Romans 12 - ORIYA (Tamil)

1 ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ବରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭମାନେେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ବରୂପ ପରମେଶ୍ବରଙ୍କୁ ଅର୍ପଣ କର।ଏହା କବଳେ ତାହାଙ୍କୁ ସମର୍ପିତ ହବେ। ଏହା ପରମେଶ୍ବରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ଆତ୍ମୀକ ଉପାସନା ଅଟେ।அப்படியிருக்க, சகோதரரே, நீங்கள் உங்கள் சரீரங்களைப் பரிசுத்தமும் தேவனுக்குப் பிரியமுமான ஜீவபலியாக ஒப்புக்கொடுக்கவேண்டுமென்று, தேவனுடைய இரக்கங்களை முன்னிட்டு உங்களை வேண்டிக்கொள்ளுகிறேன்; இதுவே நீங்கள் செய்யத்தக்க புத்தியுள்ள ஆராதனை.

2 ଏହାପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗ ରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତବେେ ପରମେଶ୍ବର ତୁମ୍ଭମାନଙ୍କ ପାଇଁ କ'ଣ ଇଛା କରନ୍ତି, ତୁମ୍ଭମାନେେ ଜାଣିପାରିବ। ତୁମ୍ଭମାନେେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡିକ ଭଲ, ପରମେଶ୍ବରଙ୍କୁ ପ୍ରିୟ ଓ ସିଦ୍ଧ।நீங்கள் இந்தப் பிரபஞ்சத்திற்கு ஒத்த வேஷந்தரியாமல், தேவனுடைய நன்மையும் பிரியமும் பரிபூரணமுமான சித்தம் இன்னதென்று பகுத்தறியத்தக்கதாக, உங்கள் மனம் புதிதாகிறதினாலே மறுரூபமாகுங்கள்.

3 ପରମେଶ୍ବର ମାେତେ ବିଶଷେ ଅନୁଗ୍ରହ ପ୍ରଦାନ କରୁଥିବାରୁ ମାରେ ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ବର ଯେଉଁ ପ୍ରକାରର ବିଶ୍ବାସ ତୁମ୍ଭକୁ ଦଇେଛନ୍ତି, ସହେି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।அல்லாமலும், எனக்கு அருளப்பட்ட கிருபையினாலே நான் சொல்லுகிறதாவது; உங்களில் எவனானாலும் தன்னைக்குறித்து எண்ணவேண்டியதற்கு மிஞ்சி எண்ணாமல், அவனவனுக்கு தேவன் பகிர்ந்த விசுவாச அளவின்படியே, தெளிந்த எண்ணமுள்ளவனாய் எண்ணவேண்டும்.

4 ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀର ରେ ଅନକେ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡିକ ଏକା ଭଳି କାମ କରନ୍ତି ନାହିଁ।ஏனெனில், நமக்கு ஒரே சரீரத்திலே அநேக அவயவங்களிருந்தும், எல்லா அவயவங்களுக்கும் ஒரே தொழில் இராததுபோல,

5 ସହେି ଭଳି ଆମ୍ଭେ ସଂଖ୍ଯା ରେ ଅନକେ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ଆମ୍ଭେ ଏକ ଶରୀରର ବିଭିନ୍ନ ଭଳି ଆମ୍ଭେ ପ୍ରେତ୍ୟକକ ଅନ୍ୟର ପରିପୂରକ।அநேகராகிய நாமும் கிறிஸ்துவுக்குள் ஒரே சரீரமாயிருக்க, ஒருவருக்கொருவர் அவயவங்களாயிருக்கிறோம்.

6 ଏହି ଭଳି ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠା ରେ ଥିବା ବିଶ୍ବାସ ଅନୁସାରେ ତାହାକୁ ବ୍ଯବହାର କରୁ। ଯଦି କାହାକୁ ଭବିଷ୍ଯଦ୍ ବାଣୀର ଦାନ ମିଳିଛି, ତା' ହେଲେ ସେ ନିଜର ବିଶ୍ବାସ ଅନୁସାରେ ଭବିଷ୍ଯଦ୍ ବାଣୀ କରୁ।நமக்கு அருளப்பட்ட கிருபையின்படியே நாம் வெவ்வேறான வரங்களுள்ளவர்களானபடியினாலே, நம்மில் தீர்க்கதரிசனஞ்சொல்லுகிற வரத்தையுடையவன் விசுவாசப்பிரமாணத்துக்கேற்றதாகச் சொல்லக்கடவன்.

