2 Chronicles 16 - ORIYA (Tamil)
1 ଆସା ରାଜା ହବୋର ଛତିଶ୍ତମ ବର୍ଷ ରେ, ବାଶା ଯିହୁଦା ଦେଶକୁ ଆକଅମଣ କଲେ। ବାଶା ଇଶ୍ରାୟେଲର ରାଜା ଥିଲେ। ସେ ରାମା ସହରକୁ ଗଲେ ଓ ତାହାକୁ ଏକ ଦୁର୍ଗ ରେ ପରିଣତ କଲେ। ଯିହୁଦାର ରାଜା ଆସାଙ୍କ ନିକଟକୁ ୟିବା ଆସିବା କରୁଥିବା ଲୋକମାନଙ୍କୁ ସ୍ଥଗିତ କରାଇବାର ଏକ ସ୍ଥାନରୂପେ ବାଶା ରାମା ସହରକୁ ବ୍ଯବହାର କଲେ।ஆசா அரசாண்ட முப்பத்தாறாம் வருஷத்திலே, இஸ்ரவேலின் ராஜாவாகிய பாஷா யூதாவுக்கு விரோதமாய் வந்து, ஒருவரும் யூதாவின் ராஜாவாகிய ஆசாவினிடத்தில் போக்கும் வரத்துமாயிராதடிக்கு ராமாவைக் கட்டினான்.
2 ଆସା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରୁ ରୂପା ଓ ସୁନାସବୁ ଆଣିଲେ। ଆଉ ସେ ରାଜାଙ୍କର ଗୃହ ମଧିଅରେ ଥିବା ରୂପା ଓ ସୁନାସବୁ ଆଣିଲେ। ଏହାପରେ ଆସା ବିନ୍ହଦଦ୍ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ବିନ୍ହଦଦ୍ ଅରାମ୍ର ରାଜା ଥିଲେ ଓ ସେ ଦମ୍ମେଶକ ସହର ରେ ବାସ କରୁଥିଲେ। ଆସାଙ୍କ ବାର୍ତ୍ତା ଥିଲା :அப்பொழுது ஆசா கர்த்தருடைய ஆலயத்திலும் ராஜாவின் அரமனையிலுமுள்ள பொக்கிஷங்களிலுள்ள வெள்ளியும் பொன்னும் எடுத்து, தமஸ்குவில் வாசம்பண்ணுகிற பெனாதாத் என்னும் சீரியாவின் ராஜாவினிடத்துக்கு அனுப்பி:
3 ତୁମ୍ଭର ପିତା ଓ ମାରେ ପିତାଙ୍କ ମଧିଅରେ ଯେପରି ଚୁକ୍ତି ସ୍ବାକ୍ଷର ହାଇେଥିଲା, ଆମ୍ଭ ମଧିଅରେ ମଧ୍ଯ ସହେିଭଳି ଚୁକ୍ତି ହେଉ। ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଉଛି। ବର୍ତ୍ତମାନ ତୁମ୍ଭେ ଇଶ୍ରାୟେଲର ରାଜା ବାଶା ସହିତ ତୁମ୍ଭର ଚୁକ୍ତି ଭଙ୍ଗ କର, ତବେେ ସେ ମାେତେ ଏକା ଛାଡ଼ି ଚାଲିୟିବ ଓ ମାେତେ ଆଉ ବ୍ଯସ୍ତ କରିବ ନାହିଁ।எனக்கும் உமக்கும், என் தகப்பனுக்கும் உம்முடைய தகப்பனுக்கும் உடன்படிக்கை உண்டே; இதோ, வெள்ளியும் பொன்னும் உமக்கு அனுப்பினேன்; இஸ்ரவேலின் ராஜாவாகிய பாஷா என்னைவிட்டுவிலகிப்போகும்படிக்கு நீர் வந்து, அவனோடு செய்த உடன்படிக்கையைத் தள்ளிப்போடும் என்று சொல்லி அனுப்பினான்.
