Base Word
רְפָיָה
Short DefinitionRephajah, the name of five Israelites
Long Definitiona descendant of Zerubbabel and David
Derivationfrom H7495 and H3050; Jah has cured
International Phonetic Alphabetrɛ̆.pɔːˈjɔː
IPA modʁɛ̆.fɑːˈjɑː
Syllablerĕpāyâ
Dictionreh-paw-YAW
Diction Modreh-fa-YA
UsageRephaiah
Part of speechn-pr-m

1 Chronicles 3:21
ହନାନିଯଙ୍କର ପୁତ୍ରମାନେ ଥିଲେ ପ୍ଲଟିଯ ଓ ତାଙ୍କର ପୁତ୍ର ଥିଲେ ୟିଶାଯାହ। ତାଙ୍କର ପୁତ୍ର ଥିଲେ : ରଫାଯର ଓ ତାଙ୍କର ପୁତ୍ର ଥିଲେ ଅର୍ଣ୍ଣନର ଓ ତାଙ୍କର ପୁତ୍ର ଥିଲେ ଓବଦିଯର ଓ ତାଙ୍କର ପୁତ୍ର ଥିଲେ ଶଖନିଯର।

1 Chronicles 4:42
ଶିମିୟୋନଙ୍କ ପରିବାରବର୍ଗର 500 ଲୋକ ସଯେୀରର ପାର୍ବତ୍ଯମଯ ଦେଶକୁ ଗମନ କଲେ। ୟିଶଯିଙ୍କର ପୁତ୍ରମାନେ ସହେି ଲୋକମାନଙ୍କୁ ପଥ କଢ଼ାଇ ନଇଗେଲେ। ସହେି ପୁତ୍ରମାନେ ଥିଲେ : ପ୍ଲଟିଯ, ନିଯଶଯ, ରଫାଯ ଓ ଉଷୀଯଲେ। ଶିମଯୋନୀଯ ଲୋକମାନେ ସହେି ସ୍ଥାନ ରେ ବାସ କରୁଥିବା ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ।

1 Chronicles 7:2
ତାେଲୟଙ୍କର ପୁତ୍ରମାନେ ଥିଲେ, ଉଷି, ରଫାଯ, ୟିରୀଯଲେ, ୟହମଯ, ୟିବସମ୍ ଓ ଶାମୁଯଲେ। ସମାନେେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସହେି ବ୍ଯକ୍ତିଗଣ ସମାନଙ୍କେର ବଂଶାନୁସା ରେ ଅତି ଶକ୍ତିଶାଳୀ ଯୋଦ୍ଧା ଥିଲେ। ରାଜା ଦାଉଦଙ୍କ ସମୟରେ ସମାନଙ୍କେର ସଂଖ୍ଯା ବୃଦ୍ଧି ଘଟି 22,600 ରେ ପହଞ୍ଚି ଥିଲା, ସମାନେେ ୟୁଦ୍ଧ ନିମନ୍ତେ ସଦାପ୍ରସ୍ତୁତ ଥିଲେ।

1 Chronicles 9:43
ମାେତସା ବିନିଯାଙ୍କ ପିତା ଥିଲେ ଏବଂ ରଫାଯ ବିନିଯାଙ୍କ ପୁତ୍ର ଥିଲେ। ଇଲୀଯାସା ରଫାଯଙ୍କର ପୁତ୍ର ଥିଲେ। ଏବଂ ଆତ୍ ସେଲ ଇଲୀଯାସଙ୍କ ପୁତ୍ର ଥିଲେ।

Nehemiah 3:9
ସମାନଙ୍କେ ନିକଟରେ ୟିରୁଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗ ରେ ଅଧ୍ଯକ୍ଷ ହୂରର ପୁତ୍ର ରଫାଯ ଭଗ୍ନ ପ୍ରାଚୀର ଗଠନ କଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்