James 2 - ORIYA (Tamil)

1 ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ତୁମ୍ଭମାନେେ ବିଶ୍ବାସ କର। ଅତଏବ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବପୂର୍ଣ୍ଣ ବୋଲି ଭାବ ନାହିଁ।என் சகோதரரே, மகிமையுள்ள நம்முடைய கர்த்தராகிய இயேசுகிறிஸ்துவின்மேலுள்ள விசுவாசத்தைப் பட்சபாதத்தோடே பற்றிக்கொள்ளாதிருப்பீர்களாக.

2 ମନକରେ, ଜଣେ ଲୋକ ଖୁବ୍ ଦାମିକା ସୁନ୍ଦର ଲୁଗାପଟା ଓ ସୁନା ମୁଦି ପିନ୍ଧି ତୁମ୍ଭର ସଭାକୁ ଆ ସେ ଓ ଅନ୍ୟ ଗରିବ ଲୋକ ଜଣେ ମଇଳା ପୁରୁଣା ଲୁଗା ପିନ୍ଧି ସତେିକି ବେଳେ ଆ ସେ।ஏனெனில், பொன்மோதிரமும் மினுக்குள்ள வஸ்திரமும் தரித்திருக்கிற ஒருமனுஷனும், கந்தையான வஸ்திரம் தரித்திருக்கிற ஒரு தரித்திரனும் உங்கள் ஆலயத்தில் வரும்போது,

3 ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡ଼ାକି ବିଶଷେ ଅଭ୍ଯର୍ଥନା ଜଣାଇ କହିଥାଅ : ଏହି ଭଲ ଆସନ ରେ ବସନ୍ତୁ। କିନ୍ତୁ ଗରିବ ଲୋକଟିକୁ କହିଥାଅ : ତୁମ୍ଭେ ସଠାେରେ ଠିଆ ହୁଅ ବା ମାେ ଗୋଡ଼ ପାଖର ଭୂଇଁ ରେ ବସ।மினுக்குள்ள வஸ்திரந்தரித்தவனைக் கண்ணோக்கி: நீர் இந்த நல்ல இடத்தில் உட்காரும் என்றும்; தரித்திரனைப் பார்த்து: நீ அங்கே நில்லு, அல்லது இங்கே என் பாதபடியண்டையிலே உட்காரு என்றும் நீங்கள் சொன்னால்,

4 ତୁମ୍ଭେ ଏ କ'ଣ କରୁଛ ? ଏହାଦ୍ବାରା ତୁମ୍ଭେ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବ ପ୍ରଦାନ କରୁଛ ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।உங்களுக்குள்ளே பேதகம்பண்ணி, தகாத சிந்தனைகளோடே நிதானிக்கிறவர்களாயிருப்பீர்களல்லவா?

5 ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।என் பிரியமான சகோதரரே, கேளுங்கள்; தேவன் இவ்வுலகத்தின் தரித்திரரை விசுவாசத்தில் ஐசுவரியவான்களாகவும், தம்மிடத்தில் அன்புகூருகிறவர்களுக்குத் தாம் வாக்குத்தத்தம்பண்ணின ராஜ்யத்தைச் சுதந்தரிக்கிறவர்களாகவும் தெரிந்துகொள்ளவில்லையா?

6 କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସହେିମାନେ ତୁମ୍ଭକୁ କଚରେୀକୁ ଟାଣି ନଇେ ଯାଆନ୍ତି।நீங்களோ தரித்திரரைக் கனவீனம்பண்ணுகிறீர்கள். ஐசுவரியவான்களல்லவோ உங்களை ஒடுக்குகிறார்கள்? அவர்களல்லவோ உங்களை நியாயாசனங்களுக்கு முன்பாக இழுக்கிறார்கள்?

7 ଏବଂ ଯେଉଁ ମହତ ନାମ ରେ ତୁମ୍ଭମାନେେ ନାମିତ ହାଇେଅଛ ଓ ଯେ ତୁମ୍ଭମାନଙ୍କୁ ଆପଣାର କରିଅଛନ୍ତି, ସମାନେେ ତାହାଙ୍କର ନିନ୍ଦା କରନ୍ତି।உங்களுக்குத் தரிக்கப்பட்ட நல்ல நாமத்தை அவர்களல்லவோ தூஷிக்கிறார்கள்?