7 ଯଦି କାହାକୁ ସବୋ କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତବେେ ସେ ନିଜକୁ ସବୋ ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦବୋ ଅନୁଗ୍ରହ ଦାନ ମିଳିଛି, ତା ହେଲେ ସେ ନିଜକୁ ପ୍ରଚ୍ଭାର କାର୍ୟ୍ଯ ରେ ଲଗାଇ ଦେଉ।ஊழியஞ்செய்கிறவன் ஊழியத்திலும், போதிக்கிறவன் போதிக்கிறதிலும்,

8 ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ବନା ଦବୋର ଅନୁଗ୍ରହ ଦାନ ମିଳିଛି, ତା' ହେଲେ ସେ ଲୋକମାନଙ୍କୁ ସାନ୍ତ୍ବନା ଦେଉ। ଯଦି କାହାକୁ ଦାନ ଦବୋ ଅନୁଗ୍ରହ ଦାନ ମିଳିଛ ତା' ହେଲେ ସେ ଖାେଲା ମନ ରେ ଦାନ କରୁ। ଯଦି କାହାକୁ ନତେୃତ୍ବ ନବୋର ଅନୁଗ୍ରହ ଦାନ ମିଳିଛି, ତା' ହେଲେ ସେ ମନ ପ୍ରାଣ ଢାଳି ନତେୃତ୍ବ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦଖାଇବୋ ଅନୁଗ୍ରହ ଦାନ ମିଳିଛି ତା' ହେଲେ ସେ ଆନନ୍ଦ ମନ ରେ ଦୟା ଦଖାେଉ।புத்திசொல்லுகிறவன் புத்திசொல்லுகிறதிலும் தரித்திருக்கக்கடவன்; பகிர்ந்து கொடுக்கிறவன் வஞ்சனையில்லாமல் கொடுக்கக்கடவன்; முதாலாளியானவன் ஜாக்கிரதையாயிருக்கக்கடவன்; இரக்கஞ்செய்கிறவன் உற்சாகத்துடனே செய்யக்கடவன்.

9 ତୁମ୍ଭର ପ୍ ରମେ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର।உங்கள் அன்பு மாயமற்றதாயிருப்பதாக; தீமையை வெறுத்து, நன்மையைப்பற்றிக்கொண்டிருங்கள்.

10 ଭଲ କାର୍ୟ୍ଯ ରେ ଜଡିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ ରମେ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଚ୍ଭାହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।சகோதர சிநேகத்திலே ஒருவர்மேலொருவர் பட்சமாயிருங்கள்; கனம்பண்ணுகிறதிலே ஒருவருக்கொருவர் முந்திக்கொள்ளுங்கள்.

11 ପରମେଶ୍ବରଙ୍କ କାମ କରିବା ରେ ଉତ୍ସାହ ପ୍ରକାଶ କର। ତାଙ୍କ ସବୋ କାର୍ୟ୍ଯ ରେ ଆଳସ୍ଯ କର ନାହିଁ। ପରମେଶ୍ବରଙ୍କୁ ସବୋ କଲା ବେଳେ ଆତ୍ମିକ ଭାବରେ ଉଦ୍ ଯୋଗ ହୁଅ।அசதியாயிராமல் ஜாக்கிரதையாயிருங்கள்; ஆவியிலே அனலாயிருங்கள்; கர்த்தருக்கு ஊழியஞ்செய்யுங்கள்.

12 ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ଭୁଖୀନ ହବୋ ବେଳେ ତୁମ୍ଭେ ର୍ଧୈୟ୍ଯ ଧର। ନିରନ୍ତର ପ୍ରାର୍ଥନା କର।நம்பிக்கையிலே சந்தோஷமாயிருங்கள்; உபத்திரவத்திலே பொறுமையாயிருங்கள்; ஜெபத்திலே உறுதியாய்த் தரித்திருங்கள்.

13 ପରମେଶ୍ବରଙ୍କ ନିଜ ଲକମାନଙ୍କେର କାମ ରେ ସାହାୟ୍ଯ କର। ଯେଉଁ ମାନଙ୍କୁ ସାହାୟ୍ଯ ଦରକାର ସମାନଙ୍କେ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସମାନଙ୍କେୁ ଅତିଥି ଭାବରେ ସ୍ବାଗତ କର।பரிசுத்தவான்களுடைய குறைவில் அவர்களுக்கு உதவிசெய்யுங்கள்; அந்நியரை உபசரிக்க நாடுங்கள்.

