1 Timothy 3 - ORIYA (Tamil)

1 ମୁଁ ଯାହା କହୁଛି ତାହା ସତ୍ଯ : ଯଦି କହେି ଅଧ୍ଯକ୍ଷ293 ହବୋ ପାଇଁ ଚେଷ୍ଟା କରେ, ତବେେ ସେ ଭଲ କାର୍ୟ୍ଯ ଚାହୁଁଛନ୍ତି।கண்காணிப்பை விரும்புகிறவன் நல்லவேலையை விரும்புகிறான், இது உண்மையான வார்த்தை.

2 ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।ஆகையால் கண்காணியானவன் குற்றஞ்சாட்டப்படாதவனும், ஒரே மனைவியை உடைய புருஷனும், ஜாக்கிரதையுள்ளவனும், தெளிந்த புத்தியுள்ளவனும், யோக்கியதையுள்ளவனும், அந்நியரை உபசரிக்கிறவனும், போதகசமர்த்தனுமாய் இருக்கவேண்டும்.

3 ସେ ଅତ୍ଯଧିକ ମଦ୍ଯପାନ କରିବା ଉଚିତ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହାଇେଥିବା କଥା। ସେ ନମ୍ର ଓ ଶାନ୍ତ ହବୋ ଦରକାର।அவன் மதுபானப்பிரியனும், அடிக்கிறவனும், இழிவான ஆதாயத்தை இச்சிக்கிறவனுமாயிராமல், பொறுமையுள்ளவனும், சண்டைபண்ணாதவனும், பண ஆசையில்லாதவனுமாயிருந்து,

4 ସେ ଧନ ଲୋଭୀ ହାଇେ ନ ଥିବେ, ସେ ନିଜ ପରିବାରକୁ ଉପୟୁକ୍ତ ଭାବରେ ନତେୃତ୍ବ ଦଇପୋରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ଯ ହେଉଥିବେ।தன் சொந்தக் குடும்பத்தை நன்றாய் நடத்துகிறவனும், தன் பிள்ளைகளைச் சகல நல்லொழுக்கமுள்ளவர்களாகக் கீழ்ப்படியப்பண்ணுகிறவனுமாயிருக்கவேண்டும்.

5 (ଯଦି ଜଣେ ପରିବାରର ନତେୃତ୍ବ ଦଇେ ଜାଣି ନାହିଁ, ସେ ପରମେଶ୍ବରଙ୍କ ମଣ୍ଡଳୀର ଯତ୍ନ ନଇେ ପାରିବ ନାହିଁ।)ஒருவன் தன் சொந்தக் குடும்பத்தை நடத்த அறியாதிருந்தால், தேவனுடைய சபையை எப்படி விசாரிப்பான்?

6 କିନ୍ତୁ ଜଣେ ଅଧ୍ଯକ୍ଷ ନୂତନ ଶିଷ୍ଯ ହାଇେ ନ ଥିବେ। ନୂତନ ବିଶ୍ବାସୀଙ୍କୁ ଅଧ୍ଯକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପା ରେ। ଏଭଳି ପରିସ୍ଥିତି ରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହାଇେ ଦଣ୍ଡିତ ହବେ।அவன் இறுமாப்படைந்து, பிசாசு அடைந்த ஆக்கினையிலே விழாதபடிக்கு, நூதன சீஷனாயிருக்கக்கூடாது.

7 ଯେଉଁମାନେ ମଣ୍ଡଳୀର ସଦସ୍ଯ ନୁହଁନ୍ତି, ବାହାରର ସହେି ଲୋକମାନଙ୍କର ମଧ୍ଯ, ଅଧ୍ଯକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ଯକ। ତହିଁରେ ସେ ଅନ୍ୟମାନଙ୍କ ଦ୍ବାରା ସମାଲୋଚିତ ହବେେ ନାହିଁ କି ଶୟତାନର ଫାନ୍ଦ ରେ ପଡ଼ିବେ ନାହିଁ।அவன் நிந்தனையிலும், பிசாசின் கண்ணியிலும் விழாதபடிக்கு, புறம்பானவர்களால் நற்சாட்சி பெற்றவனாயுமிருக்கவேண்டும்.

8 ସହେିପରି ମଣ୍ଡଳୀ ରେ ନିୟୁକ୍ତି ପାଇଥିବା ସ୍ବତନ୍ତ୍ର ସବେକଗଣ ଏଭଳି ଲୋକ ହାଇେଥିବା କଥା, ଯେଉଁମାନଙ୍କୁ ଲୋକେ ସମ୍ମାନ କରୁଥିବେ। ସମାନେେ ଯାହା କହନ୍ତି, ତାହା ବିଶ୍ବାସ ଯୋଗ୍ଯ ହବୋ ଉଚିତ। ଅଧିକ ଦ୍ରାକ୍ଷାରସ ପିଇବା ରେ ନିଜ ସମୟ କାଟିବା ଉଚିତ ନୁହେଁ। ସବୁବେଳେ ଅନ୍ୟମାନଙ୍କୁ ଠକି ଧନୀ ହବୋକୁ ଚେଷ୍ଟା କରୁଥିବା ଲୋକମାନଙ୍କ ପରି ସମାନେେ ହାଇେ ନ ଥିବେ।அந்தப்படியே, உதவிக்காரரும் இருநாக்குள்ளவர்களாயும், மதுபானப்பிரியராயும், இழிவான ஆதாயத்தை இச்சிக்கிறவர்களாயும் இராமல், நல்லொழுக்கமுள்ளவர்களாயும்,

9 ସମାନେେ ପରମେଶ୍ବରଙ୍କ ଦ୍ବାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ଯର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।விசுவாசத்தின் இரகசியத்தைச் சுத்த மனச்சாட்சியிலே காத்துக்கொள்ளுகிறவர்களாயும் இருக்கவேண்டும்.