8 ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ଯ କରେ। ଶାସ୍ତ୍ର ରେ ଏହି ରାଜକୀୟ ନିୟମଟି ମିଳେ : ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ଯ ପ୍ ରମେ କର।329 ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା' ହେଲେ ତୁମ୍ଭେ ଠିକ୍ କରୁଛ।உன்னிடத்தில் நீ அன்புகூருகிறதுபோலப் பிறனிடத்திலும் அன்புகூருவாயாக என்று வேதவாக்கியம் சொல்லுகிற ராஜரீக பிரமாணத்தை நீங்கள் நிறைவேற்றினால் நன்மைசெய்வீர்கள்.

9 କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନା ରେ ଅଧିକ ମହତ୍ବ ଦେଉଛ, ତା' ହେଲେ ତୁମ୍ଭେ ପାପ କରୁଛ। ସହେି ରାଜକୀୟ ବ୍ଯବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ବରଙ୍କ ନିୟମ ଭଙ୍ଗ କରିବା ରେ ଦୋଷୀ ଅଟ।பட்சபாதமுள்ளவர்களாயிருப்பீர்களானால், பாவஞ்செய்து, மீறினவர்களென்று நியாயப்பிரமாணத்தால் தீர்க்கப்படுவீர்கள்.

10 ଜଣେ ଲୋକ ହୁଏତ ପରମେଶ୍ବରଙ୍କ ସବୁ ବ୍ଯବସ୍ଥା ପାଳନ କରୁଥାଇପା ରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ଯ ହୁଏ, ତା ହେଲେ ସେ ବ୍ଯବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷ ରେ ଦୋଷୀ ହୁଏ।எப்படியெனில், ஒருவன் நியாயப்பிரமாணம் முழுவதையும் கைக்கொண்டிருந்தும், ஒன்றிலே தவறினால் எல்லாவற்றிலும் குற்றவாளியாயிருப்பான்.

11 ପରମେଶ୍ବର କହିଛନ୍ତି, ବ୍ଯଭିଚାରର ପାପ କର ନାହିଁ।330 ସହେି ପରମେଶ୍ବର ପୁନଃ କହିଛନ୍ତି, ହତ୍ଯା ହତ୍ଯା କର ନାହିଁ।331 ଅତଏବ, ତୁମ୍ଭେ ଯଦି ବ୍ଯଭିଚାର ପାପ କରି ନାହଁ କିନ୍ତୁ ଜଣକୁ ହତ୍ଯା କରିଛ, ତା ହେଲେ ପରମେଶ୍ବରଙ୍କ ବ୍ଯବସ୍ଥା ଭାଙ୍ଗିବା ଦୋଷ ରେ ଦୋଷୀ ହେଲ।ஏனென்றால், விபசாரஞ்செய்யாதிருப்பாயாக என்று சொன்னவர் கொலைசெய்யாதிருப்பாயாக என்றும் சொன்னார்; ஆதலால், நீ விபசாரஞ்செய்யாமலிருந்தும் கொலைசெய்தாயானால் நியாயப்பிரமாணத்தை மீறினவனாவாய்.

12 ଲୋକମାନଙ୍କୁ ସ୍ବାଧୀନ କରୁଥିବା ବ୍ଯବସ୍ଥା ଦ୍ବାରା ତୁମ୍ଭର ବିଚାର ହବେ। ପ୍ରେତ୍ୟକକ କଥା କହିଲା ବେଳେ ଓ ପ୍ରେତ୍ୟକକ କାମ କଲା ବେଳେ, ତୁମ୍ଭେ ଏହି କଥା ମନେ ରଖିବା ଉଚିତ।சுயாதீனப்பிரமாணத்தினால் நியாயத்தீர்ப்படையப்போகிறவர்களாய் அதற்கேற்றபடி பேசி, அதற்கேற்றபடி செய்யுங்கள்.

13 ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।ஏனென்றால், இரக்கஞ்செய்யாதவனுக்கு இரக்கமில்லாத நியாயத்தீர்ப்புக் கிடைக்கும்; நியாயத்தீர்ப்புக்கு முன்பாக இரக்கம் மேன்மைபாராட்டும்.

