1 Timothy 5 - ORIYA (Tamil)
1 ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗ ରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।முதிர்வயதுள்ளவனைக் கடிந்துகொள்ளாமல், அவனைத் தகப்பனைப்போலவும், பாலிய புருஷரைச் சகோதரரைப்போலவும்,
2 ବୟସ୍କା ସ୍ତ୍ରୀଲୋକମାନଙ୍କୁ ମାଁ ଭଳି ଓ ୟୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସମାନଙ୍କେ ପ୍ରତି ପବିତ୍ରତାର ସହିତ ଆଚରଣ କର।முதிர்வயதுள்ள ஸ்திரீகளைத் தாய்களைப்போலவும், பாலிய ஸ்திரீகளை எல்லாக் கற்புடன் சகோதரிகளைப்போலவும், பாவித்து, புத்திசொல்லு.
3 ପ୍ରକୃତ ରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ।உத்தம விதவைகளாகிய விதவைகளைக் கனம்பண்ணு.
4 କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସମାନେେ ପ୍ରଥମ ରେ ନିଜ ପରିବାର ପ୍ରତି ସମ୍ମାନଭାବ ଦଖାଇବୋ ଉଚିତ। ସମାନେେ ତାଙ୍କର ମାତାପିତାଙ୍କୁ ସାହାୟ୍ଯ କରିବା ଉଚିତ। ଏପରି କରିବା ଦ୍ବାରା ସମାନେେ ନିଜର ମାତାପିତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥାଆନ୍ତି। ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।விதவையானவளுக்குப் பிள்ளைகளாவது, பேரன் பேர்த்திகளாவது இருந்தால், இவர்கள் முதலாவது தங்கள் சொந்தக் குடும்பத்தைத் தேவபக்தியாய் விசாரித்து, பெற்றார் செய்த நன்மைகளுக்குப் பதில் நன்மைகளைச் செய்யக் கற்றுக்கொள்ளக்கடவர்கள்; அது நன்மையும் தேவனுக்கு முன்பாகப் பிரியமுமாயிருக்கிறது.
5 ଯଦି ଜଣେ ବିଧବା ପ୍ରକୃତ ରେ ଏକୁଟିଆ ଓ ନିରାଶା ରେ ରହିଥାଏ, ତା' ହେଲେ ସେ ତା' ପ୍ରତି ପରମେଶ୍ବରଙ୍କର ସାହାୟ୍ଯ ଉପରେ ଭରସା କରେ। ସହେି ବିଧବାଟି ରାତିଦିନ ପରମେଶ୍ବରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାୟ୍ଯ ପାଇଁ ଅନୁ ରୋଧ କରେ।உத்தம விதவையாயிருந்து தனிமையாயிருக்கிறவள் தேவனிடத்தில் நம்பிக்கையுள்ளவளாய், இரவும் பகலும் வேண்டுதல்களிலும் ஜெபங்களிலும் நிலைத்திருப்பாள்.
6 କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ଯ କବଳେ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ଯ ପ୍ରକୃତ ରେ ମୃତ।சுகபோகமாய் வாழ்கிறவள் உயிரோடே செத்தவள்.
7 ସଠାେରେ ଥିବା ସମସ୍ତ ବିଶ୍ବାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା' ହେଲେ କହେି କହିବେ ନାହିଁ ଯେ ସମାନେେ ଭୁଲ୍ କରୁଛନ୍ତି।அவர்கள் குற்றஞ்சாட்டப்படாதவர்களாயிருக்கும்படி இவைகளைக் கட்டளையிடு.
8 ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନବୋ ଜଣେ ଲୋକର କର୍ତ୍ତବ୍ଯ ଅଟେ। ଏପରିକି ଆଉ ମଧ୍ଯ ସେ ନିଜ ପରିବାରର ଯତ୍ନ ନବୋ ଅଧିକ ଗୁରୁତ୍ବପୂର୍ଣ୍ଣ। ଯଦି ଜଣେ ଲୋକ ସପରେି କରୁ ନାହିଁ, ତା ହେଲେ ସେ ଲୋକ ସତ୍ଯ ବିଶ୍ବାସକୁ ଅନୁସରଣ କରୁ ନାହିଁ। ସହେି ଲୋକ ଜଣେ ଅବିଶ୍ବାସୀଠାରୁ ମଧ୍ଯ ଖରାପ।ஒருவன் தன் சொந்த ஜனங்களையும், விசேஷமாகத் தன் வீட்டாரையும் விசாரியாமற்போனால், அவன் விசுவாசத்தை மறுதலித்தவனும், அவிசுவாசியிலும் கெட்டவனுமாயிருப்பான்.
