Base Word
קֵץ
Short Definitionan extremity; adverbially (with prepositional prefix) after
Long Definitionend
Derivationcontracted from H7112
International Phonetic Alphabetk’et͡sˤ
IPA modket͡s
Syllableqēṣ
Dictionkayts
Diction Modkayts
Usage+ after, (utmost) border, end, (in-)finite, × process
Part of speechn-m

Genesis 4:3
କିଛି ସମୟ ପରେ, କଯିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ

Genesis 6:13
ତେଣୁ ପରମେଶ୍ବର ନୋରକୁ କହିଲେ, ସମସ୍ତ ଲୋକ ପୃଥିବୀକୁ କୋର୍ଧ ଓ ହିଂସା ରେ ଛାରଖାର କରି ଦେଲଣେି। ତେଣୁ ଆମ୍ଭେ ପୃଥିବୀ ସହିତ ସମାନଙ୍କେୁ ବିନଷ୍ଠ କରିବାା

Genesis 8:6
ଏହାପରେ ଆହୁରି ଚ଼ାଳିଶ ଦିନ ୟିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ।

Genesis 16:3
ଅବ୍ରାମ କିଣାନ ଦେଶ ରେ ଦଶ ବର୍ଷ କଟାଇଲାପରେ ଏହିପରି ହାଇେଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀଯ ଦାସୀ ହାଗାରକୁ ତାଙ୍କ ସ୍ବାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳ ରେ ସେ ତା' ସହିତ ସହବାସ କରିପାରିବ।

Genesis 41:1
ଦୁଇବର୍ଷ ପରେ ଫାରୋ ଏକ ସ୍ବପ୍ନ ଦେଖିଲେ। ସେ ସ୍ବପ୍ନ ରେ ଦେଖିଲେ ଯେ, ସେ ନୀଳ ନଦୀ କୂଳ ରେ ଛିଡ଼ା ହାଇେଛନ୍ତି।

Exodus 12:41
430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ।

Numbers 13:25
ସମାନେେ ଚାଳିଶ ଦିନ ସହେି ଦେଶ ଅନୁସନ୍ଧାନ କଲାପରେ ଫରେି ଆସିଲେ।

Deuteronomy 9:11
ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶଷେ ରେ ସଦାପ୍ରଭୁ ସହେି ଦକ୍ସ୍ଟଇ ପ୍ରସ୍ତରଫଳକ, ଅର୍ଥାତ ନିଯମର ପ୍ରସ୍ତରଫଳକ ମାେତେ ଦେଲେ।

Deuteronomy 15:1
ପ୍ରତି ସାତ ବର୍ଷର ଶଷେ ରେ, ତୁମ୍ଭମାନେେ ସମସ୍ତ ଋଣ ଛାଡ କରିଦବେ।

Deuteronomy 31:10
ଏହାପରେ ମାଶାେ ପ୍ରାଚୀନବର୍ଗମାନଙ୍କୁ କହିଲେ, ପ୍ରେତ୍ୟକକ ସାତବର୍ଷ ଶଷେ ରେ ଋଣ ଛାଡ ବର୍ଷର ନିରୂପିତ ସମୟରେ ପତ୍ରକକ୍ସ୍ଟଟୀର ପର୍ବ ରେ।

Occurences : 67

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்