Base Word | |
עֲשָׂיָה | |
Short Definition | Asajah, the name of three or four Israelites |
Long Definition | a prince of the tribe of Simeon in the time of king Hezekiah of Judah |
Derivation | from H6213 and H3050; Jah has made |
International Phonetic Alphabet | ʕə̆.ɬɔːˈjɔː |
IPA mod | ʕə̆.sɑːˈjɑː |
Syllable | ʿăśāyâ |
Diction | uh-saw-YAW |
Diction Mod | uh-sa-YA |
Usage | Asaiah |
Part of speech | n-pr-m |
2 Kings 22:12
ତା'ପରେ ରାଜା ହିଲକିଯ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାଯର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାଯ ନାମକ ରାଜ ଭୃତ୍ଯକୁ ଏହି ଆଜ୍ଞା ଦଇେ କହିଲେ।
2 Kings 22:14
ଏଣୁ ହିଲକିଯ ଯାଜକ, ଅହୀକାମ୍, ଅକ୍ବୋର, ଶାଫନ ଓ ଅସାଯ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତିକ୍ବର ପୁତ୍ର ଶଲ୍ଲୁମର ଭାର୍ୟ୍ଯା ହୁଲଦା ଭବିଷ୍ଯଦ୍ବକ୍ତା ନିକଟକୁ ଗଲେ। ୟିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ୟିରୁଶାଲମର ଦ୍ବିତୀୟ କୋଠରୀ ରେ ବାସ କରୁଥିଲା। ସମାନେେ ତା' ସହିତ କଥାବାର୍ତ୍ତା ହେଲେ।
1 Chronicles 4:36
ଯୋଶିୟବିଯଙ୍କ ପୁତ୍ର ଯହେୂ, ସରାଯଙ୍କ ପୁତ୍ର ଅଦୀଯେଲ୍, ଇଲିଯୋ-ଐନଯ, ୟାକୋବା, ୟିଶୋହାୟ,
1 Chronicles 6:30
ଶିମିଯି ଲିବନିଙ୍କ ପୁତ୍ର ଥିଲେ। ଉଷଃ ଶିମିଯିଙ୍କ ପୁତ୍ର ଥିଲେ। ଶିମିଯି ଉଷଃଙ୍କ ପୁତ୍ର ଥିଲେ। ହଗିଯ ଶିମିଯିଙ୍କ ପୁତ୍ର ଥିଲେ। ଅସାଯ ହଗିଯଙ୍କ ପୁତ୍ର ଥିଲେ।
1 Chronicles 9:5
ୟିରୁଶାଲମ ରେ ବାସ କରୁଥିବା ଶୀଲୋନୀଯ ଲୋକମାନେ ଥିଲେ, ଅସାଯ ଜେଷ୍ଠ ପୁତ୍ର ଥିଲେ ଓ ଅସାଯଙ୍କର ପୁତ୍ରମାନେ ଥିଲେ।
1 Chronicles 15:6
ମରାରି ପରିବାରବର୍ଗରୁ 220 ଜଣ ଲୋକ ଆସିଲେ। ଅସାଯ ସମାନଙ୍କେର ନେତା ଥିଲେ।
1 Chronicles 15:11
2 ଜଣ ଲୋକ ଆସିଲେ। ଅମ୍ମୀନାଦବ ସମାନଙ୍କେର ନେତା ଥିଲେ। ଏହାପରେ ଦାଉଦ, ଯାଜକ ସାଦୋକ ଓ ଅବିଯାଥରଙ୍କୁ ଆପଣା ନିକଟକୁ ଡାକିଲେ। ଦାଉଦ ଏହିସବୁ ଯାଜକଗଣ ଓ ଲବେୀୟମାନଙ୍କୁ ମଧ୍ଯ ଡାକିଲେ : ଉରିଯଲେ, ଅସାଯ, ଯାୟେଲ, ଶମଯିଯ, ଇଲୀଯଲେ ଓ ଅମ୍ମୀନାଦବ।
2 Chronicles 34:20
ଏହାପରେ ରାଜା ହିଲ୍କିଯ, ଶାଫନ୍ଙ୍କର ପୁତ୍ର ଅହୀକାମ୍, ମୀଖାଯଙ୍କର ପୁତ୍ର ଅବ୍ଦୋନ, ସଚିବ ଶାଫନ୍ ଓ ଭୃତ୍ଯ ଆସାଯଙ୍କୁ ଏକ ଆଦେଶ ଦେଲେ। ରାଜା କହିଲେ,
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்