Base Word
נֶגֶד
Short Definitiona front, i.e., part opposite; specifically a counterpart, or mate; usually (adverbial, especially with preposition) over against or before
Long Definition(subst) what is conspicuous, what is in front of
Derivationfrom H5046
International Phonetic Alphabetn̪ɛˈɡɛd̪
IPA modnɛˈɡɛd
Syllableneged
Dictionneh-ɡED
Diction Modneh-ɡED
Usageabout, (over) against, × aloof, × far (off), × from, over, presence, × other side, sight, × to view
Part of speechprep

Genesis 2:18
ଏହାପରେ ସଦାପ୍ରଭୁ ପରମେଶ୍ବର କହିଲେ, ମୁଁ ଦେଖି ପାରୁଛି ଯେ ମନୁଷ୍ଯ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପୟୁକ୍ତ ସହକାରିଣୀ ନିର୍ମାଣ କରିବି।

Genesis 2:20
ମନୁଷ୍ଯ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶ ରେ ଉଡୁଥିବା ପକ୍ଷୀ ଏବଂ ପ୍ରେତ୍ୟକକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା' ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନଥିଲେ।

Genesis 21:16
ହାଗାର ସଠାରୁେ କିଛି ଦୂରକୁ ଗଲା, େସତେ ଦୂର ଯେତେ ଦୂର ଗୋଟିଏ ଧନୁରୁ ଶର ମାରିଲେ ୟାଏ। ସଠାେରେ ସେ ୟାଇ ବସି ପଡ଼ିଲା। ହାଗାର ତା'ର ପିଲାଟି ମୃତ୍ଯୁବରଣ କରୁଥିବାର ଦେଖିବାକୁ ଚାହିଁଲା ନାହିଁ। ତେଣୁ ସେ ସଠାେରେ କ୍ରନ୍ଦନ କଲା।

Genesis 21:16
ହାଗାର ସଠାରୁେ କିଛି ଦୂରକୁ ଗଲା, େସତେ ଦୂର ଯେତେ ଦୂର ଗୋଟିଏ ଧନୁରୁ ଶର ମାରିଲେ ୟାଏ। ସଠାେରେ ସେ ୟାଇ ବସି ପଡ଼ିଲା। ହାଗାର ତା'ର ପିଲାଟି ମୃତ୍ଯୁବରଣ କରୁଥିବାର ଦେଖିବାକୁ ଚାହିଁଲା ନାହିଁ। ତେଣୁ ସେ ସଠାେରେ କ୍ରନ୍ଦନ କଲା।

Genesis 31:32
କିନ୍ତୁ ମୁଁ ତୁମ୍ଭର ଦବେତାଗଣଙ୍କୁ ଚୋରାଇ ଆଣି ନାହିଁ। ମାତ୍ର ତୁମ୍ଭେ ଯାହା ନିକଟରୁ ତାହା ପାଇବ ତାକୁ ହତ୍ଯା କରାୟିବ। ତୁମ୍ଭର ଲୋକମାନେ ମାରେ ସାକ୍ଷୀ ରହିଲେ। ତୁମ୍ଭର ଏଠା ରେ ଯାହାସବୁ ଅଛି ତୁମ୍ଭେ ତୁମ୍ଭର ଲୋବତାଗଣଙ୍କୁ ଖାଜେି ପାରିବ। ତୁମ୍ଭର ଯାହା ଅଛି ତୁମ୍ଭେ ନଇେ ପାରିବ। ରାହେଲ ତାହା ଚୋରି କରିଛନ୍ତି ବୋଲି, ଯାକୁବ ଜାଣି ନଥିଲେ।

Genesis 31:37
ମାରେ ସମସ୍ତ ଦ୍ରବ୍ଯ ତୁମ୍ଭେ ଖାଜେିଲ କିନ୍ତୁ ତୁମ୍ଭର ଦବେତାଗଣଙ୍କୁ ପାଇଲ ନାହିଁ। ଯଦି ତୁମ୍ଭେ ତାହା ପାଇଛ ତବେେ ତୁମ୍ଭେ ତାହା ଦଖାେଅ, ଆମ୍ଭର ସମସ୍ତ ଲୋକ ତାହା ଦେଖିବେ। କେଉଁଟି ଠିକ୍ ତାହା ଲୋକମାନଙ୍କୁ ନିଷ୍ପତ୍ତି କରିବାକୁ ଦିଅ।

Genesis 33:12
ଏହାପଲର ଏଲଷୗ କହିଲଲ, ତୁମ୍ଲଭ ତୁମ୍ଭର ୟାତ୍ରା ଚାଲୁ ରଖ। ମୁଁ ମଧ୍ଯ ତୁମ୍ଭ ସହିତ ୟିବି।

Genesis 47:15
ଏହାପରେ ମିଶର ଦେଶ ରେ ଓ କିଣାନ ଦେଶ ରେ ରୂପାର ଅଭାବ ହୁଅନ୍ତେ ମିଶ୍ରୀଯ ଲୋକ ସମସ୍ତେ ଯୋଷଫଙ୍କେ ନିକଟକୁ ଆସିଲେ ଏବଂ କହିଲେ, ଆମ୍ଭମାନଙ୍କୁ ଖାଦ୍ୟ ସାମଗ୍ରି ଦିଅନ୍ତୁ। ଆମ୍ଭେ କାହିଁକି ତୁମ୍ଭ ସମ୍ମୁଖ ରେ ମରିବୁ। କାରଣ ଆମ୍ଭର ଆଉ ଅଧିକ ରୂପା ନାହିଁ।

Exodus 10:10
ଫାରୋ ସମାନଙ୍କେୁ କହିଲେ, ସଦାପ୍ରଭୁ ତୁମ୍ଭ ସହିତ ରହିବା ଉଚିତ୍, ଯଦି ମୁଁ ତୁମ୍ଭର ପିଲାମାନଙ୍କୁ ତୁମ୍ଭ ସହିତ ୟିବାକୁ ଦିଏ! ଦେଖ, ତୁମ୍ଭମାନେେ ତୁମ୍ଭ ନିଜ ପାଇଁ ଅସୁବିଧା କରୁଛ।

Exodus 19:2
ସମାନେେ ରଫୀଦୀମଠାରୁ ୟାଇ ସୀନଯ ମରୁଭୂମିରେ ପହଁଞ୍ଚିଲେ ଓ ସମାନେେ ପର୍ବତ ନିକଟସ୍ଥ ମରୁଭୂମିରେ ଛାଉଣୀ ସ୍ଥାପନ କଲେ।

Occurences : 150

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்