14 ମାେ ଭାଇ ଓ ଭଉଣୀମାନେ !ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ ? ନା !என் சகோதரரே, ஒருவன் தனக்கு விசுவாசமுண்டென்று சொல்லியும், கிரியைகளில்லாதவனானால் அவனுக்குப் பிரயோஜனமென்ன? அந்த விசுவாசம் அவனை இரட்சிக்குமா?

15 ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ଯକ କରିପା ରେ।ஒரு சகோதரனாவது சகோதரியாவது வஸ்திரமில்லாமலும் அநுதின ஆகாரமில்லாமலும் இருக்கும்போது,

16 ଏବଂ ତୁମ୍ଭେ ତାହାକୁ କହୁଛ, ପରମେଶ୍ବର ତୁମ୍ଭ ସହିତ ଥାଆନ୍ତୁ ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ। ତୁମ୍ଭେ ଏଗୁଡ଼ିକ ବିଷୟ ରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ଯକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାୟ୍ଯ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ଯହୀନ ଅଟେ।உங்களில் ஒருவன் அவர்களை நோக்கி: நீங்கள் சமாதானத்தோடே போங்கள், குளிர்காய்ந்து பசியாறுங்களென்று சொல்லியும், சரீரத்திற்கு வேண்டியவைகளை அவர்களுக்குக் கொடாவிட்டால் பிரயோஜனமென்ன?

17 ବିଶ୍ବାସ ବିଷୟ ରେ ମଧ୍ଯ ଠିକ୍ ସହେି କଥା ଅଟେ। ଯଦି ବିଶ୍ବାସ କିଛି କାର୍ୟ୍ଯ ଉତ୍ପନ୍ନ ନ କରେ, ତବେେ ସେ ବିଶ୍ବାସ ମୃତ ଅଟେ।அப்படியே விசுவாசமும் கிரியைகளில்லாதிருந்தால் தன்னிலேதானே செத்ததாயிருக்கும்.

18 ଜଣେ ଲୋକ କହିପା ରେ, ତୁମ୍ଭ ପାଖ ରେ ବିଶ୍ବାସ ଅଛି, ପୁଣି ମାେ ପାଖ ରେ କର୍ମ ଅଛି। ତୁମ୍ଭେ କର୍ମବିନା ତୁମ୍ଭର ବିଶ୍ବାସ ମାେତେ ଦଖାେଅ, ଆଉ ମୁଁ ମାେ କର୍ମଗୁଡ଼ିକ ଦ୍ବାରା ମାେ ବିଶ୍ବାସ ତୁମ୍ଭକୁ ଦଖାଇବେି।ஒருவன்: உனக்கு விசுவாசமுண்டு, எனக்குக் கிரியைகளுண்டு; கிரியைகளில்லாமல் உன் விசுவாசத்தை எனக்குக்காண்பி, நான் என் விசுவாசத்தை என் கிரியைகளினாலே உனக்குக் காண்பிப்பேன் என்பானே.

19 ତୁମ୍ଭେ ବିଶ୍ବାସ କର ଯେ, କବଳେ ଜଣେ ପରମେଶ୍ବର ଅଛନ୍ତି ; ଭଲ କଥା କିନ୍ତୁ ଭୂତମାନେ ମଧ୍ଯ ଏହା ବିଶ୍ବାସ କରନ୍ତି ଓ ଭୟ ରେ ଥରହର ହୁଅନ୍ତି।தேவன் ஒருவர் உண்டென்று விசுவாசிக்கிறாய், அப்படிச் செய்கிறது நல்லதுதான்; பிசாசுகளும் விசுவாசித்து, நடுங்குகின்றன.

20 ହେ ମୂର୍ଖ ଲୋକ ! କର୍ମଗୁଡ଼ିକ ବିନା ବିଶ୍ବାସ ଯେ ମୂଲ୍ଯହୀନ ଅଟେ, ଏହାର ପ୍ରମାଣ କ'ଣ ତୁମ୍ଭେ ଦେଖିବାକୁ ଚାହୁଁଛ ?வீணான மனுஷனே, கிரியைகளில்லாத விசுவாசம் செத்ததென்று நீ அறியவேண்டுமோ?

