Base Word
מִכְשׁוֹל
Short Definitiona stumbling-block, literally or figuratively (obstacle, enticement (specifically an idol), scruple)
Long Definitiona stumbling, means or occasion of stumbling, stumbling block
Derivationor מִכְשֹׁל; masculine from H3782
International Phonetic Alphabetmɪkˈʃol
IPA modmiχˈʃo̞wl
Syllablemikšôl
Dictionmik-SHOLE
Diction Modmeek-SHOLE
Usagecaused to fall, offence, × (no-)thing offered, ruin, stumbling-block
Part of speechn-m

Leviticus 19:14
ତୁମ୍ଭେ ବଧିରକୁ ଅଭିଶାପ ଦବନୋହିଁ ଓ ଅନ୍ଧ ଆଗ ରେ ଝୁଣ୍ଟିବାର ବସ୍ତ୍ର ରଖିବ ନାହିଁ। ମାତ୍ର ତୁମ୍ଭେ ଆପଣା ପରମେଶ୍ବରଙ୍କର ଭୟ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।

1 Samuel 25:31
ତୁମ୍ଭେ ନିରୀହମାନଙ୍କର ରକ୍ତପାତ ଦୋଷ ରେ ଦୋଷୀ ହବେ ନାହିଁ। ଯେତବେେଳେ ସଦାପ୍ରଭୁ ତୁମ୍ଭର ମଙ୍ଗଳ କରୁଛନ୍ତି, ତୁମ୍ଭେ ତୁମ୍ଭର ଏହି ସବେକଙ୍କକ୍ସ୍ଟ ମନରେଖ।

Psalm 119:165
ଯେଉଁ ବ୍ଯକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକଇେ ପାରିବ ନାହିଁ।

Isaiah 8:14
ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ର ରେ ତାଙ୍କୁ ଗ୍ରହଣ କର, ତବେେ ସେ ତୁମ୍ଭର ଏକମାତ୍ର ଆଶ୍ରଯ ସ୍ଥାନ ହବେେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ୟିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ୟନ୍ତା ଓ ଫାଶ।

Isaiah 57:14
ପୁଣି ସେ କହିବେ, ଉଚ୍ଚତର, ଉଚ୍ଚତର, ପଥ ପ୍ରସ୍ତୁତ କର। ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।

Jeremiah 6:21
ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗ ରେ ନାନା ବିଘ୍ନ ରଖିବା। ଯାହା ଫଳ ରେ ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗ ରେ ଝୁଣ୍ଟି ପଡ଼ିବେ ଓ ପ୍ରତିବେଶୀ ଓ ତାଙ୍କର ମିତ୍ର ବିନଷ୍ଟ ହବେେ।

Ezekiel 3:20
ସହେିପରି ଭାବରେ ଯଦି କୌଣସି ଧାର୍ମିକ ଲୋକ, ଧାର୍ମିକ ହବୋ ବନ୍ଦ କରି ପାପ କରେ, ଆଉ ଆମ୍ଭେ ତା' ସମ୍ମୁଖ ରେ ଏକ ଝୁଣ୍ଟିବା ବସ୍ତୁ ରଖୁ, ତବେେ ସେ ମୃତ୍ଯୁବରଣ କରିବ ଏବଂ ତା'ର ପୁଣ୍ଯକର୍ମସବୁ ହିସାବକୁ ନିଆୟିବ ନାହିଁ। ସେ ମୃତ୍ଯୁବରଣ କରିବ କାରଣ ସେ ପାପ କରିଛି। କିନ୍ତୁ ତା'ର ମୃତ୍ଯୁଜନିତ ଅପରାଧ ପାଇଁ ଆମ୍ଭେ ତୁମ୍ଭକୁ ଦାଯୀ କରିବା। କାରଣ ତୁମ୍ଭେ ତାକୁ ସତର୍କ କଲ ନାହିଁ।

Ezekiel 7:19
ସମାନେେ ନିଜ ନିଜର ରୂପାକୁ ଦାଣ୍ଡ ରେ ପକାଇ ଦବେେ ଓ ସମାନଙ୍କେର ସୁନା ଅଶୁଚି ବସ୍ତୁ ତୁଲ୍ଯ ହବେ। ସେ ସବୁ କିନ୍ତୁ ସମାନଙ୍କେୁ ସଦାପ୍ରଭୁ ଯେତବେେଳେ ତାଙ୍କର କୋରଧ ରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସମାନେେ ସମାନଙ୍କେର କ୍ଷୁଧାକୁ ସନ୍ତୁଷ୍ଟ କରିପାରିବେ ନାହିଁ। କିଅବା ସମାନଙ୍କେର ଉଦର ପୂର୍ଣ୍ଣ କରିପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସମାନଙ୍କେର କାରଣ ଥିଲା।

Ezekiel 14:3
ହେ ମନୁଷ୍ଯ ପୁତ୍ର ; ଏହି ଲୋକମାନେ ସମାନଙ୍କେର ହୃଦଯ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ଦଇେଅଛନ୍ତି ଏବଂ ସମାନଙ୍କେ ପାପ ସମାନଙ୍କେ ପଥରେ ବାଧା ରୂପେ ରହିଛି। ତେଣୁ ମୁଁ ସମାନଙ୍କେୁ କାହିଁକି ମାେତେ ଅନୁସନ୍ଧାନ କରିବାକୁ ଅନୁମତି ଦବେି ?

Ezekiel 14:4
ଏଣୁ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ଯେକହେି ଇଶ୍ରାୟେଲୀୟ ୟିଏ ତା'ର ହୃଦଯ ନିଜର ମୂର୍ତ୍ତିକୁ ଦିଏ, ଏବଂ ଯାହାର ପାପ ତା' ପାଇଁ ଏକ ବାଧା ଦିଏ, ଯେତବେେଳେ ଭବିଷ୍ଯଦବକ୍ତା ନିକଟକୁ ଉପଦେଶ ପାଇଁ ୟାଏ, ମୁଁ ସଦାପ୍ରଭୁ ନିଜେ ତାକୁ ଉତ୍ତର ଦବେି। କିନ୍ତୁ ତାକୁ ୟାଇ ପଚାରିବା ପାଇଁ କହିଲି, ତାଙ୍କର କଳୁଷିତ ମୂର୍ତ୍ତିଗୁଡ଼ିକୁ ସାହାୟ୍ଯ ନିମନ୍ତେ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்