9 ବିଧବା ତାଲିକା ( ସବୋକାର୍ୟ୍ଯ) ରେ ଆହୁରି ମଧ୍ଯ ଯୋଗ କରାଯାଇପା ରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତାଠାରୁ ଅଧିକ ବୟସର ହାଇେଥିବେ। ସେ କବଳେ ସ୍ବାମୀର ବିଶ୍ବସ୍ତ ହାଇେଥିବେ।அறுபது வயதுக்குக் குறையாதவளும், ஒரே புருஷனுக்கு மனைவியாயிருந்தவளுமாகி,
10 ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।பிள்ளைகளை வளர்த்து, அந்நியரை உபசரித்து, பரிசுத்தவான்களுடைய கால்களைக் கழுவி, உபத்திரவப்படுகிறவர்களுக்கு உதவிசெய்து, சகலவித நற்கிரியைகளையும் ஜாக்கிரதையாய் நடப்பித்து, இவ்விதமாய் நற்கிரியைகளைக்குறித்து நற்சாட்சி பெற்றவளுமாயிருந்தால், அப்படிப்பட்ட விதவையையே விதவைகள் கூட்டத்தில் சேர்த்துக்கொள்ளவேண்டும்.
11 କିନ୍ତୁ ୟୁବତୀ ବିଧବାମାନଙ୍କୁ ସହେି ତାଲିକାଭୁକ୍ତ କର ନାହିଁ। ସମାନେେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହବୋ ପରେ ମଧ୍ଯ ନିଜର ପ୍ରବଳ କାମାଭିଳାଷ ୟୋଗୁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହାଇେ ପାରନ୍ତି। ତା'ପରେ ସମାନେେ ପୁଣିଥରେ ବିବାହ କରିବାକୁ ଇଚ୍ଛା କରନ୍ତି।இளவயதுள்ள விதவைகளை அதிலே சேர்த்துக்கொள்ளாதே; ஏனெனில், அவர்கள் கிறிஸ்துவுக்கு விரோதமாய்க் காமவிகாரங்கொள்ளும்போது விவாகம்பண்ண மனதாகி,
12 ସେଥିପାଇଁ ସମାନଙ୍କେର ବିଚାର ହବେ। ତାହାଙ୍କର ପ୍ରଥମ ପ୍ରତିଜ୍ଞା ଅନୁସାରେ, କାମ ନ କରିବା ୟୋଗୁ ସମାନେେ ବଚାରିତ ହବେେ।முதலில் கொண்டிருந்த விசுவாசத்தை விடுவதினாலே, ஆக்கினைக்குட்படுவார்கள்.
13 ସହେି ୟୁବତୀ ବିଧବାମାନେ ଘରକୁ ଘର ଅଯଥା ରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସମାନେେ ବଚସା କରିବା ଓ ଅନ୍ଯଲୋକଙ୍କ ଜୀବନ ବିଷୟ ରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ କଥାଗୁଡ଼ିକ କୁହନ୍ତି।அதுவுமல்லாமல், அவர்கள் சோம்பலுள்ளவர்களாய், வீடுவீடாய்த் திரியப்பழகுவார்கள்; சோம்பலுள்ளவர்களாய் மாத்திரமல்ல, அலப்புகிறவர்களாயும் வீணலுவற்காரிகளாயும் தகாத காரியங்களைப் பேசுகிறவர்களாயுமிருப்பார்கள்.
14 ଅତଏବ ୟୁବତୀମାନେ ବିବାହ କରନ୍ତୁ ସମାନଙ୍କେର ପିଲା-ଛୁଆ ହୁଅନ୍ତୁ ଏବଂ ସମାନେେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଚା ହେଁ। ଯଦି ସମାନେେ ଏପରି କରିବେ, ତା ହେଲେ ଆମ୍ଭ ଶତୃମାନେ ସମାନଙ୍କେୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।ஆகையால் இளவயதுள்ள விதவைகள் விவாகம்பண்ணவும், பிள்ளைகளைப் பெறவும், வீட்டை நடத்தவும், விரோதியானவன் நிந்திக்கிறதற்கு இடமுண்டாக்காமலிருக்கவும் வேண்டுமென்றிருக்கிறேன்.
15 ଏଥିପୂର୍ବରୁ କେତେ ଜଣ ୟୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି।ஏனெனில் இதற்குமுன்னே சிலர் சாத்தானைப் பின்பற்றி விலகிப்போனார்கள்.
16 ଯଦି ଜଣେ ବିଶ୍ବାସୀ ସ୍ତ୍ରୀ ଲୋକର ପରିବାର ରେ ବିଧବାମାନେ ଅଛନ୍ତି, ତା ହେଲେ ସମାନଙ୍କେର ସେ ନିଜେ ଯତ୍ନ ନବୋ ଦରକାର ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ ନୁହେଁ। ତା'ପରେ ମଣ୍ଡଳୀ କବଳେ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନବୋ ରେ ସକ୍ଷମ ହବେ।விசுவாசியாகிய ஒருவனிடத்திலாவது ஒருத்தியிடத்திலாவது விதவைகளிருந்தால், அவர்கள் இவர்களுக்கு உதவி செய்யக்கடவர்கள்; சபையானது உத்தம விதவைகளானவர்களுக்கு உதவிசெய்யவேண்டியதாகையால் அந்தப் பாரத்தை அதின்மேல் வைக்கக்கூடாது.
