Base Word
אֱלִיהוּ
Short DefinitionElihu, the name of one of Job's friends, and of three Israelites
Long Definitionthe younger man who rebuked Job and his three friends
Derivationor (fully) אֱלִיהוּא; from H0410 and H1931; God of him
International Phonetic Alphabetʔɛ̆.lɪi̯ˈhuː
IPA modʔĕ̞.liːˈhu
Syllableʾĕlîhû
Dictioneh-lee-HOO
Diction Moday-lee-HOO
UsageElihu
Part of speechn-pr-m

1 Samuel 1:1
ଇଫ୍ରଯିମର ପର୍ବତମଯ ଦେଶର ରାମାଠା ରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇଲ୍କାନା। ଇଲ୍କାନା ସୂଫ ପରିବାରବର୍ଗର ଥିଲେ। ଇଲ୍କାନା ୟିରୋହମର ପକ୍ସ୍ଟତ୍ର, ଥିଲା ୟିଏ ଇଲୀହର ପକ୍ସ୍ଟତ୍ର ଥିଲା, ୟିଏ ତୋହର ପକ୍ସ୍ଟତ୍ର ଥିଲା, ୟିଏ ସୂଫର ପକ୍ସ୍ଟତ୍ର ଥିଲା ଓ ଏମାନେ ଇଫ୍ରଯିମ ପରିବାରବର୍ଗର ଥିଲେ।

1 Chronicles 12:20
ଦାଉଦ ସିକ୍ଲଗ ସହରକୁ ୟିବା ବେଳେ ମନଃଶିର ଏହି ଲୋକମାନେ ତାଙ୍କ ସହିତ ୟୋଗ ଦଇେଥିଲେ ; ଅଦ୍ନହ, ୟୋଷାବଦ୍, ୟିଦୀଯଲେ, ମୀଖାଯଲେ, ୟୋଷାବଦ୍, ଇଲିହୂ, ଓ ସିଲ୍ଲଥଯ। ଯେଉଁମାନେ ମନଃଶିର 1,000 ଜଣ ସୈନ୍ଯଙ୍କର ମୁଖ୍ଯ ଥିଲେ।

1 Chronicles 26:7
ଶମଯିଯଙ୍କର ପୁତ୍ରମାନେ ଥିଲେ ଅତନି, ରଫାଯଲେ, ଓବେଦ୍, ଇଲୀଶାବଦ୍, ଇଲୀହୂ ଓ ସମଖିଯ। ଇଲୀଶାବଦ୍ଙ୍କର ଆତ୍ମୀଯମାନେ ଦକ୍ଷ କାରିଗର ଥିଲେ।

1 Chronicles 27:18
ଯିହୁଦା : ଇଲୀହୂ (ଇଲୀହୂ, ଦାଉଦଙ୍କର ଭ୍ରାତାମାନଙ୍କ ମଧ୍ଯରୁ ଜଣେ ଥିଲେ।)

Job 32:2
କିନ୍ତୁ ସଠାେରେ ଜଣେ ୟୁବକ ଇଲୀହୁ ଉପସ୍ଥିତ ଥିଲା। ସେ ବାରେଖଲର ପୁଅ ଥିଲା। ବାରେଖଲ ବୂଷୀଯ ନାମକ ଜଣେ ବ୍ଯକ୍ତିର ବଂଶଧର ଥିଲା। ଇଲୀହୂ ରାମ୍ ପରିବାରର ଲୋକ ଥିଲା। ଇଲୀହୂ ଆୟୁବ ଉପରେ ରାଗ କରିଥିଲା। କାହିଁକି ? କାରଣ ଆୟୁବ ନିଜେ ଠିକ୍ ବୋଲି ଘାଷେଣା କରୁଥିଲା। ଆୟୁବ କହୁଥିଲା ସେ ଠିକ୍ ଏବଂ ପରମେଶ୍ବର ଭୁଲ୍।

Job 32:4
ଇଲୀହୁ ସଠାେରେ ସବୁଠାରୁ ସାନ ଥିଲା। ସେ ମଧ୍ଯ ସବୁ କଥା ଶୁଣିସାରିବା ପର୍ୟ୍ଯନ୍ତ ଅପେକ୍ଷା କରିଥିଲା। ତା'ପରେ ସେ ଭାବିଲା ସେ ବର୍ତ୍ତମାନ ଆୟୁବ ସହିତ କଥା କହିପାରିବ।

Job 32:5
କିନ୍ତୁ ତା'ପରେ ଇଲୀହୁ ଦେଖିଲା ଆୟୁବର ତିନୋଟି ସାଙ୍ଗଙ୍କର ଅଧିକ କିଛି କହିବାର ନାହିଁ। ତେଣୁ ସେ ରାଗିଗଲା।

Job 32:6
ତା'ପରେ ଇଲୀହୁ କହିବାକୁ ଆରମ୍ଭ କଲା। ସେ କହିଲା,

Job 34:1
ତା'ପରେ ଇଲୀହୁ ତା'ର କଥାକୁ ଜାରିରଖି କହିଲା,

Job 35:1
ଇଲୀହୁ କଥା କହି ଚାଲିଲା : ସେ କହିଲା,

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்