Base Word
צָרַעַת
Short Definitionleprosy
Long Definitionleprosy
Derivationfrom H6879
International Phonetic Alphabett͡sˤɔː.rɑˈʕɑt̪
IPA modt͡sɑː.ʁɑˈʕɑt
Syllableṣāraʿat
Dictiontsaw-ra-AT
Diction Modtsa-ra-AT
Usageleprosy
Part of speechn-f

Leviticus 13:2
ଯବେେ କୌଣସି ମନୁଷ୍ଯର ଶରୀରର ଚର୍ମ ରେ ଫୁଲା କି ପାମା କି ଚିକ୍କଣ ଚିହ୍ନ ହୁଏ କିମ୍ବା ତା'ର ଶରୀର ରେ ଚର୍ମ ରୋଗଜନିତ ଘା' ହୁଏ, ତବେେ ତାକୁ ହାରୋଣ ଯାଜକ ନିକଟକୁ କିମ୍ବା ତାଙ୍କର ପୁତ୍ରଗଣଙ୍କ ମଧ୍ଯରୁ କୌଣସି ଯାଜକ ନିକଟକୁ ଅଣାୟିବା ଉଚିତ୍।

Leviticus 13:3
ତହୁଁ ଯାଜକ ତା'ର ଶରୀରର ଚର୍ମ ଉପରିସ୍ଥ ଘା' ଦେଖିବ, ଆଉ ଯବେେ ଘା'ର ଲୋମ ଶ୍ବତବେର୍ଣ୍ଣ ହାଇେଥାଏ, ପୁଣି ଘା' ଯବେେ ତା' ଶରୀରର ଚର୍ମଠାରୁ ନୀଚ୍ଚ ଦିଶେ ତବେେ ତାହା କୁଷ୍ଠ ରୋଗର ଘା' ଏଟେ। ଆଉ ଯାଜକ ତାହାକୁ ଦେଖିବ ଓ ତାକୁ ଅସୁଚି ବୋଲି ପ୍ରକାଶ କରିବ।

Leviticus 13:8
ଯାଜକ ଯଦି ଦେଖିବ ସହେି କ୍ଷତି ଚର୍ମ ରେ ବ୍ଯାପିଲା, ତବେେ ସେ ତାକୁ ଅଶୁଚି ବୋଲି ପ୍ରକାଶ କରିବ ଏବଂ ତାହା କୁଷ୍ଠ ରୋଗ।

Leviticus 13:9
କୌଣସି ଲୋକଠା ରେ କୁଷ୍ଠ ରୋଗର କ୍ଷତ ହେଲେ ତାକୁ ଯାଜକ ନିକଟକୁ ଆଣାୟିବ।

Leviticus 13:11
ତବେେ ତାହା ଶରୀରର ଚର୍ମ ରେ କୁଷ୍ଠ ରୋଗ ଅଟେ, ପୁଣି ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ସେ ତାହାକୁ ସମାଜରୁ ପୃଥକ୍ କରିବ ନାହିଁ, କାରଣ ସେ ଅଶୁଚି।

Leviticus 13:12
ସମଯେ ସମଯେ କୁଷ୍ଠ ରୋଗ ଲୋକର ସମଗ୍ର ଶରୀରକୁ ବ୍ଯାପି ଥାଏ। ସହେି କୁଷ୍ଠ ରୋଗ ଆପାଦମସ୍ତକ ଶରୀରକୁ ଆଚ୍ଛନ୍ନ କରିଥାଏ। ସେତବେେଳେ ଯାଜକ ସହେି ଲୋକର ସମସ୍ତ ଶରୀର ଦେଖିବ।

Leviticus 13:12
ସମଯେ ସମଯେ କୁଷ୍ଠ ରୋଗ ଲୋକର ସମଗ୍ର ଶରୀରକୁ ବ୍ଯାପି ଥାଏ। ସହେି କୁଷ୍ଠ ରୋଗ ଆପାଦମସ୍ତକ ଶରୀରକୁ ଆଚ୍ଛନ୍ନ କରିଥାଏ। ସେତବେେଳେ ଯାଜକ ସହେି ଲୋକର ସମସ୍ତ ଶରୀର ଦେଖିବ।

Leviticus 13:13
ଯଦି ଯାଜକ ଦେଖିବ ଲୋକଟିର ସର୍ବାଙ୍ଗ କୁଷ୍ଠ ରୋଗ ରେ ଆଚ୍ଛନ୍ନ ହାଇେଛି, ତବେେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ।

Leviticus 13:15
ଯେ ତବେଳେ ଯାଜକ କଞ୍ଚାମାଂସ ଦେଖିବ, ସେ ଅଶୁଚି ବୋଲି ପ୍ରକାଶ କରିବ। କଞ୍ଚାମାଂସ ଅଶୁଚି ଓ ଏହା କୁଷ୍ଠ ରୋଗ।

Leviticus 13:20
ଯାଜକ ଦେଖିବ ଯଦି ତାହାର ସହେି ଘା' ଚର୍ମର ନୀଚ୍ଚସ୍ଥ ହାଇେଥାଏ, ତହିଁରେ ଲୋମ ଶ୍ବତବେର୍ଣ୍ଣ ହାଇେଥାଏ, ତବେେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ବଥରୁ ଉତ୍ପନ୍ନ କୁଷ୍ଠ ରୋଗର ଘା'।

Occurences : 35

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்