17 ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।நன்றாய் விசாரணைசெய்கிற மூப்பர்களை, விசேஷமாக திருவசனத்திலும் உபதேசத்திலும் பிரயாசப்படுகிறவர்களை, இரட்டிப்பான கனத்திற்குப் பாத்திரராக எண்ணவேண்டும்.
18 କାରଣ ଶାସ୍ତ୍ର କୁ ହେ : ଯେତବେେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତବେେଳେ ତା'ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ଯ ଖାଇବା ପାଇଁ ଅଟକାଅ ନାହିଁ।294 ଶାସ୍ତ୍ର ଏପରି ମଧ୍ଯ କୁ ହେ : ଜଣେ କାମ କରୁଥିବା ଲୋକ ତା'ର ଦରମା ପାଇବା ଉଚିତ।295போரடிக்கிற மாட்டை வாய் கட்டாயாக என்றும், வேலையாள் தன் கூலிக்குப் பாத்திரனாயிருக்கிறான் என்றும், வேதவாக்கியம் சொல்லுகிறதே.
19 ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧ ରେ ନିନ୍ଦା କରେ, ଓ ତା' ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ଯ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା' ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ।மூப்பனானவனுக்கு விரோதமாக ஒருவன் செய்யும் பிராதை இரண்டு மூன்று சாட்சிகள் இல்லாமல் நீ ஏற்றுக்கொள்ளக்கூடாது.
20 ଯେଉଁମାନେ ପାପ କରନ୍ତି, ସମାନଙ୍କେୁ ସମାନଙ୍କେର ଭୁଲ ଦଖାଇଦେିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖ ରେ ଏହା କର। ସପରେି କଲେ, ଅନ୍ୟମାନେ ସତର୍କ ହବେେ।மற்றவர்களுக்குப் பயமுண்டாகும்படி, பாவஞ்செய்தவர்களை எல்லாருக்கும் முன்பாகக் கடிந்துகொள்.
21 ପରମେଶ୍ବର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ବର୍ଗଦୂତଙ୍କ ଆଗ ରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ଯ ଜାଣିବା ପୂର୍ବରୁ ଲୋକମାନଙ୍କର ବିଚାର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦଖାେଅ।நீ பட்சபாதத்தோடே ஒன்றும் செய்யாமலும், விசாரிக்குமுன் நிருணயம்பண்ணாமலும், இவைகளைக் காத்து நடக்கும்படி, தேவனுக்கும், கர்த்தராகிய இயேசுகிறிஸ்துவுக்கும், தெரிந்துகொள்ளப்பட்ட தூதருக்கும் முன்பாக, உறுதியாய்க் கட்டளையிடுகிறேன்.
22 ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।ஒருவன்மேலும் சீக்கிரமாய்க் கைகளை வையாதே; மற்றவர்கள் செய்யும் பாவங்களுக்கும் உடன்படாதே; உன்னைச் சுத்தவானாகக் காத்துக்கொள்.
23 ତୀମଥି, ତୁମ୍ଭେ କବଳେ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ଯ ପିଅ। ଏହା ତୁମ୍ଭ ପଟେ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବମାରେ ପଡ଼ିବ ନାହିଁ।நீ இனிமேல் தண்ணீர் மாத்திரம்குடியாமல், உன் வயிற்றிற்காகவும், உனக்கு அடிக்கடி நேரிடுகிற பலவீனங்களுக்காகவும், கொஞ்சம் திராட்சரசமும் கூட்டிக்கொள்.
24 କେତେ ଜଣଙ୍କ ପାପ ସବୁ ସ୍ପଷ୍ଟ ହାଇେ ଦଖାଯାେଏ କାରଣ ସମାନଙ୍କେର ବିଚାର ହବେ ବୋଲି ସମାନଙ୍କେର ପାପଗୁଡ଼ିକ ଆଗତୁରା ଦଖାଯାେଏ। କିନ୍ତୁ ଅନ୍ୟ କେତେ ଜଣଙ୍କ ପାପ ପରେ ଜଣାପଡ଼େ।சிலருடைய பாவங்கள் வெளியரங்கமாயிருந்து, நியாயத்தீர்ப்புக்கு முந்திக்கொள்ளும்; சிலருடைய பாவங்கள் அவர்களைப் பின்தொடரும்.
25 ଲୋକମାନଙ୍କ କ୍ଷେତ୍ର ରେ ମଧ୍ଯ ଏହା ସତ। ଲୋକଙ୍କ ଭଲ କାମ ସହଜ ରେ ଦଖାଯାେଏ। କିନ୍ତୁ ଯେତବେେଳେ ସହେି ଭଲ କାମଗୁଡ଼ିକ ଦଖାଯାେଏ ନାହିଁ, ସଗେୁଡ଼ିକ ଲୁଚି ରହେ ନାହିଁ।அப்படியே சிலருடைய நற்கிரியைகளும் வெளியரங்கமாயிருக்கும்; அப்படி இராதவைகளும் மறைந்திருக்கமாட்டாது.
Tamil Bible