Base Word
חֲמוֹר
Short Definitiona male ass (from its dun red)
Long Definition(he)ass
Derivationor (shortened) חֲמֹר; from H2560
International Phonetic Alphabetħə̆ˈmor
IPA modχə̆ˈmo̞wʁ
Syllableḥămôr
Dictionhuh-MORE
Diction Modhuh-MORE
Usage(he) ass
Part of speechn-m

Genesis 12:16
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ଦୟା ଦଖାଇେଲେ, ଏବଂ ତାଙ୍କୁ ଗୋରୁ, ଗର୍ଦ୍ଦଭ, ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।

Genesis 22:3
ପ୍ରଭାତ ରେ ଅବ୍ରହାମ ଉଠିଲା ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇସ୍ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତ ରେ ନେଲେ। ଅବ୍ରହାମ ହାମବେଳି ନିମନ୍ତେ କାଠ କାଟି ପରମେଶ୍ବର କହିଥିବା ସ୍ଥାନକୁ ନଇଗେଲେ।

Genesis 22:5
ଏହାପରେ ଅବ୍ରହାମ ତାଙ୍କର ଦାସମାନଙ୍କୁ କହିଲେ, ତୁମ୍ଭମାନେେ ଗଧ ସହ ଏହିଠା ରେ ଅପେକ୍ଷା କର। ମୁଁ ମାରେପୁତ୍ରକୁ ନଇେ ସହେି ସ୍ଥାନକୁ ଉପାସନା ପାଇଁ ଯାଉଛି। କିଛି ସମୟପରେ ଆମ୍ଭେ ତୁମ୍ଭ ନିକଟକୁ ଫରେି ଆସିବୁ।

Genesis 24:35
ସଦାପ୍ରଭୁ ମାରେ ପ୍ରଭୁଙ୍କୁ ସବୁ କ୍ଷେତ୍ର ରେ ଅତିଶଯ ଆଶୀର୍ବାଦ କରିଛନ୍ତି। ତେଣୁ ସେ ବଡ଼ ଲୋକ ହାଇେଛନ୍ତି। ଆଉ ସଦାପ୍ରଭୁ ତାହାଙ୍କୁ ପଲ ପଲ ଗୋରୁ, ମଷେ, ମୁନା, ରୂପା, ଦାସଦାସୀ, ଓଟ ଓ ଗଧ ଦଇେଛନ୍ତି।

Genesis 30:43
ଏହିପରି ଯାକୁବ ଅତିଶଯ ଧନୀ ହେଲା। ଏବଂ ତା'ର ପଶୁ, ଦାସ ଦାସୀ, ଓଟ ଓ ଗର୍ଦ୍ଦଭ ୟଥେଷ୍ଟ ହେଲେ।

Genesis 32:5
ମାରେ ଗାଈଗୁଡ଼ିକ, ଗର୍ଦ୍ଧଭଗୁଡ଼ିକ, ପଶୁଗଣ, ମନୁଷ୍ଯଗଣ, ସବେକ ଓ ସବେୀକାଗଣ ଅଛନ୍ତି। ମୁନିବ ମୁଁ ଅନୁଗ୍ରହ ପାଇବା ନିମନ୍ତେ ଏହି ଦୂତଗଣଙ୍କୁ ପଠାଉଛି। ଦୟାକରି ସମାନଙ୍କେୁ ଗ୍ରହଣ କର।'

Genesis 34:28
ସେଥିପାଇଁ ତା'ର ଭାଇମାନେ ସହେି ସହରରୁ ଓ କ୍ଷେତ୍ରରୁ ସମସ୍ତ ପଶୁପଲ, ମଷେ, ଛଳେି ଏବଂ ଗଧ ନଇଗେଲେ।

Genesis 36:24
ସିବିଯୋନଙ୍କର ଦୁଇଜଣ ପୁତ୍ର ଥିଲେ, ଅଯା ଓ ଅନା। ଅନା ନିଜର ପିତା ସିବିଯୋନଙ୍କର ଗଧ ଚରାଇବା ସମୟରେ ପ୍ରାନ୍ତର ରେ ଉଷ୍ଣ ଜଳର ଝର ଆବିଷ୍କାର କରିଥିଲେ।

Genesis 42:26
ତେଣୁ ତା'ର ଭାଇମାନେ ସହେି ଗଧମାନଙ୍କ ପିଠି ରେ ଶସ୍ଯ ଲଦି ସହେି ସ୍ଥାନ ପରିତ୍ଯାଗ କଲେ।

Genesis 42:27
ସହେି ରାତ୍ରି ରେ ତା'ର ଭାଇମାନେ ଏକ ସ୍ଥାନ ରେ ରାତ୍ରି ୟାପନ କରିବା ପାଇଁ ରହିଲେ। ଭାଇମାନଙ୍କ ମଧ୍ଯରୁ ଜଣେ ଗଧକୁ ଆହାର ଦବୋ ନିମନ୍ତେ ପଟ ଫିଟାନ୍ତେ ସେ ତା'ର ଟଙ୍କା ସବୁ ଦେଖିଲା!

Occurences : 96

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்