Philippians 2 - ORIYA (Tamil)

1 ଖ୍ରୀଷ୍ଟଯୀଶୁଙ୍କଠା ରେ ଥାଇ କୌଣସି କାର୍ୟ୍ଯ କରିବାକୁ ମୁଁ ତୁମ୍ଭକୁ କହିପା ରେ କି ? ତୁମ୍ଭେ ମାେତେ ପ୍ ରମେପୂର୍ଣ୍ଣ ସାନ୍ତ୍ବନା ଦଇପୋର କି ? ଆମ୍ଭେ ଏକତ୍ର ଆତ୍ମାର ସହଭାଗୀତା ରେ ଅଛୁ କି ? ତୁମ୍ଭଠା ରେ କରୁଣା ଓ ଦୟା ଅଛି କି ?ஆதலால் கிறிஸ்துவுக்குள் யாதொரு ஆறுதலும், அன்பினாலே யாதொரு தேறுதலும், ஆவியின் யாதொரு ஐக்கியமும், யாதொரு உருக்கமான பட்சமும் இரக்கங்களும் உண்டானால்,

2 ଯଦି ଏଗୁଡ଼ିକ ତୁମ୍ଭଠା ରେ ଅଛି, ତା' ହେଲେ ମାେ ପାଇଁ କିଛି କର ବୋଲି ମୁଁ ଚା ହେଁ, ଏହା ମାେତେ ଅତ୍ଯନ୍ତ ଆନନ୍ଦିତ କରିବ। ମୁଁ ଚା ହେଁ ଯେ ତୁମ୍ଭମାନେେ ଏକମନା ହାଇେ ସମ ବିଷୟ ରେ ବିଶ୍ବାସ ଦ୍ବାରା ସଂୟୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ ରମେଭାବ ରଖ ଏବଂ ଏକ ଆତ୍ମା ରେ ଏବଂ ସମ ଉଦ୍ଦେଶ୍ଯ ରେ ଏକତ୍ର ବାସ କର।நீங்கள் ஏக சிந்தையும் ஏக அன்புமுள்ளவர்களாயிருந்து, இசைந்த ஆத்துமாக்களாய் ஒன்றையே சிந்தித்து, என் சந்தோஷத்தை நிறைவாக்குங்கள்.

3 ସ୍ବାର୍ଥପରତା ଓ ଗର୍ବ ହତେୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ।ஒன்றையும் வாதினாலாவது வீண்பெருமையினாலாவது செய்யாமல், மனத்தாழ்மையினாலே ஒருவரையொருவர் தங்களிலும் மேன்மையானவர்களாக எண்ணக்கடவீர்கள்.

4 କବଳେ ନିଜ ଜୀବନ ବିଷୟ ରେ ଆଗ୍ରହୀ ନ ହାଇେ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟ ରେ ମଧ୍ଯ ଆଗ୍ରହୀ ହୁଅ।அவனவன் தனக்கானவைகளையல்ல, பிறருக்கானவகளையும் நோக்குவானாக.

5 ନିଜ ଜୀବନ ରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।கிறிஸ்து இயேசுவிலிருந்த சிந்தையே உங்களிலும் இருக்கக்கடவது;

6 ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ବରଙ୍କ ସାଦୃଶ୍ଯ ଥିଲେ। ପରମେଶ୍ବରଙ୍କ ସହିତ ସମାନ ହାଇେ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।அவர் தேவனுடைய ரூபமாயிருந்தும், தேவனுக்குச் சமமாயிருப்பதைக் கொள்ளையாடின பொருளாக எண்ணாமல்,

7 ସେ ପରମେଶ୍ବରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ। ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ।தம்மைத்தாமே வெறுமையாக்கி, அடிமையின் ரூபமெடுத்து, மனுஷர் சாயலானார்.

