Base Word
נָצַר
Short Definitionto guard, in a good sense (to protect, maintain, obey, etc.) or a bad one (to conceal, etc.)
Long Definitionto guard, watch, watch over, keep
Derivationa primitive root
International Phonetic Alphabetn̪ɔːˈt͡sˤɑr
IPA modnɑːˈt͡sɑʁ
Syllablenāṣar
Dictionnaw-TSAHR
Diction Modna-TSAHR
Usagebesieged, hidden thing, keep(-er, -ing), monument, observe, preserve(-r), subtil, watcher(-man)
Part of speechv

Exodus 34:7
ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦଖାଇେଛନ୍ତି। ସଦାପ୍ରଭୁ ସମାନଙ୍କେର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦଇେଛନ୍ତି।

Deuteronomy 32:10
ସଦାପ୍ରଭୁ ୟାକକ୍ସ୍ଟବଙ୍କକ୍ସ୍ଟ ପ୍ରାନ୍ତର ଦେଶ ରେ ଓ ପଶକ୍ସ୍ଟ ବୋବାଳି ପୂର୍ଣ ଘାରେ ମରକ୍ସ୍ଟଭୂମିରକ୍ସ୍ଟ ପାଇଲେ, ସେ ତାହାଙ୍କକ୍ସ୍ଟ ଗ୍ଭରିଆଡକ୍ସ୍ଟ ଘରେି ରଖିଲେ। ସେ ତାହାଙ୍କକ୍ସ୍ଟ ସକ୍ସ୍ଟରକ୍ଷା ଦେଲେ, ଠିକ୍ ତାଙ୍କର ମୂଲ୍ଯବାନ୍ ସଐତ୍ତି ପରି।

Deuteronomy 33:9
ସେ ଆପଣା ପିତା ଓ ଆପଣା ମାତା ବିଷଯ ରେ କହିଲେ, ଆମ୍ଭେ ତାହାକକ୍ସ୍ଟ ଦେଖି ନାହକ୍ସ୍ଟଁ, ସେ ଆପଣା ଭାଇମାନଙ୍କୁ ମଧ୍ଯ ଚିହ୍ନିଲେ ନାହିଁ କିଅବା ଆପଣା ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। କିନ୍ତୁ ସମାନେେ ତୁମ୍ଭର ବାକ୍ଯ ମାନି ଅଛନ୍ତି। ତୁମ୍ଭର ନିଯମ ରକ୍ଷା କରିଛନ୍ତି।

2 Kings 17:9
ଆଉମଧ୍ଯ ଇଶ୍ରାୟେଲୀମାନେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବିରୁଦ୍ଧ ରେ ଗୁପ୍ତ ପାପରେ ଲିପ୍ତ ହେଲେ।

2 Kings 18:8
ସେ ଘସା ଓ ତହିଁର ସୀମା ପର୍ୟ୍ଯନ୍ତ ପ୍ରହରୀମାନଙ୍କ ଦୁର୍ଗ ଅବଧି ପ୍ରାଚୀରବେଷ୍ଟିତ ବଡ ଓ େଛାଟ ନଗରଗୁଡିକ ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।

Job 7:20
ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ୟିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମାେତେ ଆପଣା ଲକ୍ଷ୍ଯ ସ୍ବରୂପ ରଖିଛ? ମୁଁ କ'ଣ ତୁମ୍ଭ ପାଇଁ କୌଣସି ସମସ୍ଯା ହାଇେଛି?

Job 27:18
ଜଣେ ଦୁଷ୍ଟ ଲୋକର ଗୃହ ତିଆରି କଲେ ବି ଏହା ବେଶୀଦିନ ତିଷ୍ଠିବ ନାହିଁ। ଏହା ବୁଢ଼ିଆଣୀ ଜାଲଭଳି ହବେ କିମ୍ବା ପ୍ରହରୀର ତମ୍ବୁଭଳି ହବେ।

Psalm 12:7
ହେ ସଦାପ୍ରଭୁ, ସହେି ଅସହାୟ ଲୋକମାନଙ୍କର ଯତ୍ନ ନିଅ। ସମାନଙ୍କେୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।

Psalm 25:10
ସଦାପ୍ରଭୁ ସହେିମାନଙ୍କ ପ୍ରତି ସ୍ନହପେୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି, ଯେଉଁମାନେ ତାଙ୍କର ନିଯମ ଓ ପ୍ରତିଜ୍ଞା ମାନି ଚଳନ୍ତି।

Psalm 25:21
ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ୍। ମୁଁ ତୁମ୍ଭକୁ ବିଶ୍ବାସ କରେ, ତଣେୁ ମାେତେ ରକ୍ଷା କର।

Occurences : 61

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்