Psalm 21 - ORIYA (Tamil)

1 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।கர்த்தாவே, உம்முடைய வல்லமையிலே ராஜா மகிழ்ச்சியாயிருக்கிறார்; உம்முடைய இரட்சிப்பிலே எவ்வளவாய்க் களிகூருகிறார்!

2 ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।அவருடைய மனவிருப்பத்தின்படி நீர் அவருக்குத் தந்தருளி, அவருடைய உதடுகளின் விண்ணப்பத்தைத் தள்ளாதிருக்கிறீர். (சேலா.)

3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।உத்தம ஆசீர்வாதங்களோடு நீர் அவருக்கு எதிர்கொண்டுவந்து, அவர் சிரசில் பொற்கிரீடம் தரிப்பிக்கிறீர்.

4 ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।அவர் உம்மிடத்தில் ஆயுசைக்கேட்டார்; நீர் அவருக்கு என்றென்றைக்குமுள்ள தீர்க்காயுசை அளித்தீர்.

5 ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?உமது இரட்சிப்பினால் அவர் மகிமை பெரிதாயிருக்கிறது; மேன்மையையும் மகத்துவத்தையும் அவருக்கு அருளினீர்.

6 ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।அவரை நித்திய ஆசீர்வாதங்களுள்ளவராக்குகிறீர்; அவரை உம்முடைய சமுகத்தின் மகிழ்ச்சியினால் பூரிப்பாக்குகிறீர்.

7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।ராஜா கர்த்தர்மேல் நம்பிக்கையாயிருக்கிறார்: உன்னதமானவருடைய தயவினால் அசைக்கப்படாதிருப்பார்.

8 ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।உமது கை உமது சத்துருக்களெல்லாரையும் எட்டிப்பிடிக்கும்; உமதுவலதுகரம் உம்மைப் பகைக்கிறவர்களைக் கண்டுபிடிக்கும்.

9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।உமது கோபத்தின் காலத்திலே அவர்களை அக்கினிச் சூளையாக்கிப்போடுவீர்; கர்த்தர் தமது கோபத்திலே அவர்களை அழிப்பார்; அக்கினி அவர்களைப் பட்சிக்கும்.

10 ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।அவர்கள் கனியை பூமியிலிராதபடி நீர் அழித்து, அவர்கள் சந்ததியை மனுபுத்திரரிலிராதபடி ஒழியப்பண்ணுவீர்.

11 କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।அவர்கள் உமக்கு விரோதமாய்ப் பொல்லாங்கு நினைத்தார்கள்: தீவினையை எத்தனம்பண்ணினார்கள்; ஒன்றும் வாய்க்காமற்போயிற்று.

12 ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।அவர்களை இலக்காக வைத்து, உம்முடைய அம்புகளை நாணேற்றி அவர்கள் முகத்திற்கு நேரே விடுகிறீர்.

13 ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।கர்த்தாவே, உம்முடைய பலத்திலே நீர் எழுந்தருளும்; அப்பொழுது உம்முடைய வல்லமையைப் பாடிக்கீர்த்தனம்பண்ணுவோம்.

Tamil Bible