Base Word
זָרָה
Short Definitionto toss about; by implication, to diffuse, winnow
Long Definitionto scatter, fan, cast away, winnow, disperse, compass, spread, be scattered, be dispersed
Derivationa primitive root (compare H2114)
International Phonetic Alphabetd͡zɔːˈrɔː
IPA modzɑːˈʁɑː
Syllablezārâ
Dictiondzaw-RAW
Diction Modza-RA
Usagecast away, compass, disperse, fan, scatter (away), spread, strew, winnow
Part of speechv

Exodus 32:20
ଏହାପରେ ମାଶାେ ସମାନେେ ତିଆରି କରିଥିବା ବାଛୁରୀକୁ ନଇଗେଲେ ଏବଂ ସେ ଏହାକୁ ନିଆଁ ରେ ତରଳାଇ ଦେଲେ। ଏହାପରେ ସେ ପଷେି ଦେଲେ ଏବଂ ତାକୁ ପାଣି ରେ ମିଶାଇ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ସହେି ପାଣି ପାଆଇଲେ।

Leviticus 26:33
ଆଉ ଆମ୍ଭେ ନାନାଦେଶୀଯ ଲୋକମାନଙ୍କ ମଧିଅରେ ତୁମ୍ଭମାନଙ୍କୁ ଚ୍ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଖଡ୍ଗ ଉତ୍ତୋଳନ କରିବା। ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ଯସ୍ଥାନ ହବେ ଓ ତୁମ୍ଭମାନଙ୍କ ନଗର ସକଳ ମରୁଭୂମି ହବେ।

Numbers 16:37
ଯାଜକ ହାରୋଣର ପୁତ୍ର ଇଲୀଯାସରକୁ କୁହ, ସେ ଅଗ୍ନି ମଧ୍ଯରୁ ସହେି ସମସ୍ତ ବିଶଷେ ଅଙ୍ଗାରଧାନୀ ବାହାର କରିଦେଉ। ସେ ପାଉଁଶକୁ ସଠାେରେ ବିଞ୍ଚିଦେଉ। ସମାନେେ ମାେ ବିରୁଦ୍ଧ ରେ ପାପ କରିଥିଲେ, ତେଣୁ ସମାନଙ୍କେର ଜୀବନ ଗଲା। ମାତ୍ର ସହେି ବିଶଷେ ଅଙ୍ଗାରଧାନୀ ଗୁଡିକ ପବିତ୍ର କାରଣ ସଗେୁଡିକ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟାଇଥିଲା।

Ruth 3:2
ହାଇପୋ ରେ ବୋୟଜ ହେଉଛନ୍ତି ଉପୟକ୍ସ୍ଟକ୍ତ ପ୍ରସ୍ତାବ। ବୋୟଜ ହେଉଛି ଆମର ଦୂର ସଐର୍କୀଯ। ତୁମ୍ଭେ ତାଙ୍କ ଦାସୀମାନଙ୍କ ସହିତ କାମ କରିଛ। ସେ ଆଜି ଆପଣ ଖଳା ରେ ରାତ୍ରି ସମୟରେ ଜବ ଝାଡକ୍ସ୍ଟଅଛି।

1 Kings 14:15
ତା'ପରେ ସଦାପ୍ରଭୁ ଇଶ୍ରାୟେଲକୁ ଆଘାତ କରିବେ। ଇଶ୍ରାୟେଲୀୟମାନେ ପାଣିଭିତ ରେ ଥରୁଥିବା ଘାସପରି ଥରିବେ। ପୁଣି ସମାନଙ୍କେ ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁ ଏହି ଯେଉଁ ଉତ୍ତମ ଦେଶ ଦଇେଥିଲେ, ତହିଁରୁ ଇଶ୍ରାୟେଲକୁ ଉତ୍ପାଟନ କରି ଇଉଫ୍ ରଟେିସ ନଦୀ ଆରପାରିକୁ ଛିନ୍ନ ଭିନ୍ନ କରିବେ। ଏହା ଘଟିବାର କାରଣ ହେଉଛି ସମାନେେ ନିଜ ପାଇଁ ଆଶରୋ ସ୍ତମ୍ଭମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରି ଅଛନ୍ତି।

Job 18:15
ତା'ର ବାସଗୃହ ଶୂନ୍ଯ ହାଇଯେିବ। କାହିଁକି ? ତା'ର ଘର ଚାରିପାଖ ରେ ଜଳନ୍ତା ଗନ୍ଧକ ବିଞ୍ଚାୟିବ।

Psalm 44:11
ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ଯ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ। ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଛ।

Psalm 106:27
ପରମେଶ୍ବର ପ୍ରତିଜ୍ଞା କଲେ ୟେ, ଅନ୍ୟ ଦେଶରେ ସହେି ଲୋକମାନଙ୍କର ଭବିଷ୍ଯତ୍ ବଂଶଧରଙ୍କୁ ପରାସ୍ତ କରିବେ। ସହେି ଅନ୍ୟ ଦେଶ ମଧ୍ୟରେ ସେ ସମାନଙ୍କେ ପୂର୍ବପୁରୁଷଗଣଙ୍କୁ ଛିନ୍ନଛତ୍ର କଲେ।

Psalm 139:3
ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ୟାଏ ଏବଂ କେତବେେଳେ ମୁଁ ତଳେ ପଡ଼େ। ମୁଁ ୟାହା କିଛି କରୁଛି ତାହାସବୁ ତୁମ୍ଭେ ଜାଣ।

Proverbs 1:17
ପକ୍ଷୀମାନଙ୍କୁ ଧରିବା ପାଇଁ ଲୋକମାନେ ଜାଲ ବିଛାଇ ଥାନ୍ତି। କିନ୍ତୁ କୌଣସି ପକ୍ଷୀ ଆଗ ରେ ଜାଲ ବିଛାଇବା ବ୍ଯର୍ଥ ଅଟେ।

Occurences : 39

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்