Base Word
הוֹן
Short Definitionwealth; by implication, enough
Long Definition(n m) wealth, riches, substance
Derivationfrom the same as H1951 in the sense of H0202
International Phonetic Alphabethon̪
IPA modho̞wn
Syllablehôn
Dictionhone
Diction Modhone
Usageenough, for nought, riches, substance, wealth
Part of speechn-m

Psalm 44:12
ହେ ପରମେଶ୍ବର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ଯରେ ବିକ୍ରୀ କରି ଦେଉଛି ଓ ସମାନଙ୍କେର ଉଚିତ୍ ଦାମ ପାଇଁ ମଧ୍ଯ ଆଲୋଚନା କରି ନାହିଁ।

Psalm 112:3
ସହେି ଲୋକର ପରିବାର ଧନଶାଳୀ ହବେେ ଏବଂ ତା'ର ଧର୍ମ ଚିରକାଳସ୍ଥାଯୀ ହବେ।

Psalm 119:14
ତୁମ୍ଭର ବାକ୍ଯରେ ରହି ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।

Proverbs 1:13
ଆମ୍ଭମାନେେ ତହିଁରୁ ସବୁପ୍ରକାର ବହୁମୂଲ୍ଯ ଧନ ପାଇବା। ଲୁଟିତ ଦ୍ରବ୍ଯ ରେ ଆମ୍ଭମାନଙ୍କର ଗୃହକୁ ପରିପୂର୍ଣ୍ଣ କରିବା।

Proverbs 3:9
ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।

Proverbs 6:31
ମାତ୍ର ଯଦି ଧରାପଡ଼େ, ତବେେ ତାକୁ ସାତଗୁଣ ଫରୋଇବାକୁ ପଡ଼େ। ଆପଣା ଗୃହର ସର୍ବସ୍ବ ତାକୁ ଦବୋକୁ ହବେ।

Proverbs 8:18
ମାେ ସହିତ ଧନସମ୍ପଦ ଓ ସମ୍ମାନ ଅଛି। ମୁଁ ସତ୍ଯର ସମ୍ପତ୍ତି ଓ ଧାର୍ମିକତା ଦେଉଛି।

Proverbs 10:15
ଧନୀ ଲୋକର ଧନ ତା'ର ଦୃଢ଼ ନଗର ସଦୃଶ। କିନ୍ତୁ ଦରିଦ୍ର ଲୋକମାନଙ୍କର ଦରିଦ୍ରତା ସମାନଙ୍କେର ବିନାଶ ଆଣେ।

Proverbs 11:4
ପ୍ରଭୁଙ୍କ କୋରଧର ଦିନ ରେ ଧନ ନିଷ୍ଫଳ ଅଟେ, ମାତ୍ର ଧାର୍ମିକତା ମୃତ୍ଯୁରୁ ରକ୍ଷା ପାଇବ।

Proverbs 12:27
ଅଳସୁଆ ମୃଗଯା ରେ ଧରିଲା ପଶୁକୁ ପାକ କରେ ନାହିଁ। ମାତ୍ର ମନୁଷ୍ଯମାନଙ୍କର ବହୁମୂଲ୍ଯ ସମ୍ପତ୍ତି ପରିଶ୍ରମର ପକ୍ଷ ରେ ରହେ।

Occurences : 26

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்