Base Word
מֵאָה
Short Definitiona hundred; also as a multiplicative and a fraction
Long Definitionhundred
Derivationor מֵאיָה; properly, a primitive numeral
International Phonetic Alphabetmeˈʔɔː
IPA modmeˈʔɑː
Syllablemēʾâ
Dictionmay-AW
Diction Modmay-AH
Usagehundred((-fold), -th), + sixscore
Part of speechn-f

Genesis 5:3
ଆଦମକୁ 130 ବର୍ଷ ପହଞ୍ଚିବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ସେ ଠିକ୍ ଆଦମଙ୍କର ପରି ଦେଖିବାକୁ ଥିଲା। ଆଦମ ତାଙ୍କର ନାମ ଦଇେଥିଲେ ଶେଥ।

Genesis 5:4
ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲେ। ସହେି ସମୟରେ ଆଉ ପୁତ୍ର କନ୍ଯାମାନଙ୍କୁ ଜନ୍ମ କଲେ।

Genesis 5:5
ଏହିପରି ଆଦମ ମାଟେ 930 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।

Genesis 5:6
ଶେଥ 105 ବର୍ଷ ସମୟରେ ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ଈନୋଶ।

Genesis 5:7
ଈନୋଶର ଜନ୍ମ ପରେ ଶେଥ 807 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ଶେଥଙ୍କର ଅନ୍ୟପୁତ୍ର ଓ କନ୍ଯାମାନେ ଜନ୍ମ ହେଲ।

Genesis 5:8
ଏହାପରେ ଶେଥ ମାଟେ ରେ 912 ବର୍ଷ ବଞ୍ଚିବା ପରେ ମୃତ୍ଯୁବରଣ କଲେ।

Genesis 5:10
କଯିନାନ୍ର ଜନ୍ମପରେ ଈନୋଶ 815 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ପୁତ୍ରକନ୍ଯାମାନ ଜନ୍ମ ହେଲ।

Genesis 5:11
ଏହିପରି ଈନୋଶ ମାଟେ 905 ବର୍ଷ ବଞ୍ଚିଲାପରେ ମୃତ୍ଯୁବରଣ କଲେ।

Genesis 5:13
ମହଲଲଲେ ଜନ୍ମ ନବୋପରେ କଯିନାନ 840 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ କଯିନାନଙ୍କର ଅନ୍ୟ ପୁତ୍ର ଓ କନ୍ଯାଗଣ ଜନ୍ମ ହେଲ।

Genesis 5:14
ଏହିପରି ଭାବରେ କଯିନାନ୍ 910 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।

Occurences : 580

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்