2 Corinthians 10 - ORIYA (Tamil)
1 ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବଦନେ କରେ। କେତକେ ଲୋକ କୁହନ୍ତି, ମୁଁ ତୁମ୍ଭ ମଧିଅରେ ଥିଲା ବେଳେ ନମ୍ର ଥାଏ କିନ୍ତୁ ଦୂର ରେ ଥିଲା ବେଳେ ସାହସୀ ବା ନିର୍ଭୟ ଅଟେ।உங்களுக்கு முன்பாக இருக்கும்போது தாழ்மையாயும், தூரத்திலே இருக்கும்போது உங்கள்மேல் கண்டிப்பாயுமிருக்கிற பவுலாகிய நான் கிறிஸ்துவின் சாந்தத்தையும் தயவையும் முன்னிட்டு உங்களுக்குப் புத்திசொல்லுகிறேன்.
2 ମୁଁ ତୁମ୍ଭମାନଙ୍କୁ ଅନୁନୟ କରେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ସହିତ ଅଛି, ସେତବେେଳେ ସଭେଳି ସାହସିକତା ଦଖାଇବୋକୁ ମାେ ଉପରେ ଚାପ ପକାଇବ ନାହିଁ। ଯେଉଁମାନେ ଭାବନ୍ତି ଯେ ଆମ୍ଭେ ଜାଗତିକ ଜୀବନଯାପନ କରୁଛୁ ମୁଁ ସମାନଙ୍କେ ପ୍ରତି ସାହସୀ ହବେି।எங்களை மாம்சத்தின்படி நடக்கிறவர்கள் என்று எண்ணுகிற சிலரைக்குறித்து நான் கண்டிப்பாயிருக்கவேண்டுமென்று நினைத்திருக்கிற தைரியத்தோடே, உங்கள்முன்பாக இருக்கும்போது, நான் கண்டிப்புள்ளவனாயிராதபடிக்கு நீங்கள் எச்சரிக்கையாயிருக்க உங்களை வேண்டிக்கொள்ளுகிறேன்.
3 ଆମ୍ଭେ ମଧ୍ଯ ଜଗତ ରେ ରହୁଛୁ। କିନ୍ତୁ ଆମ୍ଭ ଜାଗତିକ ଲୋକଙ୍କ ଭଳି ସଂଗ୍ରାମ କରୁ ନାହୁଁ।நாங்கள் மாம்சத்தில் நடக்கிறவர்களாயிருந்தும், மாம்சத்தின்படி போர்செய்கிறவர்களல்ல.
4 ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।எங்களுடைய போராயுதங்கள் மாம்சத்துக்கேற்றவைகளாயிராமல், அரண்களை நிர்மூலமாக்குகிறதற்கு தேவபலமுள்ளவைகளாயிருக்கிறது.
5 ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ। ଆମ୍ଭେ ପ୍ରେତ୍ୟକକ ପ୍ରକାରର ଚିନ୍ତାଧାରାକୁ ଖ୍ରୀଷ୍ଟଙ୍କ ନିୟନ୍ତ୍ରଣାଧୀନ କରୁ ଓ ତାଙ୍କର ଆଜ୍ଞାକାରୀ ହବୋ ପାଇଁ ବାଧ୍ଯ କରୁ।அவைகளால் நாங்கள் தர்க்கங்களையும், தேவனை அறிகிற அறிவுக்கு விரோதமாய் எழும்புகிற எல்லா மேட்டிமையையும் நிர்மூலமாக்கி, எந்த எண்ணத்தையும் கிறிஸ்துவுக்குக் கீழ்ப்படியச் சிறைப்படுத்துகிறவர்களாயிருக்கிறோம்.
6 ଯେଉଁ ଲୋକ ପୂର୍ଣ୍ଣ ଭାବରେ ଯୀଶୁଙ୍କୁ ମନେ ନାହିଁ ଆମ୍ଭେ ତାହାଙ୍କୁ ଦଣ୍ଡ ଦବୋ ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ପ୍ରଥମ ରେ ଆମ୍ଭେ ଇଚ୍ଛା କରୁ ଯେ ତୁମ୍ଭମାନେେ ପୂର୍ଣ୍ଣଭାବରେ ତାହାଙ୍କୁ ମାନ।உங்கள் கீழ்ப்படிதல் நிறைவேறும்போது, எல்லாக் கீழ்ப்படியாமைக்குந்தக்க நீதியுள்ள தண்டனையைச் செலுத்த ஆயத்தமாயுமிருக்கிறோம்.
7 ତୁମ୍ଭମାନଙ୍କ ଆଗ ରେ ଥିବା ତଥ୍ଯ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ଯ ଜାଣି ରଖିବା ଉଚିତ ଯେ ଆମ୍ଭେ ମଧ୍ଯ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।வெளித்தோற்றத்தின்படி பார்க்கிறீர்களா? ஒருவன் தன்னைக் கிறிஸ்துவுக்குரியவனென்று நம்பினால், தான் கிறிஸ்துவுக்குரியவனாயிருக்கிறதுபோல நாங்களும் கிறிஸ்துவுக்குரியவர்களென்று அவன் தன்னிலேதானே சிந்திக்கக்கடவன்.
