1 Peter 4 - ORIYA (Tamil)
1 ଖ୍ରୀଷ୍ଟ ନିଜ ଶରୀର ରେ ଥିଲା ବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯଭେଳି ଚିନ୍ତାଧାରା ଥିଲା, ତାହା ଦ୍ବାରା ତୁମ୍ଭେ ଆପଣାକୁ ଶକ୍ତିୟୁକ୍ତ କର। ଯେଉଁ ଲୋକ ନିଜ ଶରୀର ରେ ଯାତନ ଭୋଗ କଲା ; ସେ ପାପରୁ ନିବୃତ୍ତ ହାଇେଛି।இப்படியிருக்க, கிறிஸ்து நமக்காக மாம்சத்திலே பாடுபட்டபடியால், நீங்களும் அப்படிப்பட்ட சிந்தையை ஆயுதமாகத் தரித்துக்கொள்ளுங்கள்.
2 ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମଶ୍ବରଙ୍କ ଇଚ୍ଛାନୁସା ରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛା ରେ, ମନ୍ଦକାର୍ୟ୍ଯ କରି ଜୀବନଯାପନ କରିବ ନାହିଁ।ஏனென்றால் மாம்சத்தில் பாடுபடுகிறவன் இனி மாம்சத்திலிருக்கும் காலம்வரைக்கும் மனுஷருடைய இச்சைகளின்படி பிழைக்காமல் தேவனுடைய சித்தத்தின்படியே பிழைக்கத்தக்கதாகப் பாவங்களை விட்டோய்ந்திருப்பான்.
3 ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।சென்ற வாழ்நாட் காலத்திலே நாம் புறஜாதிகளுடைய இஷ்டத்தின்படி நடந்துகொண்டது போதும்; அப்பொழுது நாம் காமவிகாரத்தையும் துர்இச்சைகளையும் நடப்பித்து, மதுபானம்பண்ணி, களியாட்டுச்செய்து, வெறிகொண்டு, அருவருப்பான விக்கிரகாராதனையைச் செய்துவந்தோம்.
4 ସହେି ଅବିଶ୍ବାସୀମାନେ ଆଶ୍ଚର୍ୟ୍ଯ ହେଉଛନ୍ତି ଯେ ବର୍ତ୍ତମାନ ତୁମ୍ଭେ ସମାନଙ୍କେ ଭଳି ହିଂସ୍ରକ ଓ ଧ୍ବଂସାକରୀ କାମମାନ କରୁ ନାହଁ।அந்தத் துன்மார்க்க உளையிலே அவர்களோடேகூட நீங்கள் விழாமலிருக்கிறதினாலே அவர்கள் ஆச்சரியப்பட்டு, உங்களைத் தூஷிக்கிறார்கள்.
5 ଅତଏବ ସମାନେେ ତୁମ୍ଭ ବିଷୟ ରେ ମନ୍ଦକଥା କହୁଛନ୍ତି। କିନ୍ତୁ ସମାନଙ୍କେୁ ସମାନଙ୍କେ କୃତ କର୍ମ ଲାଗି ଉତ୍ତର ଦବୋକୁ ହବେ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଚାର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସମାନଙ୍କେୁ ସମସ୍ତ କର୍ମର ହିସାବ ଦବୋକୁ ହବେ।உயிரோடிருக்கிறவர்களுக்கும் மரித்தோர்களுக்கும் நியாயத்தீர்ப்புக்கொடுக்க ஆயத்தமாயிருக்கிறவருக்கு அவர்கள் கணக்கொப்புவிப்பார்கள்.
6 ଯେଉଁ ଲୋକମାନେ ବର୍ତ୍ତମାନ ମୃତ, ସମାନଙ୍କେୁ ସୁସମାଚାର କୁହାୟାଇଥିଲା, କାରଣ ସବୁ ଲୋକଙ୍କର ବିଚାର ହବୋ ଭଳି ସମାନଙ୍କେର ମଧ୍ଯ ବିଚାର ହବେ। ସମାନେେ ଜୀବିତ ଥିଲା ବେଳେ ଯାହା କିଛି କରିଥିଲେ, ସହେି ଅନୁସାରେ ବିଚାରିତ ହବେେ। କିନ୍ତୁ ସମାନେେ ଯେପରି ପରମେଶ୍ବରଙ୍କ ଭଳି ଆତ୍ମା ରେ ଜୀବିତ ହବେେ, ଏଥିପାଇଁ ସମାନଙ୍କେ ନିକଟରେ ସୁସମାଚାର ପ୍ରଚାରିତ ହାଇେଥିଲା।இதற்காக மரித்தோரானவர்கள், மனுஷர் முன்பாக மாம்சத்திலே ஆக்கினைக்குள்ளாக்கப்பட்டிருந்து, தேவன்முன்பாக ஆவியிலே பிழைக்கும்படியாக, அவர்களுக்கும் சுவிசேஷம் அறிவிக்கப்பட்டது.