8 ମନୁଷ୍ଯ ଭାବରେ ଜୀବନ ଯାପନ କଲା ବେଳେ ସେ ପୂର୍ଣ୍ଣ ଭାବରେ ପରମେଶ୍ବରଙ୍କ ଆଜ୍ଞକାରୀ ହାଇେ ନିଜକୁ ନମ୍ର କଲେ। ଏପରିକି କ୍ରୁଶ ରେ ମୃତ୍ଯୁ ପର୍ୟ୍ଯନ୍ତ ନିଜକୁ ବାଧ୍ଯ ଓ ନମ୍ର କଲେ।அவர் மனுஷரூபமாய்க் காணப்பட்டு, மரணபரியந்தம், அதாவது சிலுவையின் மரணபரியந்தமும் கீழ்ப்படிந்தவராகி, தம்மைத்தாமே தாழ்த்தினார்.

9 ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।ஆதலால் தேவன் எல்லாவற்றிற்கும் மேலாக அவரை உயர்த்தி,

10 ଏପରି କରିବାର ଉଦ୍ଦେଶ୍ଯ ଥିଲା ଯେ ସ୍ବର୍ଗର, ପୃଥିବୀର ଓ ପାତାଳର ପ୍ରେତ୍ୟକକ ଲୋକ ଯେପରି ଯୀଶୁଙ୍କ ନାମ ଆଗ ରେ ମୁଣ୍ଡ ନୁଆଇଁବେ।இயேசுவின் நாமத்தில் வானோர் பூதலத்தோர் பூமியின் கீழானோருடைய முழங்கால் யாவும் முடங்கும்படிக்கும்,

11 ଅତଏବ ପ୍ରେତ୍ୟକକ ଲୋକ ଯୀଶୁଖ୍ରୀଷ୍ଟ ଯେ ପ୍ରଭୁ ଏହା ସ୍ବୀକାର କରିବେ। ଏହା ସମାନେେ କହିବା ଦ୍ବାରା ପିତା ପରମେଶ୍ବରଙ୍କର ଗୌରବ ହବେ।பிதாவாகிய அவருக்கு மகிமையாக இயேசுகிறிஸ்து கர்த்தரென்று நாவுகள் யாவும் அறிக்கைபண்ணும்படிக்கும், எல்லா நாமத்திற்கும் மேலான நாமத்தை அவருக்குத் தந்தருளினார்.

12 ମାେ ପ୍ରିୟ ମିତ୍ରଗଣ! ତୁମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ଥିଲା ବେଳେ ତୁମ୍ଭମାନେେ ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ନ ଥିଲା ବେଳେ ମଧ୍ଯ ତୁମ୍ଭେ ତାହାଙ୍କ ବାଧ୍ଯ ହବୋ ଅଧିକ ଗୁରୁତ୍ତ୍ବପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହବୋ ଆବଶ୍ଯକ ଯେ ମାେ ସାହାୟ୍ଯ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ବରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।ஆதலால், எனக்குப் பியமானவர்களே, நீங்கள் எப்பொழுதும் கீழ்ப்படிகிறபடியே, நான் உங்களுக்குச் சமீபமாயிருக்கும்பொழுது மாத்திரமல்ல, நான் தூரமாயிருக்கிற இப்பொழுதும், அதிக பயத்தோடும் நடுக்கத்தோடும் உங்கள் இரட்சிப்பு நிறைவேறப் பிரயாசப்படுங்கள்.

13 ପରମେଶ୍ବର ତୁମ୍ଭ ମଧିଅରେ କାର୍ୟ୍ଯ କରୁଛନ୍ତି। ତାହାଙ୍କୁ ସନ୍ତୁଷ୍ଟ କଲା ଭଳି କାର୍ୟ୍ଯ କରିବା ନିମନ୍ତେ ସେ ତୁମ୍ଭକୁ ଇଚ୍ଛାଶକ୍ତି ଦିଅନ୍ତି ଓ ତାହା ସାଧନ କରିବାକୁ ଶକ୍ତି ମଧ୍ଯ ଦିଅନ୍ତି।தேவனே தம்முடைய தயவுள்ள சித்தத்தின்படி விருப்பத்தையும் செய்கையையும் உங்களில் உண்டாக்குகிறவராயிருக்கிறார்.

