Base Word
זִמָּה
Short Definitiona plan, especially a bad one
Long Definitionplan, device, wickedness, evil plan, mischievous purpose
Derivationor זַמָּה; from H2161
International Phonetic Alphabetd͡zɪmˈmɔː
IPA modziˈmɑː
Syllablezimmâ
Dictiondzim-MAW
Diction Modzee-MA
Usageheinous crime, lewd(-ly, -ness), mischief, purpose, thought, wicked (device, mind, -ness)
Part of speechn-f

Leviticus 18:17
ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ଯା ସହିତ ୟୌନ ସଂପର୍କ ରଖିବ ନାହିଁ। ତୁମ୍ଭେ ତାହାର ପୌତ୍ରୀ କିମ୍ବା ଦୌହିତ୍ରୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସମାନେେ ତା'ର ନିକଟ ସଂପର୍କୀଯ। ଏପ୍ରକାର ୟୋନ ସଂପର୍କ ଭୟଙ୍କର ଭାବରେ ନୀତି ବିରୁଦ୍ଧ।

Leviticus 19:29
ତୁମ୍ଭେ ନିଜର କନ୍ଯାକୁ ବେଶ୍ଯା କରି ଅପବିତ୍ର କରିବ ନାହିଁ। ତାହାହେଲେ ଦେଶ ବେଶ୍ଯାପୃତ୍ତି ରେ ପତିତ ହବେ ଓ ଦେଶ ପାପରେ ପରିପୂର୍ଣ୍ଣ ହବେ।

Leviticus 20:14
ଯଦି କହେି କୌଣସି ସ୍ତ୍ରୀ ସହିତ ଓ ତା'ର ମାତା ସହିତ ୟୌନକ୍ରିଯା କରେ, ତବେେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନି ରେ ଦଗ୍ଧ କରାୟିବ। ଏପରି ଜଘନ୍ଯ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧିଅରେ ନହୁଏ।

Leviticus 20:14
ଯଦି କହେି କୌଣସି ସ୍ତ୍ରୀ ସହିତ ଓ ତା'ର ମାତା ସହିତ ୟୌନକ୍ରିଯା କରେ, ତବେେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନି ରେ ଦଗ୍ଧ କରାୟିବ। ଏପରି ଜଘନ୍ଯ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧିଅରେ ନହୁଏ।

Judges 20:6
ତେଣୁ ମୁ ମାରେ ଉପପତ୍ନୀଙ୍କକ୍ସ୍ଟ ଗୃହକକ୍ସ୍ଟ ନଇେ ଆସିଲି ଏବଂ ତାକକ୍ସ୍ଟ କାଟି ଖଣ୍ତ ଖଣ୍ତ କରିଦଲେି। ତା'ପରେ ମୁ ତା'ର ଶରୀରର ଟକ୍ସ୍ଟକକ୍ସ୍ଟଡାଗକ୍ସ୍ଟଡିକ ସାରା ଇଶ୍ରାୟେଲ ମଧ୍ଯକକ୍ସ୍ଟ ପଠାଇଦଲେି, କାରଣ ବିନ୍ଯାମୀନର ଏହିସବୁ ଲୋକମାନେ ଇଶ୍ରାୟେଲ ରେ ଏହିପରି ଜଘନ୍ଯ ଅପମାନଜନକ କାର୍ୟ୍ଯ କରିଥିଲେ।

Job 17:11
ମାରେ ଜୀବନ ସରିସରି ଆସୁଛି। ମାରେ ସମସ୍ତ ଯୋଜନା ପଣ୍ଡ ହାଇଗେଲା। ମାରେ ସବୁ ଆଶା ଧୂଳିସାତ ହେଲା।

Job 31:11
କାହିଁକି ? କାରଣ ୟୌନାଚାର ପାପ ନିନ୍ଦନୀଯ। ଏହି ପାପୀ ନିଶ୍ଚିତ ଦଣ୍ଡ ପାଇବା ଉଚିତ୍।

Psalm 26:10
ସହେି ଲୋକମାନେ ହୁଏତ ଅନ୍ୟକୁ ଠକି ଥାଇ ପାରନ୍ତି। ସମାନେେ ଲାଞ୍ଚ ନଇେ ଖରାପ କାର୍ୟ୍ଯ କରିଥାଇ ପାରନ୍ତି।

Psalm 119:150
ମନ୍ଦ ଯୋଜନା ସହିତ ଲୋକମାନେ ମାେତେ ଆକ୍ରମଣ କରିବା ପାଇଁ ମାେ ପାଖକୁ ଆସନ୍ତି। ସମାନେେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।

Proverbs 10:23
କୁକର୍ମ କରିବା ନିର୍ବୋଧର ଆନନ୍ଦ, ସହେିପରି ଜ୍ଞାନ ବୁଦ୍ଧିମାନ୍ ପୁରୁଷର।

Occurences : 29

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்