14 ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସମାନଙ୍କେ ପ୍ରତି ତୁମ୍ଭେ ଭଲ ଆଚରଣ କର। ସମାନଙ୍କେୁ ଅଭିଶାପ ଦିଅ ନାହିଁ, ବରଂ ସମାନଙ୍କେୁ ଭଲ କଥା କୁହ।உங்களைத் துன்பப்படுத்துகிறவர்களை ஆசீர்வதியுங்கள், ஆசீர்வதிக்கவேண்டியதேயன்றி சபியாதிருங்கள்.

15 ଯେତବେେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭମାନେେ ସମାନଙ୍କେ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲା ବେଳେ ତୁମ୍ଭମାନେେ ତାହାଙ୍କ ସହିତ ଦୁଃଖିତ ହୁଅ।சந்தோஷப்படுகிறவர்களுடனே சந்தோஷப்படுங்கள்; அழுகிறவர்களுடனே அழுங்கள்.

16 ନିଜ ଭିତ ରେ ମିଳିମିଶି ଶାନ୍ତି ରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟ ରେ ମହତ୍ତ୍ବପୂର୍ଣ୍ଣ ନୁହଁନ୍ତି, ସମାନଙ୍କେ ସହିତ ସାଙ୍ଗ ହବୋ ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।ஒருவரோடொருவர் ஏகசிந்தையுள்ளவர்களாயிருங்கள்; மேட்டிமையானவைகளைச் சிந்தியாமல், தாழ்மையானவர்களுக்கு இணங்குங்கள்; உங்களையே புத்திமான்களென்று எண்ணாதிருங்கள்.

17 ମନ୍ଦ ପ୍ରତିବଦଳ ରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସହେିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।ஒருவனுக்கும் தீமைக்குத் தீமைசெய்யாதிருங்கள்; எல்லா மனுஷருக்குமுன்பாகவும் யோக்கியமானவைகளைச் செய்ய நாடுங்கள்.

18 ଲୋକଙ୍କ ସହିତ ଶାନ୍ତି ରେ ରହିବା ପାଇଁ ଯଥାସାଧ୍ଯ ଚେଷ୍ଟା କର।கூடுமானால் உங்களாலானமட்டும் எல்லா மனுஷரோடும் சமாதானமாயிருங்கள்.

19 ତୁମ୍ଭମାନଙ୍କ ପ୍ରତି ଭୁଲ କରିଥିବା ଲୋକକୁ ନିଜ ତରଫରୁ ଦଣ୍ତ ଦିଅ ନାହିଁ। ତାହାକୁ ପରମେଶ୍ବରଙ୍କ କୋର୍ଧ ଦ୍ବାରା ଦଣ୍ତିତ ହବୋ ଲାଗି ଅପେକ୍ଷା କର। ଶାସ୍ତ୍ର ରେ ଲୋଖା ଅଛି: ପରମେଶ୍ବର କହିଛନ୍ତି, ଦଣ୍ତ ଦବୋ ମାରେ କାମ। ମୁଁ ଲୋକମାନଙ୍କୁ ପ୍ରତିଦାନ ଦବେି।பிரியமானவர்களே, பழிவாங்குதல் எனக்குரியது, நானே பதிற்செய்வேன், என்று கர்த்தர் சொல்லுகிறார் என்று எழுதியிருக்கிறபடியால், நீங்கள் பழிவாங்காமல், கோபாக்கினைக்கு இடங்கொடுங்கள்.

20 କିନ୍ତୁ ତୁମ୍ଭମାନେେ ଏପରି କରିବା ଉଚିତ୍: ଯଦି ତୁମ୍ଭର ଶତୃ ଭୋକରେ ଅଛି, ତାହାକୁ ଖାଇବାକୁ ଦିଅ, ଯଦି ତୁମ୍ଭ ଶତୃ ତୃଷିତ ଅଛି, ତାହାକୁ ପିଇବାକୁ ଦିଅ। ଏପରି କଲେ ତୁମ୍ଭେ ତାହାକୁ ଲଜ୍ଜିତ କରିପାରିବ।அன்றியும், உன் சத்துரு பசியாயிருந்தால், அவனுக்குப் போஜனங்கொடு; அவன் தாகமாயிருந்தால், அவனுக்குப் பானங்கொடு; நீ இப்படிச் செய்வதினால் அக்கினித்தழலை அவன் தலையின்மேல் குவிப்பாய்.

21 ମନ୍ଦ ଦ୍ବାରା ହାରି ଯାଅ ନାହିଁ। ତୁମ୍ଭେ ଭଲ କାମ କରି ମନ୍ଦକୁ ହରାଇବାକୁ ଚେଷ୍ଟା କର।நீ தீமையினாலே வெல்லப்படாமல், தீமையை நன்மையினாலே வெல்லு.

Tamil Bible