Base Word
נָתַח
Short Definitionto dismember
Long Definitionto cut, cut up, cut in pieces, divide
Derivationa primitive root
International Phonetic Alphabetn̪ɔːˈt̪ɑħ
IPA modnɑːˈtɑχ
Syllablenātaḥ
Dictionnaw-TA
Diction Modna-TAHK
Usagecut (in pieces), divide, hew in pieces
Part of speechv

Exodus 29:17
ଏହାପରେ ଅଣ୍ଡିରା ମଷେକୁ ଖଣ୍ଡ ଖଣ୍ଡ କରି କାଟ। ତାହାର ଅନ୍ତ ଓ ଗୋଡ ଧେ ୗତ କରି ତାହାସବୁ ସହେି ଖଣ୍ଡ ସକଳ ଓ ତା'ର ମସ୍ତକ ସହିତ ରଖ।

Leviticus 1:6
ପୁଣି ସେ ଯାଜକ ସହେି ବଳିର ଚର୍ମ ଉତାରିବେ ଓ ସେ ମାଂସ କାଟି ଖଣ୍ଡ ଖଣ୍ଡ କରିବେ।

Leviticus 1:12
ତା'ପରେ ସେ ଯାଜକ ତା'ର ମସ୍ତକ ଓ ମଦେ ସହିତ ତାକୁ ଖଣ୍ଡ ଖଣ୍ଡ କରି ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ଓ କାଠ ଉପରେ ତାହା ସଜାଇ ରଖିବ।

Leviticus 8:20
ଆଉ ସେ ମଷେକୁ ଖଣ୍ଡ ଖଣ୍ଡ କରି କାଟିଲେ, ମାଶାେ ତାହାର ମସ୍ତକ, ସମସ୍ତ ମାଂସ ଖଣ୍ଡ ଓ ମଦେ ଦଗ୍ଧ କଲେ। ସେ ତାହାର ଅନ୍ତ ଓ ନଳି ଗୋଡ ଜଳ ରେ ଧୌତ କଲେ। ତା'ପରେ ୟଜ୍ଞବଦେୀ ଉପରେ ମାଶାେ ସମସ୍ତ ମଷେକୁ ଦଗ୍ଧ କଲେ।

Judges 19:29
ଏହାପରେ ସେ ନିଜ ଗୃହ ରେ ପହଁଞ୍ଚି ଗୋଟିଏ ଛକ୍ସ୍ଟରୀ ନଇେ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜା ଅନକ୍ସ୍ଟସା ରେ ବାର ଖଣ୍ତ ରେ ବିଭକ୍ତ କରି ଇଶ୍ରାୟେଲର ସମସ୍ତ ଅଞ୍ଚଳକକ୍ସ୍ଟ ପଠାଇଲା।

Judges 20:6
ତେଣୁ ମୁ ମାରେ ଉପପତ୍ନୀଙ୍କକ୍ସ୍ଟ ଗୃହକକ୍ସ୍ଟ ନଇେ ଆସିଲି ଏବଂ ତାକକ୍ସ୍ଟ କାଟି ଖଣ୍ତ ଖଣ୍ତ କରିଦଲେି। ତା'ପରେ ମୁ ତା'ର ଶରୀରର ଟକ୍ସ୍ଟକକ୍ସ୍ଟଡାଗକ୍ସ୍ଟଡିକ ସାରା ଇଶ୍ରାୟେଲ ମଧ୍ଯକକ୍ସ୍ଟ ପଠାଇଦଲେି, କାରଣ ବିନ୍ଯାମୀନର ଏହିସବୁ ଲୋକମାନେ ଇଶ୍ରାୟେଲ ରେ ଏହିପରି ଜଘନ୍ଯ ଅପମାନଜନକ କାର୍ୟ୍ଯ କରିଥିଲେ।

1 Samuel 11:7
ଶାଉଲ ହଲେ ବଳଦ ଆଣି ସମାନଙ୍କେୁ ଖଣ୍ତ ଖଣ୍ତ କରି କାଟିଲେ। ତା'ପରେ ସେ ଟକ୍ସ୍ଟକକ୍ସ୍ଟରାଗୁଡିକୁ ଦୂତଗଣକକ୍ସ୍ଟ ଦେଲେ। ସେ ଏହା ଇଶ୍ରାୟେଲୀୟଙ୍କୁ ସତର୍କ କରିବା ପାଇଁ ଦେଲେ। ସେ ଏକ ବାର୍ତ୍ତା ପଠାଇଲେ, ଯଦି କହେି ଶାଉଲ ଏବଂ ଶାମୁୟେଲଙ୍କୁ ଅନକ୍ସ୍ଟସରଣ ନକରନ୍ତି, ତବେେ ସମାନଙ୍କେର ଗାଈଗୁଡିକୁ ଏପରି ଖଣ୍ତ ଖଣ୍ତ କରି ଦିଆୟିବ।

1 Kings 18:23
ଦୁଇଟି ବୃଷଭ ଆଣ। ବାଲ ଭବିଷ୍ଯଦ୍ବକ୍ତା ସେଥି ମଧ୍ଯରୁ ଗୋଟିଏ ନେଉ ଏବଂ ତାକୁ ବଧ କରି ତାକୁ ଖଣ୍ତ ଖଣ୍ତ କରି କାଠ ଉପରେ ରଖୁ। ସମାନେେ ସେଥି ରେ ଅଗ୍ନି ସଂୟୋଗ କରିବା ଉଚିତ୍ ନୁହେଁ। ମାେତେ ମଧ୍ଯ ଗୋଟିଏ ବୃଷଭ ଦିଆଯାଉ। ଠିକ୍ ସହେିପରି ଖଣ୍ତ ଖଣ୍ତ ପ୍ରସ୍ତୁତ କରି କାଠ ଉପରେ ରଖିବି। ଏବଂ ମୁଁ ତାକୁ ଅଗ୍ନି ଲଗାଇବି।

1 Kings 18:33
ତା'ପରେ ସେ ୟଜ୍ଞବଦେୀ କାଠ ସଜାଇ ସହେି କାଠ ଉପରେ ବୃଷଭକୁ ଖଣ୍ତ ଖଣ୍ତ କରି କାଟି ଥୋଇଲେ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்