Jude 1 - ORIYA (Tamil)
1 ମୁଁ ୟିହୂଦା, ଯୀଶୁଖ୍ରୀଷ୍ଟଙ୍କର ଜଣେ ସବେକ ଓ ଯାକୁବଙ୍କର ଭାଇ ଅଟେ।இயேசுகிறிஸ்துவினுடைய ஊழியக்காரனும், யாக்கோபினுடைய சகோதரனுமாயிருக்கிற யூதா, பிதாவாகிய தேவனாலே பரிசுத்தமாக்கப்பட்டவர்களும், இயேசுகிறிஸ்துவினாலே காக்கப்பட்டவர்களுமாகிய அழைக்கப்பட்டவர்களுக்கு எழுதுகிறதாவது:
2 ପରମେଶ୍ବରଙ୍କର ଦୟା, ପ୍ ରମେ ଓ ଶାନ୍ତି ପ୍ରଚୁର ଭାବରେ ତୁମ୍ଭମାନେେ ଭୋଗ କର।உங்களுக்கு இரக்கமும் சமாதானமும் அன்பும் பெருகக்கடவது.
3 ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହାଇେଥିବା ପରିତ୍ରାଣ ସମ୍ବନ୍ଧ ରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳ ରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ଯକ ଇଚ୍ଛା କଲି ; ମୁଁ ତୁମ୍ଭକୁ ବିଶ୍ବାସ ସକାେଶ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଚା ହେଁ। ପରମେଶ୍ବର ତାହାଙ୍କର ପବିତ୍ର ଲୋକମାନଙ୍କୁ ସହେି ବିଶ୍ବାସ ଦଇେଥିଲେ। ପରମେଶ୍ବର ଏକାଥରକେ ଏହି ବିଶ୍ବାସ ଦଇେଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।பிரியமானவர்களே, பொதுவான இரட்சிப்பைக்குறித்து உங்களுக்கு எழுதும்படி நான் மிகவும் கருத்துள்ளவனாயிருக்கையில், பரிசுத்தவான்களுக்கு ஒருவிசை ஒப்புக்கொடுக்கப்பட்ட விசுவாசத்திற்காக நீங்கள் தைரியமாய்ப் போராடவேண்டுமென்று உங்களுக்கு எழுதி உணர்த்துவது எனக்கு அவசியமாய்க் கண்டது.
4 କେତକେ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳ ରେ ପ୍ରବେଶ କରିଛନ୍ତି। ସମାନେେ ସମାନଙ୍କେର କାର୍ୟ୍ଯ ପାଇଁ ଦୋଷୀ ବିବଚେିତ ହାଇେ ସାରିଲଣେି। ଭବିଷ୍ଯଦ୍ ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟ ରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ବରଙ୍କର ବିରୋଧୀ। ସମାନେେ ପାପପୂର୍ଣ୍ଣ କାର୍ୟ୍ଯ କରିବା ପାଇଁ ଆମ୍ଭ ପରମେଶ୍ବରଙ୍କର ଅନୁଗ୍ରହକୁ ଅପବ୍ଯବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।ஏனெனில் நமது தேவனுடைய கிருபையைக் காமவிகாரத்துக்கேதுவாகப் புரட்டி, ஒன்றான ஆண்டவராகிய தேவனையும், நம்முடைய கர்த்தராகிய இயேசுகிறிஸ்துவையும் மறுதலிக்கிற பக்தியற்ற சிலர் பக்கவழியாய் நுழைந்திருக்கிறார்கள்; அவர்கள் இந்த ஆக்கினைக்குள்ளாவார்களென்று பூர்வத்திலே எழுதியிருக்கிறது.