8 ଏହା ସତ୍ଯ ଯେ ମୁଁ ପ୍ରଭୁଙ୍କ ଦ୍ବାରା ପ୍ରଦତ୍ତ ଅଧିକାର ବିଷୟ ରେ ଅତ୍ଯଧିକ ଗର୍ବର କଥା କ ହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି।மேலும், உங்களை நிர்மூலமாக்குகிறதற்கல்ல, உங்களை ஊன்றக் கட்டுகிறதற்குக் கர்த்தர் எங்களுக்குக் கொடுத்த அதிகாரத்தைக்குறித்து, நான் இன்னும் சற்றே அதிகமாய் மேன்மைபாராட்டினாலும் நான் வெட்கப்படுவதில்லை.
9 ଏହି ଗର୍ବୋକ୍ତି ପାଇଁ ମୁଁ ଲଜ୍ଜା ବୋଧ କରେ ନାହିଁ। ମୁଁ ମାେ ପତ୍ରଗୁଡ଼ିକ ମାଧ୍ଯମ ରେ ତୁମ୍ଭମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି ବୋଲି ତୁମ୍ଭମାନେେ ଭାବ ନାହିଁநான் நிருபங்களாலே உங்களைப் பயமுறுத்துகிறவனாய்த் தோன்றாதபடிக்கு இதைச் சொல்லுகிறேன்.
10 କେତକେ ଲୋକ କୁହନ୍ତି ପାଉଲଙ୍କ ପତ୍ରଗୁଡ଼ିକ ଶକ୍ତିସମ୍ପନ୍ନ ଓ ମହତ୍ବପୂର୍ଣ୍ଣ କିନ୍ତୁ ଯେତବେେଳେ ସେ ଆମ୍ଭ ସହିତ ଥାଆନ୍ତି ସେ ଦୁର୍ବଳ ଓ ତାଙ୍କର କଥା ଗୁଡ଼ିକ ଏତେ ପ୍ରଭାବଶାଳୀ ହୁଏ ନାହିଁ।அவனுடைய நிருபங்கள் பாரயோசனையும் பலமுமுள்ளவைகள்; சரீரத்தின் தோற்றமோ பலவீனமும், வசனம் அற்பமுமாயிருக்கிறதென்கிறார்களே.
11 ଏଭଳି କହିବା ଲୋକ ଜାଣି ରଖିବା ଉଚିତ୍ ଯେ : ଆମ୍ଭେ ତୁମ୍ଭମାନଙ୍କ ସହିତ ଏବେ ନାହୁଁ, ଅତଏବ ଆମ୍ଭେ ଏହି କଥା ଗୁଡ଼ିକ ପତ୍ର ରେ ଲେଖିଛୁ। କିନ୍ତୁ ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ୟିବୁ ଆମ୍ଭେ ଦଖାଇେ ଦବେୁ ଯେ, ଆମ୍ଭ ପତ୍ରଟି ଯେଉଁ ଶକ୍ତି ଧାରଣ କରିଛି ସହେି ସମାନ ଶକ୍ତି ଆମ୍ଭେ ଧାରଣ କରିଛୁ।அப்படிச் சொல்லுகிறவன், நாங்கள் தூரத்திலிருக்கும்போது எழுதுகிற நிருபங்களால் வசனத்தில் எப்படிப்பட்டவர்களாயிருக்கிறோமோ, அப்படிப்பட்டவர்களாகவே சமீபத்திலிருக்கும்போதும் கிரியையிலும் இருப்போம் என்று சிந்திக்கக்கடவன்.
12 ଯେଉଁମାନେ ନିଜକୁ ବହୁତ ବଡ଼ ମନେ କରୁଛନ୍ତି, ସହେି ଲୋକମାନଙ୍କ ସହିତ ସମାନ ସ୍ତର ରେ ନିଜକୁ ସ୍ଥାପନ କରିବା ପାଇଁ ବା ତୁଳନା କରିବା ପାଇଁ ଆମ୍ଭେ ସାହସ କରୁ ନାହୁଁ। ସମାନେେ ନିଜକୁ ତୁଳନାର ମାନଦଣ୍ଡ ଭଳି ବ୍ଯବହାର କରି ଅନ୍ୟକୁ ନିଜ ସହ ତୁଳନା କରନ୍ତି ଓ ବିଚାର କରନ୍ତି, ଏତଦ୍ଦ୍ବାରା ସମାନେେ ଯେ କେତେ ମୂର୍ଖ, ଜଣାପଡ଼େ।ஆகிலும் தங்களைத்தாங்களே மெச்சிக்கொள்ளுகிற சிலருக்கு நாங்கள் எங்களைச் சரியாக்கவும் ஒப்பிடவும் துணியமாட்டோம்; தங்களைக்கொண்டு தங்களை அளந்துகொண்டு, தங்களுக்கே தங்களை ஒப்பிட்டுக்கொள்ளுகிற அவர்கள் புத்திமான்களல்ல.