14 ଅଭିଯୋଗ ବା ବାଦାନୁବାଦ ନ କରି ପ୍ରେତ୍ୟକକ କାର୍ୟ୍ଯ କର।நான் வீணாக ஓடினதும் வீணாகப் பிரயாசப்பட்டதுமில்லையென்கிற மகிழ்ச்சி கிறிஸ்துவின் நாளில் எனக்கு உண்டாயிருப்பதற்கு, ஜீவவசனத்தைப் பிடித்துக்கொண்டு, உலகத்திலே சுடர்களைப்போலப் பிரகாசிக்கிற நீங்கள்,

15 ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।கோணலும் மாறுபாடுமான சந்ததியின் நடுவிலே குற்றமற்றவர்களும் கபடற்றவர்களும், தேவனுடைய மாசற்றபிள்ளைகளுமாயிருக்கும்படிக்கு,

16 ତୁମ୍ଭେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଶିକ୍ଷା ଦିଅ। ତେଣୁ ଖ୍ରୀଷ୍ଟଙ୍କ ଆଗମନ ରେ ମୁଁ ଖୁସି ହବେି, କାରଣ ମୁଁ ଜାଣିବି ଯେ ମାରେ କାମ ବିଫଳ ହାଇେ ନାହିଁ। ମୁଁ ଜାଣିବି ଯେ ଦୌଡ଼ ପ୍ରତି ଯୋଗିତା ରେ ଦୌଡ଼ି ଜିତିଛି।எல்லாவற்றையும் முறுமுறுப்பில்லாமலும் தர்க்கிப்பில்லாமலும் செய்யுங்கள்.

17 ପରମେଶ୍ବରଙ୍କ ସବୋ ରେ, ତୁମ୍ଭ ବିଶ୍ବାସ ତୁମ୍ଭକୁ ଏକ ବଳିଦାନ ରୂପେ ସବୋ କରିବା ପାଇଁ ପ୍ ରରଣୋ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସବୋ ରେ ମାେତେ ମାରେ ନିଜ ରକ୍ତ ମଧ୍ଯ ଉତ୍ସର୍ଗ କରିବାକୁ ପଡ଼ିପା ରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦ ରେ ପରିପୂର୍ଣ୍ଣ ଓ ଖୁସି ହବେି।ேலும், உங்கள் விசுவாசமாகிய பலியின்மேலும் ஊழியத்தின்மேலும் நான் வார்க்கப்பட்டுப்போனாலும், நான் மகிழ்ந்து, உங்களனைவரோடுங்கூடச் சந்தோஷப்படுவேன்.

18 ତୁମ୍ଭମାନେେ ମଧ୍ଯ ମାେ ସହିତ ଖୁସି ହୁଅ ଓ ଆନନ୍ଦ ରେ ପରିପୂର୍ଣ୍ଣ ହୁଅ।இதினிமித்தம் நீங்களும் மகிழ்ந்து, என்னோடேகூடச் சந்தோஷப்படுங்கள்.

19 ପ୍ରଭୁ ଯୀଶୁଙ୍କଠା ରେ ମୁଁ ଆଶା କରେ ଯେ ତୀମଥିଙ୍କୁ ଖୁବ୍ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାଇବି। ତୁମ୍ଭମାନେେ କିପରି ଅଛ ଜାଣି ମୁଁ ଆନନ୍ଦିତ ହବେି।அன்றியும், நானும் உங்கள் செய்திகளை அறிந்து மனத்தேறுதல் அடையும்படிச் சீக்கிரமாய்த் தீமோத்தேயுவை உங்களிடத்தில் அனுப்பலாமென்று கர்த்தராகிய இயேசுவுக்குள் நம்பியிருக்கிறேன்.