4 ବିନ୍ହଦଦ ରାଜା ଆସାଙ୍କ ସହିତ ସମ୍ମତ ହେଲେ। ଇଶ୍ରାୟେଲର ସହରଗୁଡ଼ିକ ଉପରେ ଆକ୍ରମଣ କରିବା ନିମନ୍ତେ ବିନ୍ହଦଦ୍ ତାଙ୍କ ସୈନ୍ଯଦଳର ସନୋପତିମାନଙ୍କୁ ପଠାଇଲେ। ସହେି ସନୋପତିମାନେ ଇୟୋନ, ଦାନ ଓ ଆବଲମେଯିମ୍ ସହରଗୁଡ଼ିକ ଉପରେ ଆକ୍ରମଣ କଲେ। ସମାନେେ ନପ୍ତାଲି ଅଞ୍ଚଳର ସମସ୍ତ ସହରଗୁଡ଼ିକ ଉପରେ ମଧ୍ଯ ଆକ୍ରମଣ କଲେ, ଯେଉଁଠା ରେ ଜିନିଷ ଠୁଳ କରି ରଖାୟାଇଥିଲା।பெனாதாத் ராஜாவாகிய ஆசாவுக்குச் செவிகொடுத்து, தனக்கு உண்டான சேனாபதிகளை இஸ்ரவேலின் பட்டணங்களுக்கு விரோதமாக அனுப்பினான்; அவர்கள் ஈயோனையும், தாணையும், ஆபேல்மாயீமையும், நப்தலி பட்டணங்களின் எல்லாப் பண்டகசாலைகளையும் முறிய அடித்தார்கள்.
5 ବାଶା ଇଶ୍ରାୟେଲର ଏହି ସହରଗୁଡ଼ିକ ଉପରେ ଆକ୍ରମଣର ଖବର ଶୁଣିଲା। ତେଣୁ ସେ ରାମା ସହରକୁ ଏକ ଦୁର୍ଗ ରେ ପରିଣତ କରିବା କାର୍ୟ୍ଯ ବନ୍ଦ କଲା ଏବଂ ସେ ନିଜ ରାଜ୍ଯକୁ ଫରେିଗଲା।இதைப் பாஷா கேட்டபோது, ராமாவைக் கட்டுகிறதை நிறுத்தி, தன் வேலையைவிட்டு ஒழிந்தான்.
6 ଏହାପରେ ରାଜା ଆସା ଯିହୁଦାର ସମସ୍ତ ଲୋକଙ୍କୁ ଏକତ୍ର ଡାକିଲେ। ସମାନେେ ରାମା ସହରକୁ ଗଲେ ଓ ବାଶା ଦୁର୍ଗ ନିର୍ମାଣ କରିବା ନିମନ୍ତେ ଯେଉଁ ପ୍ରସ୍ତର ଓ କାଷ୍ଠ ବ୍ଯବହାର କରୁଥିଲା, ତାହା ନଇଗେଲେ। ଆସା ଓ ଯିହୁଦାର ଲୋକମାନେ ଗବୋ ଓ ମିମ୍ଫା ସହରକୁ ଆହୁରି ଦୃଢ଼ କରିବା ନିମନ୍ତେ ସହେି ପ୍ରସ୍ତର ଓ କାଷ୍ଠଗୁଡ଼ିକୁ ବ୍ଯବହାର କଲେ।அப்பொழுது ராஜாவாகிய ஆசா யூதா அனைத்தையுங் கூட்டிக்கொண்டுபோய், பாஷா கட்டின ராமாவின் கற்களையும் அதின் மரங்களையும் எடுத்துவந்து, அவைகளால் கேபாவையும் மிஸ்பாவையும் கட்டினான்.
7 ସହେି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାୟ୍ଯ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେ ହତେୁ ତୁମ୍ଭେ ସାହାୟ୍ଯ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ଯଦଳ ତୁମ୍ଭଠାରୁ ଖସି ପଳାଇଗଲେ।அக்காலத்திலே ஞானதிருஷ்டிக்காரனாகிய அனானி யூதாவின் ராஜாவாகிய ஆசாவினிடத்தில் வந்து, அவனை நோக்கி: நீர் உம்முடைய தேவனாகிய கர்த்தரைச் சார்ந்துகொள்ளாமல், சீரியாவின் ராஜாவைச் சார்ந்துகொண்டபடியினால், சீரியா ராஜாவின் இராணுவம் உமது கைக்குத் தப்பிப்போயிற்று.
8 କୂଶୀଯ ଓ ଲବେୀୟମାନଙ୍କର ଏକ ଅତି ବୃହତ୍ ଓ ପରାକ୍ରମୀ ସୈନ୍ଯଦଳ ଥିଲା। ସମାନଙ୍କେର ଅନକେ ରଥ ଓ ରଥଚାଳକମାନେ ଥିଲେ। କିନ୍ତୁ ଆସା, ତୁମ୍ଭେ ସାହାୟ୍ଯ ନିମନ୍ତେ ଓ ସହେି ବୃହତ୍ ପରାକ୍ରମୀ ସୈନ୍ଯଦଳକୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ, ଆଉ ସଦାପ୍ରଭୁ ସମାନଙ୍କେୁ ପରାସ୍ତ କରିବା ନିମନ୍ତେ ତୁମ୍ଭକୁ ସାହାୟ୍ଯ କଲେ।மிகவும் ஏராளமான இரதங்களும் குதிரைவீரருமுள்ள எத்தியோப்பியரும் லூபியரும் மகா சேனையாயிருந்தார்களல்லவா? நீர் கர்த்தரைச் சார்ந்துகொண்டபோதோவெனில், அவர்களை உமது கையில் ஒப்புக்கொடுத்தாரே.