5 ତୁମ୍ଭେ ଆଗରୁ ଜାଣିଥିବା କେତକେ କଥା ସ୍ମରଣ କରାଇବା ପାଇଁ ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିବାକୁ ଚା ହେଁ। ମନରେଖ, ପ୍ରଭୁ ତାହାଙ୍କର ଲୋକଙ୍କୁ ମିସର ଦେଶରୁ ଉଦ୍ଧାର କଲେ। କିନ୍ତୁ ପରେ ପ୍ରଭୁ ସମସ୍ତ ଅବିଶ୍ବାସୀ ଲୋକମାନଙ୍କୁ ଧ୍ବଂସ କରି ଦେଲେ।நீங்கள் முன்னமே அறிந்திருந்தாலும், நான் உங்களுக்கு நினைப்பூட்ட விரும்புகிறதென்னவெனில், கர்த்தர் தமது ஜனத்தை எகிப்து தேசத்திலிருந்து வரப்பண்ணி இரட்சித்து, பின்பு விசுவாசியாதவர்களை அழித்தார்.
6 ତୁମ୍ଭେ ସହେି ସ୍ବର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସମାନେେ ତାହାକୁ ରଖିପାରିଲେ ନାହିଁ। ସମାନେେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସମାନଙ୍କେୁ ଅନ୍ଧକାର ରେ ରଖିଛନ୍ତି। ସମାନେେ ଅନନ୍ତକାଳୀନ ବନ୍ଧନ ରେ ବନ୍ଧା ହାଇେଛନ୍ତି। ସେ ସମାନଙ୍କେୁ ମହାବିଚାର ଦିନ ପର୍ୟ୍ଯନ୍ତ ରଖିଛନ୍ତି।தங்களுடைய ஆதிமேன்மையைக் காத்துக்கொள்ளாமல், தங்களுக்குரிய வாசஸ்தலத்தை விட்டுவிட்ட தூதர்களையும், மகா நாளின் நியாயத்தீர்ப்புக்கென்று நித்திய சங்கிலிகளினாலே கட்டி, அந்தகாரத்தில் அடைத்து வைத்திருக்கிறார்.
7 ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।அப்படியே சோதோம் கொமோரா பட்டணத்தார்களும், அவைகளைச் சூழ்ந்த பட்டணத்தார்களும், அவர்களைப் போல் விபசாரம்பண்ணி, அந்நிய மாம்சத்தைத் தொடர்ந்து, நித்திய அக்கினியின் ஆக்கினையை அடைந்து, திருஷ்டாந்தமாக வைக்கப்பட்டிருக்கிறார்கள்.
8 ତୁମ୍ଭମାନଙ୍କ ଦଳ ରେ ପ୍ରବେଶ କରିଥିବା ଲୋକମାନେ ଠିକ୍ ଏହିପରି। ସମାନେେ ସ୍ବପ୍ନ ଦ୍ବାରା ପରିଚାଳିତ ହୁଅନ୍ତି। ସମାନେେ ନିଜ ଶରୀରକୁ ପାପ କାର୍ୟ୍ଯ ରେ ଦୂଷିତ କରନ୍ତି। ସମାନେେ ପରମେଶ୍ବରଙ୍କର କତ୍ତୃର୍ତ୍ବକୁ ଅସ୍ବୀକାର କରନ୍ତି ଓ ଗୌରବମୟ ସ୍ବର୍ଗଦୂତମାନଙ୍କ ବିରୁଦ୍ଧ ରେ ବହୁତ ମନ୍ଦ କଥା କହନ୍ତି।அப்படிப்போலவே, சொப்பனக்காரராகிய இவர்களும் மாம்சத்தை அசுசிப்படுத்திக்கொண்டு, கர்த்தத்துவத்தை அசட்டைபண்ணி, மகத்துவங்களைத் தூஷிக்கிறார்கள்.
