Base Word
שְׁאֵר
Short Definitionflesh (as swelling out), as living or for food; generally food of any kind; figuratively, kindred by blood
Long Definitionflesh, food, body, near kin, near kinswoman
Derivationfrom H7604
International Phonetic Alphabetʃɛ̆ˈʔer
IPA modʃɛ̆ˈʔeʁ
Syllablešĕʾēr
Dictionsheh-ARE
Diction Modsheh-ARE
Usagebody, flesh, food, (near) kin(-sman, -swoman), near (nigh) (of kin)
Part of speechn-m

Exodus 21:10
ଯଦି ମୁନିବ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ତବେେ ସେ ପ୍ରଥମ ସ୍ତ୍ରୀକୁ କବେେ ଅସୁବିଧ ରେ ପକାଇବ ନାହିଁ। ତା'ର ବିବାହୋଚିତ କର୍ତ୍ତବ୍ଯ ଯଥା: ଖାଦ୍ୟ, ବସ୍ତ୍ ରେ ଓ ଶାରିରୀକ ସମ୍ପର୍କରୁ ବଞ୍ଚିତ କରିବ ନାହିଁ।

Leviticus 18:6
ତୁମ୍ଭମାନେେ ଆପଣା କୁଟୁମ୍ବ ସହିତ ଦୈହିକ ସଂପର୍କ ରଖିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।

Leviticus 18:12
ତୁମ୍ଭେ ନିଜର ପିଉସୀ ସହିତ ୟୌନ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ପିତାଙ୍କ ଅତି ନିକଟ ସଂପର୍କୀଯ।

Leviticus 18:13
ତୁମ୍ଭେ ତୁମ୍ଭର ମାଉସୀ ସହିତ ମଧ୍ଯ ୟୌନ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ମାଆଙ୍କର ଅତି ନିକଟ ସଂପର୍କୀଯା।

Leviticus 20:19
ତୁମ୍ଭେ ତୁମ୍ଭର ମାଉସୀ କିମ୍ବା ପିଉସୀ ସହିତ ୟୌନ ସଂପର୍କ ରଖିବ ନାହିଁ। ତାହା ନିଜର ନିକଟବର୍ତ୍ତୀ ସଂପର୍କୀଯ ସହିତ ଅପରାଧ ହବେ ଓ ସେଥିପାଇଁ ସମାନେେ ନିଜ ନିଜ ଅପରାଧ ବହନ କରିବେ।

Leviticus 21:2
କବଳେ ନିଜର ନିକଟ ଜ୍ଞାତି ଅର୍ଥାତ୍ ନିଜର ପିତା, ମାତା, ପୁତ୍ର, କନ୍ଯା ଓ ଭ୍ରାତା ନିମନ୍ତେ ସେ ଅଶୁଚି ହବେ।

Leviticus 25:49
ତାହାର କକା କିମ୍ବା କକାର ପୁତ୍ର ତାକୁ ମୁକ୍ତ କରିପାରିବ। ଆଉ ତା'ର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାକୁ ମୁକ୍ତ କରିପାରିବ କିମ୍ବା ତାହାର ସ୍ବହସ୍ତ ରେ ଅଧିକ ଧନ ହେଲେ ସେ ନିଜକୁ ମଧ୍ଯ ମୁକ୍ତ କରିପାରିବ।

Numbers 27:11
ଆଉ ଯବେେ ତା'ର ପିତାର ଭାଇମାନେ ନଥାନ୍ତି, ତବେେ ତାହାର ପରିବାର ମଧ୍ଯରୁ ଏବଂ ନିକଟ ସଂପର୍କୀଯ ଜ୍ଞାତିକୁ ତାହାର ଅଧିକାର ଦବେ। ଏହା ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବିଚାରବିଧି ହବେ। ଆଉ ସଦାପ୍ରଭୁ ମାଶାଙ୍କେୁ ଏହି ଆଜ୍ଞା ହେଲେ।'

Psalm 73:26
ମାରେ ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ବର ଅନନ୍ତକାଳ ମାେ ହୃଦଯକୁ ଓ ମାେତେ ସ୍ଥାଯୀତ୍ବ ଦିଅନ୍ତି।

Psalm 78:20
ଏହା ସତ୍ଯ ୟେ, ସେ ଶୈଳକୁ ଆଘାତ କରନ୍ତେ ଜଳ ନିର୍ଗତ ହେଲା, ସେ ମଧ୍ଯ କଗ୍ଦଣ ଆମ୍ଭକୁ ରୋଟୀ ଦଇେ ପାରିବେ ? ସେ କଗ୍ଦଣ ତାଙ୍କର ଲୋକମାନଙ୍କ ପାଇଁ ମାଂସ ଦଇେ ପାରିବେ ?

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்