20 ତୀମଥିଙ୍କ ଭଳି ମାେ ପାଖ ରେ ଆଉ କହେି ଲୋକ ନାହାଁନ୍ତି।அதேனென்றால், உங்கள் காரியங்களை உண்மையாய் விசாரிக்கிறதற்கு என்னைப்போல மனதுள்ளவன் அவனையன்றி வேறோருவனும் என்னிடத்திலில்லை.

21 ସେ ପ୍ରକୃତ ରେ ତୁମ୍ଭ ପାଇଁ ମନୟୋଗୀ। ଅନ୍ୟ ଲୋକମାନେ କବଳେ ତାଙ୍କ ନିଜ ଜୀବନ ବିଷୟ ରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ୟ୍ଯ ରେ ସମାନେେ ଆଗ୍ରହୀ ନୁହଁନ୍ତି।மற்றவர்களெல்லாரும் கிறிஸ்து இயேசுவுக்குரியவைகளைத் தேடாமல், தங்களுக்குரியவைகளையே தேடுகிறார்கள்.

22 ତୁମ୍ଭମାନେେ ଜାଣିଛ ଯେ ତୀମଥି କି ପ୍ରକାରର ଲୋକ। ପୁତ୍ର ଯେପରି ପିତାର ସବୋ କରେ, ସହେିପରି ସେ ମାେ ସହିତ ସୁସମାଚାର କହିବା ସମୟରେ ମାରେ ସବୋ କରିଛନ୍ତି ; ଏକଥା ତୁମ୍ଭମାନେେ ଜାଣ।தகப்பனுக்குப் பிள்ளை ஊழியஞ்செய்வதுபோல, அவன் என்னுடனேகூட சுவிசேஷத்தினிமித்தம் ஊழியஞ்செய்தானென்று அவனுடைய உத்தமகுணத்தை அறிந்திருக்கிறீர்கள்.

23 ମୁଁ ଶୀଘ୍ର ତାହାଙ୍କୁ ପଠାଇବା ଯୋଜନା କରୁଛି। ମାେ ସହିତ କ'ଣ ଘଟିବାକୁ ଯାଉଛି, ଜାଣିଲା ପରେ, ମୁଁ ତାଙ୍କୁ ପଠାଇବି।ஆகையால் என் காரியங்கள் இன்னபடி நடக்கும் என்று நான் அறிந்தவுடனே அவனை அனுப்பலாமென்று நினைத்திருக்கிறேன்.

24 ମୁଁ ନିଶ୍ଚିତ ଯେ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ୟିବା ପାଇଁ ପ୍ରଭୁ ମାେତେ ସାହାୟ୍ଯ କରିବେ।அன்றியும் நானே சீக்கிரத்தில் வருவேனென்று கர்த்தருக்குள் நம்பிக்கையாயிருக்கிறேன்.

25 ଏପାଫ୍ରାଦିତ ଖ୍ରୀଷ୍ଟଙ୍କଠା ରେ ମାରେ ଭାଇ। ସେ ମାେ ସହିତ ଖ୍ରୀଷ୍ଟ-ବାହିନୀର ଜଣେ ସବେକ ଓ କାର୍ୟ୍ଯକାରୀ। ମାେ ଦରକାର ବେଳେ ତୁମ୍ଭମାନେେ ତାହାଙ୍କୁ ମାେ ସାହାୟ୍ଯ ପାଇଁ ପଠାଇଥିଲ। ମୁଁ ଭାବୁଛି ଏବେ ପୁନର୍ବାର ମୁଁ ତାହାଙ୍କୁ ତୁମ୍ଭ ପାଖକୁ ଫରୋଇ ଦବେି।மேலும், என் சகோதரனும், உடன்வேலையாளும், உடன்சேவகனும், உங்கள் ஸ்தானாபதியும், என் குறைச்சலுக்கு உதவிசெய்தவனுமான எப்பாப்பிரோதீத்துவை உங்களிடத்தில் அனுப்பவேண்டுமென்று எண்ணினேன்.

