Base Word
חֲנִית
Short Definitiona lance (for thrusting, like pitching a tent)
Long Definitionspear
Derivationfrom H2583
International Phonetic Alphabetħə̆ˈn̪ɪi̯t̪
IPA modχə̆ˈniːt
Syllableḥănît
Dictionhuh-NEET
Diction Modhuh-NEET
Usagejavelin, spear
Part of speechn-f

1 Samuel 13:19
କୌଣସି ଇଶ୍ରାୟେଲୀୟ କମାର କାମ କରୁ ନ ଥିଲେ। କାରଣ ପଲେଷ୍ଟୀୟମାନେ ଇଶ୍ରାୟେଲୀୟମାନଙ୍କୁ ଲୌହ କର୍ମ ଶିଖାଇ ନଥିଲେ ସମାନଙ୍କେର ଭୟଥିଲା ଏହାଦ୍ବାରା ଇଶ୍ରାୟେଲୀୟମାନେ ଖଡ୍ଗ ବା ବର୍ଚ୍ଛା ନିର୍ମାଣ କରିପାରିବେ।

1 Samuel 13:22
ଏଣୁ ୟକ୍ସ୍ଟଦ୍ଧ ସମୟରେ କୌଣସି ଇଶ୍ରାୟେଲୀୟଙ୍କ ପାଖ ରେ ଖଡ୍ଗ କିମ୍ବା ବର୍ଚ୍ଛା ନ ଥିଲା, କବଳେ ଶାଉଲ ଏବଂ ତାଙ୍କ ପକ୍ସ୍ଟତ୍ର ଯୋନାଥନଙ୍କ ପାଖ ରେ ଲୌହ ଅସ୍ତ୍ର ଥିଲା।

1 Samuel 17:7
ତା'ର ବର୍ଚ୍ଛାର ଦଣ୍ତ ବକ୍ସ୍ଟଣାକାରର କାଠ ତକ୍ସ୍ଟଲ୍ଯ ଓ ଏହାର ପାତର ଓଜନ ଥିଲା, ଛଅ ଶହ ଶକେଲ ଲୌହ ଢାଳର ସମ୍ମକ୍ସ୍ଟଖ ରେ ଥିଲା। ତା'ର ଆଗେ ଆଗେ ତା'ର ଢାଲବାହକ ଗ୍ଭଲିଥିଲା।

1 Samuel 17:7
ତା'ର ବର୍ଚ୍ଛାର ଦଣ୍ତ ବକ୍ସ୍ଟଣାକାରର କାଠ ତକ୍ସ୍ଟଲ୍ଯ ଓ ଏହାର ପାତର ଓଜନ ଥିଲା, ଛଅ ଶହ ଶକେଲ ଲୌହ ଢାଳର ସମ୍ମକ୍ସ୍ଟଖ ରେ ଥିଲା। ତା'ର ଆଗେ ଆଗେ ତା'ର ଢାଲବାହକ ଗ୍ଭଲିଥିଲା।

1 Samuel 17:45
ଦାଉଦ ଗଲିଯାତକକ୍ସ୍ଟ କହିଲା, ତୁମ୍ଭେ ଖଡ୍ଗ ବର୍ଚ୍ଛା ଓ ଶଲ୍ଯ ଘନେି ମାେ ପାଖକକ୍ସ୍ଟ ଆସିଛ। କିନ୍ତୁ ତୁମ୍ଭେ ଯାହାଙ୍କକ୍ସ୍ଟ ତକ୍ସ୍ଟଚ୍ଛ କରିଅଛ ସଗେି ଇଶ୍ରାୟେଲର ସୈନ୍ଯବାହିନୀର ପରମେଶ୍ବର, ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମ ରେ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ମଁ ଆସକ୍ସ୍ଟଅଛି।

1 Samuel 17:47
ଏଠା ରେ ରକ୍ସ୍ଟଣ୍ତ ହାଇେଥିବା ସବୁ ଲୋକମାନେ ଜାଣିବେ, ଯେ ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛାଦ୍ବାରା ରକ୍ଷା କରନ୍ତି ନାହିଁ, କାରଣ ଏହି ୟକ୍ସ୍ଟଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ରେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।

1 Samuel 18:10
ପରଦିନ ପରମେଶ୍ବରଙ୍କଠାରକ୍ସ୍ଟ ଯେତବେେଳେ ମନ୍ଦ ଆତ୍ମା ଶାଉଲଙ୍କକ୍ସ୍ଟ ଅକ୍ତିଆର କଲେ, ସେ ତାଙ୍କ ଗୃହ ମଧିଅରେ ଅବାନ୍ତର କାର୍ୟ୍ଯ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତ ରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ।

1 Samuel 18:11
ତେଣୁ ଶାଉଲ ବର୍ଚ୍ଛା ଫିଙ୍ଗିଲେ, କାରଣ ସେ ଭାବିଲେ, ମୁ ଦାଉଦକକ୍ସ୍ଟ କାନ୍ଥ ରେ ଫୋଡିବି। ମାତ୍ର ଦାଉଦ ତାଙ୍କ ନିକଟରକ୍ସ୍ଟ ଦକ୍ସ୍ଟଇଥର ଘକ୍ସ୍ଟଞ୍ଚିଗଲେ।

1 Samuel 19:9
କିନ୍ତୁ ଏକ ମନ୍ଦ ଆତ୍ମା ସଦାପ୍ରଭୁଙ୍କଠାରୁ ଶାଉଲଙ୍କ ଉପରକକ୍ସ୍ଟ ଆସିଲା। ଶାଉଲ ତାଙ୍କ ନିଜ ଗୃହ ରେ ବସିଥିଲେ। ଶାଉଲ ହାତ ରେ ବର୍ଚ୍ଛା ଧରିଥିଲେ। ଦାଉଦ ଆପଣା ହସ୍ତ ରେ ବାଦ୍ଯ ବଜାଉ ଥିଲେ।

1 Samuel 19:10
ଶାଉଲ ବର୍ଚ୍ଛା ରେ ଦାଉଦଙ୍କକ୍ସ୍ଟ କାନ୍ଥ ରେ ଫୋଡି ପକାଇବାକକ୍ସ୍ଟ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଘକ୍ସ୍ଟଞ୍ଚି ୟିବାରକ୍ସ୍ଟ ବର୍ଚ୍ଛା କାନ୍ଥ ରେ ଫୋଡି ହାଇଗେଲା। ସହେି ରାତ୍ରି ରେ ଦାଉଦ ପଳାଯନ କଲେ।

Occurences : 47

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்