Base Word
גְּבוּלָה
Short Definitiona boundary, region
Long Definitionborder, boundary
Derivationor גְּבֻלָה; (shortened) feminine of H1366
International Phonetic Alphabetɡɛ̆.buːˈlɔː
IPA modɡɛ̆.vuˈlɑː
Syllablegĕbûlâ
Dictionɡeh-boo-LAW
Diction Modɡeh-voo-LA
Usageborder, bound, coast, landmark, place
Part of speechn-f

Numbers 32:33
ତେଣୁ ମାଶାେ ଗାଦ ଗୋଷ୍ଠୀଗଣକୁ, ରୁବନେ ଗୋଷ୍ଠୀଗଣକୁ ଓ ଯୋଷଫେର ପୁତ୍ର ମନଃଶି ବଂଶର ଅର୍ଦ୍ଧକେକୁ ଇ ମାରେୀଯମାନଙ୍କ ରାଜା ସୀହାନରେ ରାଜ୍ଯ, ବାଶନର ରାଜା ଓଗର ରାଜ୍ଯ ଅର୍ଥାତ୍ ନିଜ ନିଜ ସୀମା ସହ ନାନା ନଗର ବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।

Numbers 34:2
ଇଶ୍ରାୟେଲର ଲୋକମାନଙ୍କୁ କୁହ: ଯେତବେେଳେ ତୁମ୍ଭମାନେେ କିଣାନ ଦେଶ ରେ ପ୍ରବେଶ କରିବ, ତାହା ତୁମ୍ଭମାନଙ୍କର ଦେଶ ହବେ। ଏଗୁଡିକ ସହେି ଦେଶର ସୀମା ହବେ।

Numbers 34:12
ପୁଣି ସେ ସୀମା ୟର୍ଦ୍ଦନ ଦଇେ ୟିବ ଓ ମୃତ ସମୁଦ୍ର ନିକଟରେ ଶଷେ ହବେ। ଏହା ତୁମ୍ଭମାନଙ୍କର ଦେଶ ଏବଂ ଏହାର ସୀମା ହବେ।

Deuteronomy 32:8
ସର୍ବୋପରିସ୍ଥ ପରମେଶ୍ବର ଯେତବେେଳେ ଗୋଷ୍ଠୀଯ ଲୋକମାନଙ୍କୁ ସମାନଙ୍କେ ଅଧିକାର ଦେଲେ, ଯେତବେେଳେ ସେ ମନକ୍ସ୍ଟଷ୍ଯ ସନ୍ତାନମାନଙ୍କୁ ପୃଥକ କଲେ। ସେତବେେଳେ ସେ ଇଶ୍ରାୟେଲର ସଂଖ୍ଯା ଅନକ୍ସ୍ଟସା ରେ ସେ ସୀମା ସ୍ଥାପନ କଲେ।

Joshua 18:20
ୟର୍ଦ୍ଦନ ଏହାର ପୂର୍ବ ସୀମା ଥିଲା। ବିନ୍ଯାମୀନଙ୍କର ପରିବାରବର୍ଗ ସମାନଙ୍କେର ଗୋଷ୍ଠୀ ଅନକ୍ସ୍ଟସା ରେ ତାହା ଅଧିକାର କଲେ।

Joshua 19:49
ଏହିପରି ଭାବରେ ସମାନଙ୍କେ ମୂଖ୍ଯ ଭୂମିକକ୍ସ୍ଟ ଭାଗ କଲେ ଓ ସଗେକ୍ସ୍ଟଡିକ ସମସ୍ତ ପରିବାରବର୍ଗମାନଙ୍କୁ ବାଣ୍ଟିଲେ। ଏହା ସେ ଶଷେ କରିଲାପରେ, ଇଶ୍ରାୟେଲୀୟ ଲୋକମାନେ ସ୍ଥର କଲେ ନୂନର ପକ୍ସ୍ଟତ୍ର ଯିହାଶୂେୟଙ୍କକ୍ସ୍ଟ କିଛି ଭୂମି ଦବୋକକ୍ସ୍ଟ। ଏହାସବୁ ଭୂମି ତାଙ୍କୁ ଦିଆୟିବା ପାଇଁ ପ୍ରତିଜ୍ଞା କରାୟାଇଥିଲା।

Job 24:2
କହେି କହେି ବ୍ଯକ୍ତି ନିଜର ଜମିର ସୀମାକୁ ଘୁଞ୍ଚାଇ ପଡ଼ୋଶୀର ଜମି ମାରି ଦବୋକୁ ଚେଷ୍ଟା କରନ୍ତି। କହେି ଅନ୍ୟର ମଷେପଲ ହରଣ କରି ଅନ୍ୟ ଚରାଭୂମିକୁ ନଇେ ୟାଆନ୍ତି।

Psalm 74:17
ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ। ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।

Isaiah 10:13
ଅଶୂରର ରାଜା କ ହେ, ମୁଁ ଅତି ଜ୍ଞାନୀ, ମାରେ ଜ୍ଞାନ ଓ ଶକ୍ତି ବଳ ରେ ମୁଁ ବହୁ ମହାନ୍ କାର୍ୟ୍ଯ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ଯ ତା'ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।

Isaiah 28:25
କୃଷକ ଜମିକୁ ପ୍ରସ୍ତୁତ କରି ସମାନ କଲାପ ରେ ବିଭିନ୍ନ ପ୍ରକାର ବୀଜ ବିଭିନ୍ନ ଭାବରେ ବପନ କରେ। କଳାଜିରା ବିଞ୍ଚି ଦିଏ ଓ ଜିରା ବୁଣି ଦିଏ। ଧାଡ଼ି ଧାଡ଼ିକରି ଗହମ ଓ ନିରୂପିତ ସ୍ଥାନ ରେ ୟବ ଏବଂ କ୍ଷେତ୍ରର ସୀମା ରେ ଜହ୍ନୀ ବୁଣିଥାଏ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்