9 ପ୍ରଧାନ ସ୍ବର୍ଗଦୂତ ମୀଖାଯଲେ ମଧ୍ଯ ଏହା କରି ନ ଥିଲେ। ସେ ମାଶାଙ୍କେ ଶରୀର ନବୋ ବିଷୟ ରେ ଶୟତାନ ସହିତ ୟୁକ୍ତି କରିଥିଲେ। କିନ୍ତୁ ମୀଖାଯଲେ ସମାଲୋଚନାମୂଳକ କଥା କହି ତାହାକୁ ଦୋଷୀ କରିବାକୁ ସାହସ କଲେ ନାହିଁ। କିନ୍ତୁ ସେ କହିଲେ, ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।பிரதான தூதனாகிய மிகாவேல், மோசேயின் சரீரத்தைக் குறித்துப் பிசாசுடனே தர்க்கித்துப்பேசினபோது, அவனைத் தூஷணமாய்க் குற்றப்படுத்தத் துணியாமல்: கர்த்தர் உன்னைக் கடிந்துகொள்வாராக என்று சொன்னான்.
10 କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟ ରେ ସମାଲୋଚନା କରନ୍ତି। ସମାନେେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସମାନେେ ଚିନ୍ତା ନ କରି ବୁଝନ୍ତି। କବଳେ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟଗୁଡ଼ିକ ହତେୁ ସମାନେେ ବିନଷ୍ଟ ହୁଅନ୍ତି।இவர்கள் தங்களுக்குத் தெரியாதவைகளைத் தூஷிக்கிறார்கள்; புத்தியில்லாத மிருகங்களைப்போல சுபாவப்படி தங்களுக்குத் தெரிந்திருக்கிறவைகளாலே தங்களைக் கெடுத்துக்கொள்ளுகிறார்கள்.
11 ଏହା ସମାନଙ୍କେ ପାଇଁ ଖରାପ ଅଟେ। ଏହି ଲୋକମାନେ କଯିନର ପଥ ଅନୁସରଣ କରିଛନ୍ତି। ସମାନେେ ଅର୍ଥ ଲୋଭ ସକାେଶ ବିଲିୟମ ପରି ଅନ୍ଯାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ବରଙ୍କ ବିରୁଦ୍ଧ ରେ ଆଚରଣ କରିଛନ୍ତି। କୋରହ ପରି ସମାନେେ ମଧ୍ଯ ଧ୍ବଂସ ହବେେ।இவர்களுக்கு ஐயோ! இவர்கள் காயீனுடைய வழியில் நடந்து, பிலேயாம் கூலிக்காகச் செய்த வஞ்சகத்திலே விரைந்தோடி, கோரா எதிர்த்துப்பேசின பாவத்திற்குள்ளாகி, கெட்டுப்போனார்கள்.
12 ଏମାନେ ତୁମ୍ଭମାନଙ୍କର ପ୍ ରମେି ଭୋଜିର କଳଙ୍କ ପରି। ସମାନେେ ନିର୍ଭୟ ରେ ତୁମ୍ଭ ସହିତ ଭୋଜନ କରନ୍ତି। ସମାନେେ କବଳେ ନିଜର ଯତ୍ନ ନିଅନ୍ତି। ସମାନେେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ବାରା ସମାନେେ ଚାରିଆଡ଼େ ଉଡ଼ନ୍ତି। ସମାନେେ ହମେନ୍ତ କାଳ ରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସମାନଙ୍କେର ଦୁଇ ଥର ମୃତ୍ଯୁ ହୁଏ।இவர்கள் உங்கள் அன்பின் விருந்துகளில் கறைகளாயிருந்து, பயமின்றிக் கூட விருந்துண்டு, தங்களைத் தாங்களே மேய்த்துக்கொள்ளுகிறார்கள்; இவர்கள் காற்றுகளால் அடியுண்டோடுகிற தண்ணீரற்ற மேகங்களும், இலையுதிர்ந்து கனியற்று இரண்டுதரஞ் செத்து வேரற்றுப் போன மரங்களும்,
13 ସମାନେେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫଣେ ସୃଷ୍ଟି କରେ। ତରଙ୍ଗ ଫଣେ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ୟ୍ଯ କରନ୍ତି। ଏହି ଲୋକମାନେ ଆକାଶ ରେ ଏଣତେଣେେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ଯ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।தங்கள் அவமானங்களை நுரைதள்ளுகிற அமளியான கடலலைகளும், மார்க்கந்தப்பி அலைகிற நட்சத்திரங்களுமாயிருக்கிறார்கள்; இவர்களுக்காக என்றென்றைக்கும் காரிருளே வைக்கப்பட்டிருக்கிறது.