21 ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ବାରା ପରମେଶ୍ବରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବଦେୀ ଉପରେ ନିଜ ପୁତ୍ର ଇସ୍ହାକଙ୍କୁ ବଳି ରୂପରେ ପରମେଶ୍ବରଙ୍କଠା ରେ ଉତ୍ସର୍ଗ କଲେ।நம்முடைய பிதாவாகிய ஆபிரகாம் தன் குமாரன் ஈசாக்கைப் பலிபீடத்தின்மேல் செலுத்தினபோது, கிரியைகளினாலே அல்லவோ நீதிமானாக்கப்பட்டான்?

22 ଅତଏବ ତୁମ୍ଭେ ଦେଖ ଯେ, ଅବ୍ରହାମଙ୍କର ବିଶ୍ବାସ ଓ କର୍ମ ଏକା ସାଙ୍ଗ ରେ କାମ କରୁଥିଲା। ତାହାଙ୍କ କାମ ଦ୍ବାରା ହିଁ ତାହାଙ୍କର ବିଶ୍ବାସ ସିଦ୍ଧ ହେଲା।விசுவாசம் அவனுடைய கிரியைகளோடேகூட முயற்சிசெய்து, கிரியைகளினாலே விசுவாசம் பூரணப்பட்டதென்று காண்கிறாயே.

23 ଏହାଦ୍ବାରା ଶାସ୍ତ୍ରର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ ହୁଏ ଯେ : ଅବ୍ରହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ। ଓ ପରମେଶ୍ବର ଅବ୍ରହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସହେି ବିଶ୍ବାସ ଅବ୍ରହାମଙ୍କୁ ପରମେଶ୍ବରଙ୍କ ନିକଟରେ ଧାର୍ମିକ କଲା।332 ପରମେଶ୍ବରଙ୍କ ମିତ୍ର333 ବୋଲି ଅବ୍ରହାମ ଡ଼କାଗଲେ।அப்படியே ஆபிரகாம் தேவனை விசுவாசித்தான், அது அவனுக்கு நீதியாக எண்ணப்பட்டது என்கிற வேதவாக்கியம் நிறைவேறிற்று; அவன் தேவனுடைய சிநேகிதனென்னப்பட்டான்.

24 ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ବାରା ଜଣେ ଲୋକ ପରମେଶ୍ବରଙ୍କ ନିକଟରେ ଧାର୍ମିକ ହାଇପୋରୁଛି। ସେ କବଳେ ବିଶ୍ବାସ ଦ୍ବାରା ଧାର୍ମିକ ହାଇପୋରିବ ନାହିଁ।ஆதலால், மனுஷன் விசுவாசத்திலேமாத்திரமல்ல, கிரியைகளினாலேயும் நீதிமானாக்கப்படுகிறானென்று நீங்கள் காண்கிறீர்களே.

25 ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ଯା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ବରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ବରଙ୍କ ଗୁପ୍ତଚରମାନଙ୍କୁ ସାହାୟ୍ଯ କଲା ଓ ସମାନଙ୍କେୁ ନିଜ ଘ ରେ ସ୍ବାଗତ କଲା ଓ ଅନ୍ୟ ବାଟଦଇେ ସମାନଙ୍କେୁ ପଳାୟନ କରିବା ରେ ସାହାୟ୍ଯ କଲା।அந்தப்படி ராகாப் என்னும் வேசியும் தூதர்களை ஏற்றுக்கொண்டு வேறுவழியாய் அனுப்பிவிட்டபோது, கிரியைகளிலே அல்லவோ நீதியுள்ளவளாக்கப்பட்டாள்?

26 ଆତ୍ମା ନ ଥିଲେ ଜଣେ ମନୁଷ୍ଯର ଶରୀରଟି ମୃତ ହାଇଯୋଏ। ସହେିପରି ବିଶ୍ବାସ ବିଷୟ ରେ ମଧ୍ଯ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ବାସ ମୃତ ଅଟେ।அப்படியே, ஆவியில்லாத சரீரம் செத்ததாயிருக்கிறதுபோல, கிரியைகளில்லாத விசுவாசமும் செத்ததாயிருக்கிறது.

Tamil Bible