26 ସେ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛୁକ, ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ସେ ଅସୁସ୍ଥ ଥିଲେ ବୋଲି ତୁମ୍ଭେ ଶୁଣି ଥିବା ହତେୁ ସେ ଚିନ୍ତିତ ଥିଲେ।அவன் உங்கள் எல்லார் மேலும் வாஞ்சையுள்ளவனும், தான் வியாதிப்பட்டதை நீங்கள் கேள்விப்பட்டதினாலே, மிகவும் வியாகுலப்படுகிறவனுமாயிருந்தான்.

27 ସେ ଅସୁସ୍ଥ ଥିଲେ ଓ ମୃତ୍ଯୁର ଦ୍ବାର ଦେଶ ରେ ଥିଲେ। କିନ୍ତୁ ପରମେଶ୍ବର ତାହାଙ୍କୁ ଓ ମାେତେ ମଧ୍ଯ ସାହାୟ୍ଯ କଲେ, ଯେପରି ମାେ ପାଇଁ ଅଧିକ ଦୁଃଖ ନ ଘଟେ।அவன் வியாதிப்பட்டு மரணத்திற்குச் சமீபமாயிருந்தது மெய்தான். ஆகிலும், தேவன் அவனுக்கு இரங்கினார்; அவனுக்கு இரங்கினதுமல்லாமல், துக்கத்தின்மேல் துக்கம் எனக்கு உண்டாகாதபடிக்கு, எனக்கும் இரங்கினார்.

28 ତେଣୁ ମୁଁ ତାହାଙ୍କୁ ପଠାଇବାକୁ ଅତିଶୟ ଇଚ୍ଛା କରେ। ତୁମ୍ଭେ ମଧ୍ଯ ତାହାଙ୍କୁ ଦେଖିଲେ ଖୁସି ହବେ, ମୁଁ ମଧ୍ଯ ତୁମ୍ଭ ବିଷୟ ରେ ଚିନ୍ତାମୁକ୍ତ ହବେି।ஆகையால் நீங்கள் அவனை மறுபடியும் கண்டு சந்தோஷப்படவும், என் துக்கங் குறையவும், அவனை அதிசீக்கிரமாய் அனுப்பினேன்.

29 ସେଥିପାଇଁ ପ୍ରଭୁଙ୍କଠା ରେ ଆନନ୍ଦର ସହିତ ତାହାଙ୍କୁ ସ୍ବାଗତ ଜଣାଅ। ଏପାଫ୍ରାଦିତଙ୍କ ଭଳି ଲୋକମାନଙ୍କୁ ତୁମ୍ଭମାନେେ ସମ୍ମାନ ଦିଅ।ஆனபடியினாலே நீங்கள் கர்த்தருக்குள் மிகுந்த சந்தோஷத்தோடே அவனை ஏற்றுக்கொண்டு, இப்படிப்பட்டவர்களைக் கனமாய் எண்ணுங்கள்.

30 ଖ୍ରୀଷ୍ଟଙ୍କ କାମ ପାଇଁ ସେ ମୃତପ୍ରାଯଃ ହାଇେ ଯାଇଥିବାରୁ ସମ୍ମାନିତ ହବୋ ଉଚିତ୍। ମାେତେ ସାହାୟ୍ଯ କରିବା ପାଇଁ ସେ ନିଜ ଜୀବନକୁ ବିପଦ ରେ ପକାଇଥିଲେ। ତୁମ୍ଭେ ଦେଖିଥିବା ସବୋ ରେ ୟହା କମ୍ ରହି ଯାଇଥିଲା, ସତେିକି ସେ ପୂରଣ କରି ଦଇେଥିଲେ।ஏனெனில் நீங்கள் எனக்குச் செய்யவேண்டிய ஊழியத்திலே உங்கள் குறைவை நிறைவாக்கும்படிக்கு, அவன் தன் பிராணனையும் எண்ணாமல், கிறிஸ்துவின் ஊழியத்தினிமித்தம் மரணத்திற்குச் சமீபமாயிருந்தான்.

Tamil Bible