14 ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷ ରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟ ରେ ଏହି କଥା କହିଥିଲେ : ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ବର୍ଗଦୂତମାନଙ୍କ ସହିତ ଆସୁଛନ୍ତି।ஆதாமுக்கு ஏழாந்தலைமுறையான ஏனோக்கும் இவர்களைக்குறித்து: இதோ, எல்லாருக்கும் நியாயத்தீர்ப்புக் கொடுக்கிறதற்கும், அவர்களில் அவபக்தியுள்ளவர்கள் யாவரும் அவபக்தியாய்ச் செய்துவந்த சகல அவபக்தியான கிரியைகளினிமித்தமும்,
15 ପ୍ରଭୁ ପ୍ରେତ୍ୟକକ ଲୋକଙ୍କର ବିଚାର କରିବେ। ସେ ପରମେଶ୍ବରଙ୍କ ବିରୋଧୀ ପ୍ରେତ୍ୟକକ ଲୋକଙ୍କୁ ବିଚାର କରିବାକୁ ଓ ଦଣ୍ଡ ଦବୋକୁ ଆସୁଛନ୍ତି। ସେ ପରମେଶ୍ବରଙ୍କର ବିରୁଦ୍ଧ ରେ ଦୁଷ୍କର୍ମ କରିଥିବା ପ୍ରେତ୍ୟକକ ଲୋକଙ୍କୁ ଦଣ୍ଡ ଦବେେ। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ, ସହେି ପାପୀମାନଙ୍କୁ ପରମେଶ୍ବର ଦଣ୍ଡ ଦବେେ। ପରମେଶ୍ବରଙ୍କ ବିରୁଦ୍ଧ ରେ ମନ୍ଦକଥା କହିବା ହତେୁ ସେ ସମାନଙ୍କେୁ ଦଣ୍ଡ ଦବେେ।தமக்கு விரோதமாய் அவபக்தியுள்ள பாவிகள் பேசின கடின வார்த்தைகளெல்லாவற்றினிமித்தமும், அவர்களைக் கண்டிக்கிறதற்கும், ஆயிரமாயிரமான தமது பரிசுத்தவான்களோடுங்கூட கர்த்தர் வருகிறார் என்று முன்னறிவித்தான்.
16 ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧ ରେ ଅଭିଯୋଗ କରନ୍ତି ଓ ସମାନଙ୍କେର ଦୋଷ ବାହାର କରନ୍ତି। ସମାନେେ ସବୁବେଳେ ନଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରିଥାଆନ୍ତି। ସମାନେେ ନିଜ ବିଷୟ ରେ ଅହଙ୍କାର କରି କଥା କୁହନ୍ତି। ସମାନେେ ନିଜ ସ୍ବାର୍ଥ ହାସଲ କରିବା ପାଇଁ କବଳେ ଅନ୍ୟ ଲୋକମାନଙ୍କ ସପକ୍ଷ ରେ ଭଲକଥା କୁହନ୍ତି।இவர்கள் முறுமுறுக்கிறவர்களும், முறையிடுகிறவர்களும், தங்கள் இச்சைகளின்படி நடக்கிறவர்களுமாயிருக்கிறார்கள்; இவர்களுடைய வாய் இறுமாப்பானவைகளைப்பேசும்; தற்பொழிவுக்காக முகஸ்துதி செய்வார்கள்.
17 ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ପ୍ ରରେିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁ ସବୁ କଥା କହିଛନ୍ତି, ତାହା ସ୍ମରଣ କର।நீங்களோ பிரியமானவர்களே, நம்முடைய கர்த்தராகிய இயேசுகிறிஸ்துவின் அப்போஸ்தலரால் முன் சொல்லப்பட்ட வார்த்தைகளை நினைவுகூறுங்கள்.