9 ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।தம்மைப்பற்றி உத்தம இருதயத்தோடிருக்கிறவர்களுக்குத் தம்முடைய வல்லமையை விளங்கப்பண்ணும்படி, கர்த்தருடைய கண்கள் பூமியெங்கும் உலாவிக்கொண்டிருக்கிறது; இந்த விஷயத்தில் புத்தியில்லாதவராயிருந்தீர்; ஆகையால் இதுமுதற்கொண்டு உமக்கு யுத்தங்கள் நேரிடும் என்றான்.
10 ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କୋର୍ଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳା ରେ ନିକ୍ଷପେ କଲେ। ସହେି ସମୟରେ ଆସା ଆଉ କେତଜେଣ ବ୍ଯକ୍ତିଙ୍କ ପ୍ରତି ମଧ୍ଯ ନିଷ୍ଠୁର ଥିଲେ।அதினிமித்தம் ஆசா ஞானதிருஷ்டிக்காரன்மேல் சினந்து கடுங்கோபங்கொண்டு அவனைக் காவலறையிலே வைத்தான்; இதல்லாமலும் அக்காலத்தில் ஜனங்களுக்குள் சிலரைக் கொடூரமாய் நடப்பித்தான்.
11 ଆସା ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ରାଜଗଣଙ୍କର ଇତିହାସ ପୁସ୍ତକରେ ଲଖାେ ୟାଇଅଛି।ஆசாவின் ஆதியோடந்தமான நடபடிகளெல்லாம் யூதாவையும் இஸ்ரவேலையும் சேர்ந்த ராஜாக்களின் புஸ்தகத்தில் எழுதியிருக்கிறது.
12 ଆସାଙ୍କ ରାଜତ୍ବର ଅଣଚାଳିଶତମ ବର୍ଷ ରେ ତାଙ୍କର ପାଦଦ୍ବଯ ରୋଗଗ୍ରସ୍ତ ହାଇେ ପଡ଼ିଲା। ତାଙ୍କର ରୋଗ ଅତ୍ଯନ୍ତ ଭୟଙ୍କର ହାଇେ ପଡ଼ିଲା, କିନ୍ତୁ ସେ ସଦାପ୍ରଭୁଙ୍କଠାରୁ ସାହାୟ୍ଯ ଲୋଡ଼ିଲେ ନାହିଁ। ଆସା ଡ଼ାକ୍ତରମାନଙ୍କର ସାହାୟ୍ଯ ଲୋଡ଼ିଲେ।ஆசா அரசாண்ட முப்பத்தொன்பதாம் வருஷத்திலே தன் கால்களில் வியாதிகண்டு, அவன் நோவு மிகவும் உக்கிரமாயிருந்தது; அவன் தன் வியாதியிலும் கர்த்தரை அல்ல, பரிகாரிகளையே தேடினான்.
13 ଆସା ତାଙ୍କର ରାଜତ୍ବର ଏକଚାଳିଶତମ ବର୍ଷ ରେ ମୃତ୍ଯୁବରଣ କଲେ। ଆଉ ଆସା ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ପାଇଲେ।ஆசா தான் அரசாண்ட நாற்பத்தோராம் வருஷத்தில் மரித்து, தன் பிதாக்களோடே நித்திரையடைந்தான்.
14 ଆସା ଦାଉଦଙ୍କ ନଗର ରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସହେି ସମାଧି ରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶୟ୍ଯା ରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତର ରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦବୋ ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।தைலக்காரரால் செய்யப்பட்ட கந்தவர்க்கங்களினாலும் பரிமளங்களினாலும் நிறைந்த ஒரு மெத்தையின்மேல் அவனை வளர்த்தி, அவனுக்காக வெகு திரளான கந்தவர்க்கங்களைக் கொளுத்தின பின்பு, அவன் தாவீதின் நகரத்தில் தனக்கு வெட்டிவைத்திருந்த அவனுடைய கல்லறையிலே, அவனை அடக்கம்பண்ணினார்கள்.
Tamil Bible