Base Word
תַּאֲוָה
Short Definitiona longing; by implication, a delight (subjectively, satisfaction, objectively, a charm)
Long Definitiondesire
Derivationfrom H0183 (abbreviated)
International Phonetic Alphabett̪ɑ.ʔə̆ˈwɔː
IPA modtɑ.ʔə̆ˈvɑː
Syllabletaʾăwâ
Dictionta-uh-WAW
Diction Modta-uh-VA
Usagedainty, desire, × exceedingly, × greedily, lust(ing), pleasant
Part of speechn-f

Genesis 3:6
ସହେି ସ୍ତ୍ରୀ ଲୋକଟି ଦେଖିଲା ଯେ, ସହେି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସହେି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ବାମୀକୁ ଖାଇବାକୁ ଦଲୋ ଏବଂ ସେ ମଧ୍ଯ ତାହାକୁ ଖାଇଲା।

Numbers 11:4
ତା'ପରେ ସମାନଙ୍କେ ମଧ୍ଯରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳଇଚ୍ଛା ହେଲା। ଇଶ୍ରାୟେଲର ଲୋକମାନେ ସମାନଙ୍କେ ସହିତ ୟୋଗ ଦେଲେ ଏବଂ ପାଟି କଲେ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦବେ?

1 Samuel 2:16
ଏଥି ରେ ଯବେେ ସେ ଲୋକ ତାହାକକ୍ସ୍ଟ କ ହେ, ପ୍ରଥମେ ମଦେ ଦଗ୍ଧ ହବୋକକ୍ସ୍ଟ ଦିଅ, ତା'ପରେ ତୁମ୍ଭେ ଯେତେ ଗ୍ଭହିଁ େସତେ ନିଅ। ତବେେ ସେ ଯାଜକର ସବେକ କହିଥାଏ। ମାତ୍ର ଏହିକ୍ଷଣି ତାହା ମାେତେ ଦବୋକକ୍ସ୍ଟ ହବେ। ଯଦି ତୁମ୍ଭେ ମାେତେ ନଦିଅ, ତାହାହେଲେ ମୁ ଜାରେ କରି ନଇୟିବେି।

Job 33:20
ସେ ଏତେ ୟନ୍ତ୍ରଣା ଅନୁଭବ କରେ ଯେ ସେ ଖାଇପା ରେ ନାହିଁ। ସେ ଏପରିକି ସୁସ୍ବାଦୁ ଖାଦ୍ୟକୁ ମଧ୍ଯ ଘୃଣା କରେ।

Psalm 10:3
ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷଯରେ ଗର୍ବ ଅନୁଭବ କରନ୍ତି ଓ ସହେି ଲୋଭୀ ଲୋକମାନେ ପରମେଶ୍ବରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାଯରେ ସହେି ମନ୍ଦ ଲୋକମାନେ ଦଖାଇେ ଦବୋକୁ ଚାହାଁନ୍ତି ସମାନେେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।

Psalm 10:17
ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର।

Psalm 21:2
ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।

Psalm 38:9
ହେ ମାରେ ପ୍ରଭୁ, ତୁମ୍ଭେ ମାରେ ପ୍ରାର୍ଥନା ଶୁଣିଲ। ତୁମ୍ଭେ ମାରେ ଆର୍ତ୍ତନାଦ ଶୁଣିଲ।

Psalm 78:29
ସମାନେେ ତୃପ୍ତି ହବୋ ପର୍ୟ୍ଯନ୍ତ ଖାଇଲେ। ସମାନେେ ୟାହା ଚାହିଁଲେ, ପରମେଶ୍ବର ସମାନଙ୍କେୁ ଦେଲେ।

Psalm 78:30
ସମାନେେ ସମାନଙ୍କେର ପ୍ରାପ୍ତ ବସ୍ତ୍ରରେ ସନ୍ତୁଷ୍ଟ ହେଲେ ନାହିଁ। ତଣେୁ ସମାନଙ୍କେ ପାଟିରେ ଖାଦ୍ୟ ଅବିଚଳିତ ଥିଲା,

Occurences : 21

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்