Base Word
תָּוֶךְ
Short Definitiona bisection, i.e., (by implication) the center
Long Definitionmidst, middle
Derivationfrom an unused root meaning to sever
International Phonetic Alphabett̪ɔːˈwɛk
IPA modtɑːˈvɛχ
Syllabletāwek
Dictiontaw-WEK
Diction Modta-VEK
Usageamong(-st), × between, half, × (there-, where-)in(-to), middle, mid(-night), midst (among), × out (of), × through, × with(-in)
Part of speechn-m

Genesis 1:6
ଏହାପରେ ପରମେଶ୍ବର କହିଲେ, ଜଳ ମଧିଅରେ ବୃହତ ଗମ୍ବୁଜ ଜାତ ହାଇେ ଜଳକୁ ଦୁଇଭାଗ କରୁ!

Genesis 2:9
ସଦାପ୍ରଭୁ ପରମେଶ୍ବର ପ୍ରେତ୍ୟକକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀ ରେ ସୃଷ୍ଟି କଲେ। ସହେି ଭାବରେ ଉଦ୍ୟାନ ରେ ମଧ୍ଯଭାଗ ରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷଯ ରେ ଜ୍ଞାନ ଦବୋ ବୃକ୍ଷ ମଧ୍ଯ ଉତ୍ପନ୍ନ କଲେ।

Genesis 3:3
କିନ୍ତୁ ଉଦ୍ୟାନ ମଧ୍ଯସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ବର ଆମ୍ଭମାନଙ୍କୁ କହିଲେ, 'ତୁମ୍ଭେ ଉଦ୍ୟାନ ମଝି ରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତବେେ ମରିବ।

Genesis 3:8
ସଂନ୍ଧ୍ଯା ସମୟରେ ସଦାପ୍ରଭୁ ପରମେଶ୍ବର ଉଦ୍ୟାନ ମଧିଅରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏକଥା ଶୁଣିବାକୁ ପାଇଲେ ଏବଂ ସମାନେେ ପରମେଶ୍ବରଙ୍କ ଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳ ରେ ଲୁଚ଼ାଇ ରଖିଲେ।

Genesis 9:21
ନୋହ ତହିଁରୁ ଦ୍ରାକ୍ଷାରସ ପ୍ରସ୍ତୁତି କରି ପାନ କଲେ। ସେ ଦ୍ରାକ୍ଷାରସ ପାନ କରି ମତ୍ତ ହାଇେ ତାଙ୍କର ଲୁଗାପଟା ଖାଲିଦେଇେ ତାଙ୍କର ତମ୍ବୁ ରେ ପଡ଼ି ରହିଲେ। ସେ କୌଣସି ବସ୍ତ୍ର ପରିଧାନ କରି ନଥିଲେ।

Genesis 15:10
ସେ ସେସବୁକୁ ସେ ପରମେଶ୍ବରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସଗେୁଡ଼ିକ ଦୁଇ ଧାଡ଼ି ରେ ରଖି ପ୍ରେତ୍ୟକକ ଅଧାର ଉପରେ ଆଉ ଅଧା ୟୁକ୍ତି ଚ଼ିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।

Genesis 18:24
ଯଦି ପଚାଶ ଜଣ ଧାର୍ମିକ ଲୋକ ସହେି ନଗର ରେ ଥାନ୍ତି, ତୁମ୍ଭେ କ'ଣ କରିବ?ତୁମ୍ଭେ କ'ଣ ସମ୍ପୁର୍ଣରୂପେ ସହେି ଦେଶକୁ ଧ୍ବଂସ କରିବ?ପଚ଼ାଶ ଜଣ ଧାର୍ମିକଙ୍କ ସକା ସେ କଣ ସହେି ସ୍ଥାନ ରକ୍ଷା ନକରି ସଂହାର କରିବେ?

Genesis 18:26
ଏହାପରେ ସଦାପ୍ରଭୁ କହିଲେ, ମୁଁ ଯଦି ପଚାଶ ଜଣ ଭଲ ବ୍ଯକ୍ତି ସଦୋମ ରେ ଦେଖିବି, ମୁଁ ସହେି ସହରକୁ ଧ୍ବଂସ କରିବି ନାହିଁ।

Genesis 19:29
ଏହିରୂପେ ସହେି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ବର ଅବ୍ରହାମକୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗର ରେ ବାସ କରିଥିଲେ। ସହେି ନଗର ରେ ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ଯରୁ ବାହାର କରୁଥିଲେ।

Genesis 23:6
ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ପରମେଶ୍ବରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନ ରେ ଯେ କୌଣସି ସ୍ଥାନ ରେ କବର ଦଇପୋରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କହେି ଅଟକାଇବୁ ନାହିଁ।

Occurences : 418

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்