10 ତୁମ୍ଭମାନେେ ପ୍ରଥମେ ସମାନଙ୍କେୁ ପରୀକ୍ଷା କରିବ। ଯଦି ସମାନଙ୍କେ ଭିତ ରେ କୌଣସି ଦୁଗୁର୍ଣ ନାହିଁ, ତା ହେଲେ ସମାନେେ ବିଶଷେ ସବେକ ଭାବେ ସବୋ କରି ପାରିବେ।மேலும், இவர்கள் முன்னதாகச் சோதிக்கப்படவேண்டும்; குற்றஞ்சாட்டப்படாதவர்களானால் உதவிக்காரராக ஊழியஞ்செய்யலாம்.

11 ସହେିପରି ବିଶଷେ ସବେିକା ହବୋ ପାଇଁ ନିୟୁକ୍ତ ସ୍ତ୍ରୀମାନଙ୍କର ପ୍ରତି ଅନ୍ୟ ଲୋକମାନଙ୍କର ସମ୍ମାନ ଭାବ ଥିବା ଦରକାର। ସମାନେେ ଅନ୍ୟମାନଙ୍କ ବିଷୟ ରେ ମନ୍ଦ କଥା ଆଦୌ କହୁ ନ ଥିବେ। ସମାନଙ୍କେର ଆତ୍ମା ସଂୟମ ଥିବା ପ୍ରୟୋଜନ ଓ ପ୍ରେତ୍ୟକକ କଥା ରେ ଯେପରି ସମାନଙ୍କେୁ ବିଶ୍ବାସ କରାଯାଇ ପାରୁଥିବ।அந்தப்படியே ஸ்திரீகளும் நல்லொழுக்கமுள்ளவர்களும், அவதூறுபண்ணாதவர்களும், தெளிந்த புத்தியுள்ளவர்களும் எல்லாவற்றிலேயும் உண்மையுள்ளவர்களுமாயிருக்வேண்டும்.

12 ଯେଉଁମାନେ ବିଶଷେ ସବେକ ହବେେ, ସମାନଙ୍କେର କବଳେ ଗୋଟିଏ ପତ୍ନୀ ଥିବ। ସମାନେେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନତେୃତ୍ବ ଦଇପୋରୁଥିବେ।மேலும், உதவிக்காரரானவர்கள் ஒரே மனைவியையுடைய புருஷருமாய், தங்கள் பிள்ளைகளையும் சொந்தக் குடும்பங்களையும் நன்றாய் நடத்துகிறவர்களுமாயிருக்கவேண்டும்.

13 ଯେଉଁ ଲୋକମାନେ ଭଲ ଭାବରେ ସବୋ କରନ୍ତି, ସମାନେେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସମାନେେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ବିଶ୍ବାସ ସଂପର୍କ ରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।இப்படி உதவிக்காரருடைய ஊழியத்தை நன்றாய்ச் செய்கிறவர்கள் தங்களுக்கு நல்ல நிலையையும், கிறிஸ்து இயேசுவைப்பற்றும் விசுவாசத்தில் மிகுந்த தைரியத்தையும் அடைவார்கள்.

14 ମୁଁ ତୁମ୍ଭ ପାଖକୁ ଶୀଘ୍ର ୟିବି ବୋଲି ଆଶା କରେ।நான் உன்னிடத்திற்குச் சீக்கிரமாய் வருவேனென்று நம்பியிருக்கிறேன்.

15 କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତବେେ ମଧ୍ଯ ତୁମ୍ଭମାନେେ ଜାଣି ପାରିବ ଯେ ପରମେଶ୍ବରଙ୍କ ପରିବାର ରେ ଲୋକମାନେ କ'ଣ କ'ଣ କରିବା ଅବଶ୍ଯକ। ସହେି ପରିବାର ଜୀବିତ ପରମେଶ୍ବରଙ୍କର ମଣ୍ଡଳୀ ଅଟେ। ପରମେଶ୍ବରଙ୍କ ମଣ୍ଡଳୀ ସତ୍ଯର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।தாமதிப்பேனாகில், தேவனுடைய வீட்டிலே நடக்கவேண்டிய வகையை நீ அறியும்படி இவைகளை உனக்கு எழுதுகிறேன்; அந்த வீடு ஜீவனுள்ள தேவனுடைய சபையாய்ச் சத்தியத்துக்குத் தூணும் ஆதாரமுமாயிருக்கிறது.

16 ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,அன்றியும், தேவபக்திக்குரிய இரகசியமானது யாவரும் ஒப்புக்கொள்ளுகிறபடியே மகா மேன்மையுள்ளது. தேவன் மாம்சத்திலே வெளிப்பட்டார், ஆவியிலே நீதியுள்ளவரென்று விளங்கப்பட்டார், தேவதூதர்களால் காணப்பட்டார், புறஜாதிகளிடத்தில் பிரசங்கிக்கப்பட்டார், உலகத்திலே விசுவாசிக்கப்பட்டார், மகிமையிலே ஏறெடுத்துக்கொள்ளப்பட்டார்.

Tamil Bible