Base Word
חָלָב
Short Definitionmilk (as the richness of kine)
Long Definitionmilk, sour milk, cheese
Derivationfrom the same as H2459
International Phonetic Alphabetħɔːˈlɔːb
IPA modχɑːˈlɑːv
Syllableḥālāb
Dictionhaw-LAWB
Diction Modha-LAHV
Usage+ cheese, milk, sucking
Part of speechn-m

Genesis 18:8
ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟି, ଦୁଗ୍ଧ କିଛି ଛନୋ ଆଣି ସହେି ତିନି ଲୋକଙ୍କ ସମ୍ମୁଖ ରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହାଇେ ଖାଇବାକୁ ନିବଦନେ କଲେ। ସମାନେେ ସହେି ବୃକ୍ଷ ମୂଳେ ତାହା ଭୋଜନ କଲେ।

Genesis 49:12
ତା'ର ଚକ୍ଷୁ ଅଙ୍ଗୁର ରସଠାରୁ ଅଧିକ ଲାଲ ଏବଂ ତା'ର ଦାନ୍ତ ଦୁଧଠାରୁ ଅଧିକ ଧବଳ ହବେ।

Exodus 3:8
ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।

Exodus 3:17
ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀଯମାନଙ୍କ ହିତ୍ତୀଯମାନଙ୍କ, ପିରିଷୀଯମାନଙ୍କ, ହିଦ୍ଦୀଯମାନଙ୍କ ଓ ୟିବୁଷୀଯମାନଙ୍କର ଦୁଗ୍ଧମଧୁ ପ୍ରବାହୀ ଦେଶକୁ ନଇୟିବୋ।'

Exodus 13:5
ଆଉ ଯେତବେେଳେ କିଣାନୀଯ, ହିତ୍ତୀଯ, ଇ ମାରେୀଯ, ହିଦ୍ଦୀଯ ଓ ୟିବୂଷୀଯ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦବୋକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ, ସହେି ଦେଶକୁ ସେ ତୁମ୍ଭମାନଙ୍କୁ ଦବେେ।

Exodus 23:19
ଶସ୍ଯ ଅମଳ ସମୟରେ ତୁମ୍ଭେ ଯେତବେେଳେ ଶସ୍ଯ ସାଇତିବ ପ୍ରଥମ ଶସ୍ଯ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଗୃହକୁ ଆଣିବ।

Exodus 33:3
ତେଣୁ ତମ୍ଭମାନେେ ସହେି ଦୁଗ୍ଧ ମଧୁ ପ୍ରବାହୀ ଦେଶକୁ ୟାଅ କିନ୍ତୁ ମୁଁ ତୁମ୍ଭ ସହିତ ୟିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ଯା କରିବି, ଯେ ହତେୁ ତୁମ୍ଭମାନେେ ଜିଦ୍ଖୋର ଲୋକ।

Exodus 34:26
ତୁମ୍ଭମାନଙ୍କର ପ୍ରଥମ ଶସ୍ଯ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ସହେି ସବୁକୁ ପ୍ରଥମେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଗୃହକୁ ଆଣିବେ।

Leviticus 20:24
ମୁଁ ତୁମ୍ଭଙ୍କୁ କହିଲି, ସମାନଙ୍କେର ଭୂମି ତୁମ୍ଭେ ଅକ୍ତିଆର କରିବ, ମୁଁ କହିବି ଏହା ତୁମ୍ଭେ ଅକ୍ତିଆର କର। ଏହା ଗୋଟିଏ ଭୂମି ଯେଉଁଠା ରେ ଦୁଧ ଓ ମଧୁ ବହି ଯାଉଥାଏ।

Numbers 13:27
ପୁଣି ସମାନେେ ବର୍ଣନା କରି ତାହାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭମାନେେ ସଠାେକୁ ୟାଇଥିଲୁ। ଏହା ଏକ ଦୁଗ୍ଧ-ମଧୁର ଦେଶ। ଏହା ହେଉଛି ସହେି ଦେଶର ଫଳ।

Occurences : 44

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்