7 ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।எல்லாவற்றிற்கும் முடிவு சமீபமாயிற்று; ஆகையால் தெளிந்த புத்தியுள்ளவர்களாயிருந்து, ஜெபம்பண்ணுவதற்கு ஜாக்கிரதையுள்ளவர்களாயிருங்கள்.
8 ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ ରମେ କର।எல்லாவற்றிற்கும் மேலாக ஒருவரிலொருவர் ஊக்கமான அன்புள்ளவர்களாயிருங்கள்; அன்பு திரளான பாவங்களை மூடும்.
9 ପ୍ ରମେ ଅନକେ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ବାଗତ ଜଣାଅ।முறுமுறுப்பில்லாமல் ஒருவரையொருவர் உபசரியுங்கள்.
10 ତୁମ୍ଭ ମଧ୍ଯରୁ ପ୍ରେତ୍ୟକକେ ଗୋଟିଏ ଗୋଟିଏ ଆଧ୍ଯାତ୍ମିକ ଦାନ ପରମେଶ୍ବରଙ୍କଠାରୁ ପାଇଛ। ପରମେଶ୍ବର ଅନକେ ପ୍ରକା ରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦଖାଇେଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାଯିତ୍ବପୂର୍ଣ୍ଣ ସହିତ ପରମେଶ୍ବରଙ୍କ ସବେକ ଭଳି ବ୍ଯବହାର କର। ଅତଏବ ଭଲ ସବେକ ହାଇେ ପରସ୍ପରର ସବୋ ରେ ସଗେୁଡ଼ିକୁ ଲଗାଅ।அவனவன் பெற்ற வரத்தின்படியே நீங்கள் தேவனுடைய பற்பல கிருபையுள்ள ஈவுகளைப் பகிர்ந்துகொடுக்கும் நல்ல உக்கிராணக்காரர்போல, ஒருவருக்கொருவர் உதவிசெய்யுங்கள்.
11 ଯେଉଁ ଲୋକ କହିବାକୁ ଚା ହେଁ, ସେ ପରମେଶ୍ବରଙ୍କ ବାକ୍ଯରୁ କଥା କହୁ। ଯେଉଁ ଲୋକ ସବୋ କରିବ, ସେ ପରମେଶ୍ବରଙ୍କ ପ୍ରଦତ୍ତ ଶକ୍ତି ସାହାୟ୍ଯ ରେ ସବୋ କରୁ। ତୁମ୍ଭେ ଏହି ସବୁ କାମ ଏପରି ଭାବରେ କରିବା ଉଚିତ ଯେ, ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଯେପରି ପରମେଶ୍ବର ସମସ୍ତ ବିଷୟ ରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।ஒருவன் போதித்தால் தேவனுடைய வாக்கியங்களின்படி போதிக்கக்கடவன்; ஒருவன் உதவிசெய்தால் தேவன் தந்தருளும் பெலத்தின்படி செய்யக்கடவன்; எல்லாவற்றிலேயும் இயேசுகிறிஸ்துமூலமாய் தேவன் மகிமைப்படும்படியே செய்வீர்களாக; அவருக்கே மகிமையும் வல்லமையும் சதாகாலங்களிலும் உண்டாயிருப்பதாக. ஆமென்.
12 ମାେ ମିତ୍ରଗଣ, ତୁମ୍ଭମାନେେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ୟ୍ଯ ମନକରେ ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ବାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ୟ୍ଯ କଥା ଘଟୁଛି।பிரியமானவர்களே, உங்களைச் சோதிக்கும்படி உங்கள் நடுவில் பற்றியெரிகிற அக்கினியைக்குறித்து ஏதோ புதுமையென்று திகையாமல்,
13 ବରଂ ତୁମ୍ଭେ ଖୁସି ହବୋ ଉଚତ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହାଇେଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲା ବେଳେ ତୁମ୍ଭେ ଖୁସି ହବେ ଓ ଆନନ୍ଦ ରେ ପୂର୍ଣ୍ଣ ହବେ।கிறிஸ்துவின் மகிமைவெளிப்படும்போது நீங்கள் களிகூர்ந்து மகிழும்படியாக அவருடைய பாடுகளுக்கு நீங்கள் பங்காளிகளானதால் சந்தோஷப்படுங்கள்.
