଉଦ ଏବଂ ତାଙ୍କର ଦାସୀମାନେ ମଧ୍ଯ କାନ୍ଦିବାକକ୍ସ୍ଟ ଲାଗିଲେ ଓ ଚିତ୍କାର କରି କାନ୍ଦିଲେ।

2 Kings 20:3
ହେ ସଦାପ୍ରଭୁ ମୁଁ ବିନଯ କରି କହୁଛି, ମୁଁ ସତ୍ଯତା ଓ ସର୍ବାନ୍ତଃକରଣ ରେ ତୁମ୍ଭ ସବୋ କରି ଆସିଛି ଓ ତୁମ୍ଭ ଦୃଷ୍ଟି ରେ ଉତ୍ତମ କର୍ମମାନ କରିଅଛି। ଏହା ଏବେ ସ୍ମରଣ କର। ତା'ପରେ ହିଜକିଯ ଅତିଶଯ ରୋଦନ କଲେ।

Ezra 3:13
ତହିଁରେ ଲୋକମାନେ ଆନନ୍ଦଧ୍ବନିର ଓ ଜନତାର କ୍ରନ୍ଦନ ଶଦ୍ଦର ବାରଣ କରିପାରିଲେ ନାହିଁ। ତେଣୁ ଲୋକମାନେ ଉଚ୍ଚ ସ୍ବର ରେ ମହାଧ୍ବନି କଲେ। ଆଉ ତହିଁର ଶଦ୍ଦ ବହୁ ଦୂରକୁ ଶୁଣାଗଲା।

Esther 4:3
ପ୍ରେତ୍ୟକକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିଯମ ପତ୍ର ଗଲା, ସହେିସବୁ ସ୍ଥାନର ୟିହୁଦୀଯମାନଙ୍କ ମଧିଅରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନକେେ ଅଖା ଓ ଭସ୍ମ ରେ ଶଯନ କଲେ।

Job 16:16
କାନ୍ଦି କାନ୍ଦି ମାରେ ମୁହଁ ଲାଲ ପଡ଼ିଗଲାଣି। ମାରେ ଆଖିର ଚତୁର୍ଦ୍ଦିଗ ରେ କଳା କଳା ଦାଗ ଦିଶିଲାଣି।

Job 28:11
ଶ୍ରମିକମାନେ ବନ୍ଧ ତିଆରି କରନ୍ତି ପାଣିର ଗତି ବନ୍ଦ କରିବା ପାଇଁ। ସମାନେେ ଲୁଚିବା ବସ୍ତୁକୁ ଆଲୁଅକୁ ଆଣନ୍ତି।

Psalm 6:8
ହେ ଅଧର୍ମୀ ଲୋକସବୁ, ମାେ ନିକଟରୁ ଦୂର ହାଇୟୋଅ। କାରଣ ସଦାପ୍ରଭୁ ମାରେ କ୍ରନ୍ଦନ ଶୁଣିଛନ୍ତି।

Occurences : 30

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்