18 ପ୍ ରରେିତମାନେ ତୁମ୍ଭକୁ କହିଥିଲେ, ଶଷେ କାଳ ରେ ପରମେଶ୍ବରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ। ଏହି ଲୋକମାନେ କବଳେ ନିଜ ଇଚ୍ଛା ଅନୁସାରେ ପରମେଶ୍ବରଙ୍କ ବିରୁଦ୍ଧ ରେ କାର୍ୟ୍ଯ କରନ୍ତି।கடைசிக்காலத்திலே தங்கள் துன்மார்க்கமான இச்சைகளின்படி நடக்கிற பரியாசக்காரர் தோன்றுவார்கள் என்று உங்களுக்குச் சொன்னார்களே.
19 ଏହି ଲୋକମାନେ ତୁମ୍ଭମାନଙ୍କ ମଧିଅରେ ଦଳଭଦେ ସୃଷ୍ଟି କରନ୍ତି। ସମାନେେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ୟ୍ଯ କରନ୍ତି। ସମାନଙ୍କେ ମଧିଅରେ ପବିତ୍ର ଆତ୍ମା ନାହାଁନ୍ତି।இவர்கள் பிரிந்து போகிறவர்களும், ஜென்மசுபாவத்தாரும், ஆவியில்லாதவர்களுமாமே.
20 କିନ୍ତୁ ମାରେ ପ୍ରିୟ ବନ୍ଧୁଗଣ, ତୁମ୍ଭମାନେେ ନିଜର ପବିତ୍ର ବିଶ୍ବାସ ଉପରେ ନିଜନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ ପ୍ରାର୍ଥନା କର।நீங்களோ பிரியமானவர்களே, உங்கள் மகா பரிசுத்தமான விசுவாசத்தின்மேல் உங்களை உறுதிப்படுத்திக்கொண்டு, பரிசுத்த ஆவிக்குள் ஜெபம்பண்ணி,
21 ପରମେଶ୍ବରଙ୍କର ପ୍ ରମେ ରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭମାନେେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ।தேவனுடைய அன்பிலே உங்களைக் காத்துக்கொண்டு, நித்திய ஜீவனுக்கேதுவாக நம்முடைய கர்த்தராகிய இயேசுக்கிறிஸ்துவினுடைய இரக்கத்தைப்பெறக் காத்திருங்கள்.
22 ସନ୍ଦହେ ରେ ପଡ଼ିଥିବା ଲୋକମାନଙ୍କୁ ସାହାୟ୍ଯ କର।அல்லாமலும், நீங்கள் பகுத்தறிவுள்ளவர்களாயிருந்து, சிலருக்கு இரக்கம் பாராட்டி, சிலரை அக்கினியிலிருந்து இழுத்துவிட்டு, பயத்தோடே இரட்சித்து,
23 ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସହେି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦଖାଇବୋ ବେଳେ ସାବଧାନ ରେ ରୁହ। ପାପରେ କଳଙ୍କିତ ହାଇେଥିବା ସମାନଙ୍କେର ଲୁଗାପଟାକୁ ମଧ୍ଯ ଘୃଣା କର।மாம்சத்தால் கறைப்பட்டிருக்கிற வஸ்திரத்தையும் வெறுத்துத் தள்ளுங்கள்.
24 ପରମେଶ୍ବର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖରୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦଇେ ପାରିବେ।வழுவாதபடி உங்களைக் காக்கவும், தமது மகிமையுள்ள சந்நிதானத்திலே மிகுந்த மகிழ்ச்சியோடே உங்களை மாசற்றவர்களாய் நிறுத்தவும் வல்லமையுள்ளவரும்,
25 ସେ ଏକମାତ୍ର ପରମେଶ୍ବର। ସେ କବଳେ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ବରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।தாம் ஒருவரே ஞானமுள்ளவருமாகிய நம்முடைய இரட்சகரான தேவனுக்குக் கனமும் மகத்துவமும் வல்லமையும் அதிகாரமும் இப்பொழுதும் எப்பொழுதும் உண்டாவதாக. ஆமென்.
Tamil Bible