Base Word
בֵּין
Short Definitionbetween
Long Definitionbetween, among
Derivationcorresponding to H0996
International Phonetic Alphabetbei̯n̪
IPA modbei̯n
Syllablebên
Dictionbane
Diction Modbane
Usageamong, between
Part of speechprep

Daniel 7:5
ଆଉ ତତ୍ପ ରେ ମାେ ସମ୍ମୁଖ ରେ ଦ୍ବିତୀୟ ପଶୁକୁ ଦେଖିଲି ଯେ କି ଏକ ଭଲ୍ଲୁକ ସଦୃଶ ଥିଲା। ସେ ଏକ ପାଶର୍‌ବ ରେ ଉଠାଗଲା ଓ ତାହାର ସୁଖ ରେ ଦନ୍ତ ମଧିଅରେ ତିନିଖଣ୍ତ ପଞ୍ଜରା ଥିଲା। ତାହାକୁ ଏହି କଥା କୁହାଗଲା, 'ଉଠ, ଇଚ୍ଛା ଅନୁସାରେ ମାଂସ ଭକ୍ଷଣ କର।'

Daniel 7:8
ସହେି ଶିଙ୍ଗଗୁଡିକ ବିଷଯ ରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖ ରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ଯରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହାର ମନୁଷ୍ଯର ଚକ୍ଷୁତୁଲ୍ଯ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗ ରେ ଏକ ପାଟି ଥିଲା। ସହେି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।

Occurences : 2

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்