14 ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ଯ ବୋଲି ଜାଣିବ। ତୁମ୍ଭ ଭିତ ରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ଯ। ତାହା ହିଁ ହେଉଛି ପରମେଶ୍ବରଙ୍କ ଆତ୍ମା।நீங்கள் கிறிஸ்துவின் நாமத்தினிமித்தம் நிந்திக்கப்பட்டால் பாக்கியவான்கள்; ஏனென்றால் தேவனுடைய ஆவியாகிய மகிமையுள்ள ஆவியானவர் உங்கள்மேல் தங்கியிருக்கிறார்; அவர்களாலே தூஷிக்கப்படுகிறார்; உங்களாலே மகிமைப்படுகிறார்.
15 ତୁମ୍ଭମାନଙ୍କ ଭିତରୁ କହେି ହତ୍ଯାକାରୀ ବା ଚୋର ବା ଦୁଷ୍କର୍ମକାରୀ ବା ଅନ୍ୟମାନଙ୍କ କାରବାର ରେ ମୁଣ୍ଡ ଖଳୋଇଲା ଭଳି ଲୋକ ନ ଥାଉ। ସହେି ଭଳି କାମ କଲେ, ଜଣେ ଦୁଃଖ ଭୋଗିବ। ତୁମ୍ଭ ଭିତରୁ କହେି ଏପରି କାର୍ୟ୍ଯ କରି ଯାତନା ନ ଭୋଗୁ। କିନ୍ତୁ ଜଣେ କହେି ଖ୍ରୀଷ୍ଟିଯାନ ହବୋରୁ ଯାତନା ପାଇଲେ, ଲଜ୍ଜିତ ନ ହେଉ।ஆதலால் உங்களில் ஒருவனும் கொலைபாதகனாயாவது, திருடனாயாவது, பொல்லாங்கு செய்தவனாயாவது, அந்நிய காரியங்களில் தலையிட்டுக்கொண்டவனாயாவது பாடுபடுகிறவனாயிருக்கக்கூடாது.
16 ତୁମ୍ଭେ ସହେି ଖ୍ରୀଷ୍ଟିଯାନ ନାମଟି ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ।ஒருவன் கிறிஸ்தவனாயிருப்பதினால் பாடுபட்டால் வெட்கப்படாமலிருந்து, அதினிமித்தம் தேவனை மகிமைப்படுத்தக்கடவன்.
17 ଏବେ ବିଚାରର ସମୟ ଆସିଛି। ତାହା ପରମେଶ୍ବରଙ୍କ ପରିବାରଠାରୁ ଆରମ୍ଭ ହବେ। ଯଦି ସହେି ବିଚାର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ବରଙ୍କ ସୁସମାଚାର ଗ୍ରହଣ କରି ନାହାଁନ୍ତି, ସମାନଙ୍କେର କି ଅବସ୍ଥା ହବେ ?நியாயத்தீர்ப்பு தேவனுடைய வீட்டிலே துவக்குங்காலமாயிருக்கிறது; முந்தி நம்மிடத்திலே அது துவக்கினால் தேவனுடைய சுவிசேஷத்திற்குக் கீழ்ப்படியாதவர்களின் முடிவு என்னமாயிருக்கும்?
18 ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ। ତା ହେଲେ ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସମାନଙ୍କେର କ'ଣ ହବେ ?340நீதிமானே இரட்சிக்கப்படுவது அரிதானால், பக்தியில்லாதவனும் பாவியும் எங்கே நிற்பான்?
19 ଅତଏବ ଯେଉଁ ଲୋକମାନେ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଯାତନା ଭୋଗ କରୁଛନ୍ତି, ସମାନେେ ତାହାଙ୍କୁ ସମାନଙ୍କେର ଆତ୍ମା ବିଶ୍ବାସପୂର୍ବକ ସମର୍ପଣ କରିଦବୋ ଉଚିତ୍। ପରମେଶ୍ବର ସମାନଙ୍କେୁ ଗଠନ କରିଛନ୍ତି ଓ ତେଣୁ ସମାନେେ ତାହାଙ୍କୁ ବିଶ୍ବାସ କରିପାରିବେ। ଅତଏବ ସମାନେେ ଭଲ କାମ କରିଚାଲିବା ଉଚିତ।ஆகையால் தேவனுடைய சித்தத்தின்படி பாடநுபவிக்கிறவர்கள் நன்மைசெய்கிறவர்களாய்த் தங்கள் ஆத்துமாக்களை உண்மையுள்ள சிருஷ்டிகர்த்தாவாகிய அவருக்கு ஒப்புக்கொடுக்கக்கடவர்கள்.
Tamil Bible