13 ଆମ୍ଭକୁ ଯେଉଁ କାର୍ୟ୍ଯ ଦିଆଯାଇଛି, ତହିଁର ସୀମାଲଙ୍ଘନ କରି କଦାପି ଗର୍ବର କଥା କହିବୁ ନାହିଁ। ପରମେଶ୍ବରଙ୍କ ପ୍ରଦତ୍ତ କାମ ପାଇଁ ଆମ୍ଭେ ନିଜେ ଗର୍ବ ଅନୁଭବ କରିବୁ। ଏହି କାମ ତୁମ୍ଭମାନଙ୍କ ସହିତ ଆମ୍ଭର କାମକୁ ମଧ୍ଯ ଅନ୍ତଭୁର୍କ୍ତ କରେ।நாங்கள் அளவுக்கு மிஞ்சி மேன்மைபாராட்டாமல், உங்களிடம்வரைக்கும் வந்தெட்டத்தக்கதாக, தேவன் எங்களுக்கு அளந்து பகிர்ந்த அளவுப்பிரமாணத்தின்படியே மேன்மைபாராட்டுகிறோம்.
14 ଆମ୍ଭେ ଅଧିକ ଗର୍ବ କରୁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖକୁ ନ ଆସି ଥିଲେ ଆମ୍ଭେ ମିଛଟା ରେ ଅତ୍ଯଧିକ ପ୍ରଶଂସା ନଇେଥାନ୍ତୁ। କିନ୍ତୁ ବାସ୍ତବିକତା ଆମ୍ଭମାନେେ ଖ୍ରୀଷ୍ଟଙ୍କର ସୁସମାଚାର ସହିତ ତୁମ୍ଭମାନଙ୍କ ପାଖ ରେ ପହଁଚିଛୁ।உங்களிடத்தில் வந்தெட்டாதவர்களாய் நாங்கள் அளவுக்கு மிஞ்சிப்போகிறதில்லை; நாங்கள் கிறிஸ்துவின் சுவிசேஷத்தைப் பிரசங்கித்து உங்களிடம்வரைக்கும் வந்தோமே.
15 ଆମ୍ଭେ ଅନ୍ୟମାନଙ୍କ ଦ୍ବାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କବଳେ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ବାସ ବଢ଼ିବା ସହିତ ଆମ୍ଭ କାମ ବ୍ଯାପକ ଭାବରେ ବଢ଼ିବା ରେ ତୁମ୍ଭମାନେେ ସାହାୟ୍ଯ କରିବ।எங்கள் அளவைக் கடந்து மற்றவர்களுடைய வேலைகύகுட்பட்டு மேன்மைபாராட்டமாட்Οோம்.
16 ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କ ରେ ମଧ୍ଯ ଆମ୍ଭେ ସୁସମାଚାର ପ୍ରଚାର କରି ପାରିବୁ। ଅନ୍ୟ କୌଣସି ସ୍ଥାନ ରେ ଆଉ କାହା ଦ୍ବାରା ଯେଉଁ କାମ ହାଇେ ସାରିଛି, ସହେି କାମ ରେ ଆମ୍ଭେ ଗର୍ବ କରୁ ନାହୁଁ।ஆகிலும் உங்கள் விசுவாசம் விருத்தியாகும்போது, மற்றவர்களுடைய எல்லைகளுக்குள்ளே செய்யப்பட்டவைகளை நாங்கள் செய்ததாக மேன்மைபாராட்டாமல், உங்களுக்கு அப்புறமான இடங்களில் சுவிசேஷத்தைப் பிரசங்கிக்கத்தக்கதாக, எங்கள் அளவின்படி உங்களால் மிகவும்பெருகி விருத்தியடைவோமென்று நம்பிக்கையாயிருக்கிறோம்.
17 ଯେପରି ଶାସ୍ତ୍ର କୁ ହେ : ଯଦି କିଏ ଗର୍ବ କରିବାକୁ ଇଚ୍ଛା କରେ, ସେ କବଳେ ପ୍ରଭୁଙ୍କଠା ରେ ଗର୍ବ କରିବା ଉଚିତ୍।மேன்மைபாராட்டுகிறவன் கர்த்தரைக்குறித்தே மேன்மைபாராட்டக்கடவன்.
18 କାରଣ ଯେଉଁ ଲୋକ, ପ୍ରଭୁଙ୍କଦ୍ବାରା ଭଲ ବୋଲି ଗୃହୀତ ହୁଏ, ସହେି ଲୋକ ଭଲ ବୋଲି ସ୍ବୀକୃତ ହୁଏ, କିନ୍ତୁ ୟିଏ ନିଜେ ନିଜକୁ ଭଲ ବୋଲି ମନେ କରେ, ସେ ଲୋକ ଭଲ ବୋଲି ସ୍ବୀକୃତ ହୁଏ ନାହିଁ।தன்னைத்தான் புகழுகிறவன் உத்தமனல்ல, கர்த்தரால் புகழப்படுகிறவனே உத்தமன்.
Tamil Bible